ପ୍ରପୋଜ କରିବାର ୫ ଦିନ ପରେ ହେଲା ଝଗଡା, ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କଲେ ଯୁବକ

ଟେକ୍ସାସ, ୫।୧: ଆମେରିକାର ଟେକ୍ସାସ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରପୋଜ କରିବାର ୫ ଦିନ ପରେ ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କରିଛନ୍ତି। ୩୯ ବର୍ଷ ଅଭିଯୁକ୍ତ କେଣ୍ଡ୍ରିକ୍‌ ଅକିନ୍ସଙ୍କୁ ପୋଲିସ ଗିରଫ କରିଛି। ନୂଆବର୍ଷର ଗୋଟିଏ ଦିନ ପୂର୍ବରୁ କେଣ୍ଡ୍ରିକ୍‌ ଡୋମିନିକ୍‌ ଜେଫରେଶନ ନାମକ ଜଣେ ଯୁବତୀଙ୍କୁ ପ୍ରପୋଜ କରିଥିଲେ। ଏହାକୁ ଯୁବତୀ ସ୍ବୀକାର ମଧ୍ୟ କରିଥିଲେ। କିନ୍ତୁ ଏହାର ୫ ଦିନ ପରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଯୁବକ ଜଣଙ୍କ ଡୋମିନିକ୍‌ଙ୍କ ଉପରକୁ ଗୁଳି ଚଳାଇଥିଲେ। ପଡୋଶୀ ଘଟଣାସ୍ଥଳରେ ପହଞ୍ଚିବା କ୍ଷଣି ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ। ଖବରପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ କାର୍‌ ଜବତ କରିବା ସହ ଅଭିଯୁକ୍ତଙ୍କୁ ଖୋଜିବାକୁ ଲାଗିଥିଲା। ଗୋଟିଏ ଦିନ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁପ୍‌ଚୁପ୍‌ରେ ଶୌଚାଳୟ ପାଣି: ଲୋକେ ଭାଙ୍ଗିଦେଲେ ଠେଲାଗାଡ଼ି

ମୁମ୍ବାଇ,୭।୧୧: ରାସ୍ତାକଡ଼ରେ ଗୁପ୍‌ଚୁପ୍‌ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। ତେବେ ମୁମ୍ବାଇର କୋହ୍ଲାପୁର ଅଞ୍ଚଳରେ ଲୋକଙ୍କୁ ପିଇବାକୁ ଦେଉଥିବା ଖଟାପାଣିରେ ଶୌଚାଳୟ ପାଣି ମିଶାଉଥିବା ଅଭିଯୋଗରେ...

ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ

ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ...

ତାସ୍‌ରେ ତିଆରି ଫ୍ଲାଓ୍ବାର ଭେସ୍‌

ଏହି ଫ୍ଲାଓ୍ବାର ଭେସ୍‌ଗୁଡିକୁ ଦେଖିଲେ ଭାବିବେ ଚାଇନାର ସେରାମିକ୍‌ ଭେସ୍‌୍‌ ବୋଲି। ହେଲେ ଏଗୁଡିକ ସେରାମିକରେ ତିଆରି ନୁହେଁ। ବରଂ ଜଣେ କଳାକାର ଏହାକୁ ତିଆରି...

ପୂର୍ବତନ ସ୍ତ୍ରୀଙ୍କୁ ୫,୫୦୦ କୋଟି ଦେବେ ଦୁବାଇ ଶାସକ

ଲଣ୍ଡନ, ୨୧ା୧୨: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ଶାସକ ଶେଖ୍‌ ମହମ୍ମଦ ବିନ୍‌ ରସିଦ୍‌-ଅଲ୍‌-ମୁକ୍ତମ୍‌ ଏବଂ ତାଙ୍କ ପୂର୍ବତନ ସ୍ତ୍ରୀ ହାୟା ବିଣ୍ଟ ଅଲ୍‌ ହୁସେନ୍‌(୪୭)ଙ୍କ ମଧ୍ୟରେ...

୨୦୦୦ ବର୍ଷ ପୁରାତନ ଜଳଖିଆ ଦୋକାନର ମିଳିଲା ସନ୍ଧାନ

ରୋମ୍‌,୨୭।୧୨: ଇଟାଲୀରେ ୨୦୦୦ ବର୍ଷ ପୁରାତନ ଏକ ଜଳଖିଆ ଦୋକାନର ସନ୍ଧାନ ମିଳିଛି। ଆଗ୍ନେୟଗରି ଉଦ୍‌ଗୀରଣରେ ଜଳଖିଆ ଦୋକାନଟି ଉତ୍ତପ୍ତ ତରଳ ଲାଭା ତଳେ ପୋତି...

ଚିନ୍ତାରେ ବିଶେଷଜ୍ଞ: କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ନିଟରେ ୨ ମାସ ପରେ ମଧ୍ୟ ଦେଖାଯାଉଛି ଲକ୍ଷଣ

ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି।...

୧୮୦ ଦେଶରେ ୬୦ ସପ୍ତାହ ସ୍କୁଲ ବନ୍ଦ, ୧୬୦ କୋଟି ଛାତ୍ରୀଛାତ୍ରଙ୍କ ପାଠପଢ଼ା ପ୍ରଭାବିତ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୭: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀର ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଧୀରେଧୀରେ ଅନଲକ୍‌ ପ୍ରକ୍ରିୟା ଜାରି ରହିଛି। ଲକ୍‌ଡାଉନ୍‌ ଯୋଗୁ...

ଏହା ହେଉଛି ଦୁନିଆର ସର୍ବ ପୁରାତନ ବୃକ୍ଷ, ବୟସ ପ୍ରାୟ ୫୪୮୪ ବର୍ଷ…

ଦକ୍ଷିଣ ଚିଲିର ଆଲର୍ସ କୋଷ୍ଟେରୋ ଜାତୀୟ ଉଦ୍ୟାନରେ ରହିଛି ଦୁନିଆର ସର୍ବ ପୁରାତନ ବୃକ୍ଷ। ଏହା ଏକ ସାଇପ୍ରସ ଗଛ। ହିନ୍ଦୀରେ ଏହାକୁ ‘ସାନୁଭର’ କୁହାଯାଏ।...

Advertisement
Archives

Model This Week