ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୭।୫: ଦେଶରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ି ବଢ଼ି ଚାଲିଛି। ଏହି ରୋଗର ନିରାକରଣ ସହାୟତା ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ବୁଧବାର ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ନୂଆବଜାର ଶାଖାର ଶାଖା ପରିଚାଳକ ଶୈଳେନ୍ଦ୍ର ମଲ୍ଲିକଙ୍କୁ ଏହି ଟଙ୍କା ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଛି। ଏହି ଅବସରରେ ସମିତିର ବରିଷ୍ଠ ଉପଦେଷ୍ଟା ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ସମ୍ପାଦକ ଶରତ ପିଆରୀ, ସଂଯୋଜକ ଗୋବିନ୍ଦ ରାଉତ, କୋଷାଧ୍ୟକ୍ଷ ନିରଞ୍ଜନ ସାହୁ, ଅଭିମନ୍ୟୁ ସେଠୀ, ବିଜୟ ଭୂଷଣ ନାୟକ, ପ୍ରମୁଖ ଉପସ୍ଥିତ ଥିଲେ। ଏତଦ୍‌ ବ୍ୟତୀତ ସମିତି ପକ୍ଷରୁ ଦୈନିକ ଚାଉଳ, ଚୁଡ଼ା ଆଦି ଶୁଖିଲା ଖାଦ୍ୟ ସହ ମାସ୍କ ବଣ୍ଟନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ମିଶନ-୩ ପାଇଁ ୨୨ହଜାର ଟିକେଟ ବିକ୍ରି

ନୂଆଦିଲ୍ଲୀ,୭।୬: କରୋନ ସଂକ୍ରମଣ ଜନିତ ସମସ୍ୟା ଓ କଟକଣା କାରଣରୁ ବିଦେଶରେ ଫସି ରହିଥିବା ଭାରତୀୟମାନଙ୍କୁ ଦେଶକୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ଏକ...

ଫରକ୍‌ ପଡୁନି ଲକ୍‌ଡାଉନ

ବାଉଁଶୁଣୀ, ୧୦।୫: ବୌଦ୍ଧ ବ୍ଲକ ବାଉଁଶୁଣୀ ଅଞ୍ଚଳରେ ଲୋକେ କରୋନା କଟକଣା ମାନୁନାହାନ୍ତି। ସକାଳ ୬ରୁ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି...

ଲକ୍‌ଡାଉନ୍‌ ସମୟରେ ବଢ଼ୁଛି କଳାବଜାରୀ: ନିର୍ଦ୍ଧାରିତ ଦରଠାରୁ ଅଧିକା ନେଲେ କାର୍ଯ୍ୟାନୁଷ୍ଠାନ, ଅଭିଯୋଗ କରିପାରିବେ ଖାଉଟୀ

ଖୋର୍ଦ୍ଧା ଅଫିସ,୭ା୪ : ଲକ୍‌ଡାଉନ୍‌ ସମୟରେ କେତେ ଜଣ କଳାବଜାରୀ ଖୁଚୁରା ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀ କଳାବଜାର କରୁଥିବା ନେଇ ବିଭିନ୍ନ ଗଣମାଧ୍ୟମ ଖବର ପରିବେଷଣ...

୫ବର୍ଷ ହେଲା ଚାଲିଛି ମେଗା ଜଳସେଚନ ପ୍ରକଳ୍ପ

ବାରିପଦା ଅଫିସ,୨୧।୨- ଖରିଫ ଚାଷ ପାଇଁ ସରକାରଙ୍କ ପକ୍ଷରୁ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ୫ବର୍ଷ ଧରି କାର୍ଯ୍ୟ ଚାଲୁଥିଲେ ମଧ୍ୟ ଠିକା କମ୍ପାନୀର...

କରୋନାରେ ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିବଂଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି। ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା...

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ...

୨୫୦୦ରେ ମିଳୁଛି କରୋନା ନେଗେଟିଭ୍‌ ସାର୍ଟିଫିକେଟ

ମିରଠ,୭।୭: କରୋନା ଭାଇରସ୍‌ ସଂକ୍ରମଣ ଦେଶର ପ୍ରାୟ ସବୁ ସ୍ଥାନରେ ବ୍ୟାପିସାରିଛି। ଏହାର ମୁକାବିଲା ପାଇଁ ସାରା ବିଶ୍ୱ ଏକ ହୋଇଥିବା ବେଳେ ଯେଉଠିଁ କେନ୍ଦ୍ର...

Advertisement


Archives

Model This Week