ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ ଛାତ୍ରୀ ଜଣଙ୍କ ଶେଷରେ ପ୍ରଫେସରଙ୍କୁ ଖାଲି କାଗଜ ଧରାଇ ଦେଇଥିଲେ। ଯାହାକୁ ଦେଖି ପ୍ରଫେସର ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ହେଲେ ସେ ସେହି ସାଦା କାଗଜଟିକୁ ଯେତେବେଳେ ନିଆଁ ସାମ୍ନାରେ ଦେଖାଇଥିଲେ ସେଥିରେ ସବୁ ଅକ୍ଷର ସ୍ପଷ୍ଟ ଜଣାପଡିଥିଲା। କାରଣ ଛାତ୍ରୀ ଏମି ହାଗା ଅଦୃଶ୍ୟ କାଳିରେ ପ୍ରବନ୍ଧଟି ଲେଖିଥିଲେ। ଆଉ ଏହାକୁ ଦେଖିବା ପରେ ତାଙ୍କୁ ଫୁଲ୍‌ ମାର୍କ ଦିଆଯାଇଥିଲା। ଛାତ୍ରୀ ଜଣକ ଇତିହାସ ବିଭାଗର ହୋଇଥିବା ବେଳେ ନିକଟରେ ସେ ନିଂଜା ମ୍ୟୁଜିୟମ ବୁଲି ଯାଇଥିଲେ। ଆଉ ଏହାରି ଉପରେ ପ୍ରବନ୍ଧ ଲେଖିବାକୁ ପ୍ରଫେସର ତାଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ବିରୋଧରେ ଆପଲର ବଡ଼ ପଦକ୍ଷେପ

ଓ୍ବାଶିଂଟନ୍‌,୨।୩: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଦୃଷ୍ଟିରେ ରଖି ଆଇଫୋନ ଓ ଆଇମେକ୍‌ କମ୍ପ୍ୟୁଟର ଭଳି ଉତ୍ପାଦ ତିଆରି କରୁଥିବା ଆମେରିକାର ବେଶ୍‌ ନାଁକରା ଟେକ କମ୍ପାନୀ ଆପଲ...

ଭର୍ଜିନିଆ ମ୍ୟୁନିସ୍‌ପାଲ ବିଲ୍ଡିଂରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ବ୍ୟକ୍ତି: ୧୧ ମୃତ

ଭର୍ଜିନିଆ,୧।୬: ଆମେରିକା ଭର୍ଜିନିଆରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିମାଡ଼ରେ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥବରେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା...

ମୁଁ ଆମେରିକା ବିରୋଧୀ ନୁହେଁ: ଇମ୍ରାନ

ଇସଲାମାବାଦ୍‌,୧୩।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆମେରିକାକୁ ନେଇ ନିଜ ମତ ବଦଳାଇଛନ୍ତି। ତାଙ୍କର ଆମେରିକୀୟ ବିରୋଧୀ ଭାବମୂର୍ତ୍ତିର ବିପରୀତ ଭାବେ ଇମ୍ରାନ କହିଛନ୍ତି...

ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍‌

ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର...

ଶେଷ ହୋଇନି ମହାମାରୀ, ସତର୍କତା ଜରୁରୀ…

ବର୍ଲିନ,୨୫।୧୦: ପୃଥିବୀରୁ କରୋନା ମହାମାରୀ ଶେଷ ହୋଇନି। ଯେଭଳି ସଂକ୍ରମଣ ନ ହେବ ସେ ନେଇ ସଭିଏଁ ସତର୍କ ରହିବା ଜରୁରୀ। କରୋନା ମାର୍ଗଦର୍ଶିକା ପାଳନ...

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: ବର୍ଷକୁ କଏଦୀଙ୍କ ପିଛା ଖର୍ଚ୍ଚହୁଏ ୯୩ କୋଟି

ଜେଲ କଥା ଉଠିବା ମାତ୍ରେ ମନରେ ଅନେକ ପ୍ରକାର କଥା ଆସିଥାଏ। ଅର୍ଥାତ୍‌ ସେଠାର ସୁରକ୍ଷା ବ୍ୟବସ୍ଥା, କଏଦୀଙ୍କ ଖାଇବାପିଇବା ଆଦି। ମାତ୍ର କ୍ୟୁବାରେ ଏପରି...

ଇସ୍ରାଏଲ ଯିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ୱାଶିଂଟନ,୨୫ ।୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ କିଛି ମାସ ମଧ୍ୟରେ ଇସ୍ରାଏଲ ଗସ୍ତ ପରିପାରନ୍ତି । ଇସ୍ରାଏଲ ପ୍ରଧାନମନ୍ତ୍ରୀ ନଫ୍ତାଲି ବେନେଟ ଇସ୍ରାଏଲ...

ତୁଳସୀ

ବିଷ୍ଣୁପ୍ରିୟା ସେ। ଘରେ ଘରେ ପୂଜିତା । ପବିତ୍ର ଏହାର ପତ୍ରରୁ ମୃତ୍ତିକା ପର୍ଯ୍ୟନ୍ତ । ମୂଳରେ ଏହାର ସବୁ ତୀର୍ଥ । ପୁଣି ପତ୍ରରେ...

Advertisement
Archives

Model This Week