Posted inଜାତୀୟ

ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେଲେ ବୋବଡେ

ନୂଆଦିଲ୍ଲୀ,୧୮।୧୧: ସୋମବାର ସୁପ୍ରିମ୍‌କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବୋବ୍‌ଡେ ଏକ ବର୍ଷ ୫ ମାସ ଏହି ପଦବୀରେ କାର୍ଯ୍ୟ କରିବେ। ସେ ୨୦୨୧ ଏପ୍ରିଲ୍‌ ୨୩ରେ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ପଦବୀରୁ ଅବସର ଗ୍ରହଣ କରିବେ। ୧୯୫୬ ଏପ୍ରିଲ୍‌ ୨୪ରେ ସେ ମହାରାଷ୍ଟ୍ରର ନାଗପୁରଠାରେ ଜନ୍ମଗ୍ରହଣ କରିଥିଲେ। ନାଗପୁର ବିଶ୍ୱବିଦ୍ୟାଳୟରୁ ସେ ଏଲ୍‌ଏଲ୍‌ବି ଡିଗ୍ରୀ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ ମୁଖ୍ୟଙ୍କୁ ଥାନାକୁ ଡକାଇଲା ପୋଲିସ

ମୁମ୍ବାଇ,୯।୧୦: ରାଜନୈତିକ ଝଡ଼ ସୃଷ୍ଟି କରିଥିବା ଫୋନ ଟାପିଂ ଓ ଡାଟା ଲିକ୍‌ ସମ୍ପର୍କିତ ମାମଲାର ଶୁଣାଣି ବମ୍ବେ ହାଇକୋର୍ଟରେ ଚାଲିଛି। ଏ ସଂକ୍ରାନ୍ତରେ ପଚରାଉଚୁରା...

୨୦-୨୫ ଆସନରେ କ୍ଷତି ସହିବ ଦଳ: ଟିକଟ ପାଇ ନ ଥିବା ପୂର୍ବତନ ଭାଜପା ମୁଖ୍ୟମନ୍ତ୍ରୀ..

ହୁବଲୀ,୧୫।୪ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର ଏକ ବିଦ୍ରୋହୀ ମନୋଭାବ ଗ୍ରହଣ କରିଛନ୍ତି। ସେ କହିଛନ୍ତି ତାଙ୍କୁ ଟିକଟ ନ ମିଳିବା ଦ୍ୱାରା...

ଗରିବଙ୍କ ପାଇଁ ୮୦ ଲକ୍ଷ ନୂଆ ଘର,ଚଳିତ ବର୍ଷରୁ ଚିପ୍‌ ପାସପୋର୍ଟ, ୧୦୦ ଗତି ଶକ୍ତି କାର୍ଗୋ…

ନୂଆଦିଲ୍ଲୀ, ୧।୨ : ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ୨୦୨୨-୨୩ ବର୍ଷରେ ଗରିବଙ୍କ ପାଇଁ ୮୦ଲକ୍ଷ ନୂଆ ଘର ନିର୍ମାଣ...

ସ୍ଥାନ ପାଇପାରନ୍ତି ୨୭ ନୂଆ ମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ଶେଷ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ପୁଣିଥରେ ଜୋର୍‌ ଧରିଛି।...

ମୋଦିଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଚାହୁଁଛନ୍ତି ପାକିସ୍ତାନୀ ଅଭିନେତ୍ରୀ…

ଇସଲାମାବାଦ/ନୂଆଦିଲ୍ଲୀ,୧୦।୫ : ପାକିସ୍ତାନୀ ଅଭିନେତ୍ରୀ ସେହର ଶିନୱାଡି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମାମଲା ଦାଏର କରିବାକୁ ଚାହୁଁଛନ୍ତି। ସେ ଭାରତର ଗୁପ୍ତଚର ଏଜେନ୍ସି ରିସର୍ଚ୍ଚ...

୨୦୨୨ ଇସ୍ରୋ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ

ନୂଆଦିଲ୍ଲୀ, ୨୭ା୧୨: କୋଭିଡ୍‌ର ନୂଆ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ମଧ୍ୟରେ ୨୦୨୧ ଶେଷ ହେବାକୁ ଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ନୂଆବର୍ଷରେ ଏକାଧିକ...

ମଦ୍ରାସାରେ ଦିଆଯିବ ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍‌ ପ୍ରଶିକ୍ଷଣ

ଲକ୍ଷ୍ନୌ,୧୩।୧୧: ଏଣିକି ଉତ୍ତରପ୍ରଦେଶର ସମସ୍ତ ମଦ୍ରାସାରେ ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍‌ ପ୍ରଶିକ୍ଷଣ ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମଦ୍ରାସା ଶିକ୍ଷାର୍ଥୀଙ୍କୁ...

୧ ଲକ୍ଷ ଛାତ୍ରୀ-ଛାତ୍ରଙ୍କୁ ମାଗଣାରେ ମୋବାଇଲ-ଲ୍ୟାପଟପ ଦେବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୫ ।୧୨: ଉତ୍ତର ପ୍ରଦେଶ ସରକାରଙ୍କ ଫ୍ରି ଲ୍ୟାପଟପ ଓ ସ୍ମାର୍ଟଫୋନ ସ୍କିମ ୨୦୨୧ର ଶୁଭାରମ୍ଭ ଶନିବାର କରାଯାଉଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୂର୍ବତନ...

Advertisement
Archives

Model This Week