Posted inଜାତୀୟ

ପ୍ରବଳ ତାତି: ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୮୮ରେ ପହଞ୍ଚିଲା

ହାଇଦ୍ରାବାଦ୍‌, ୨।୬:ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଦିନକୁ ଦିନ ତାପମାତ୍ରା ବୃଦ୍ଧିଯୋଗୁ ଦେଶରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଏଯାବତ୍‌ ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁସଂଖ୍ୟା ସର୍ବାଧିକ ୮୮ରେ ପହଞ୍ଚିଥିବାବେଳେ ଆନ୍ଧ୍ରପ୍ରଦେଶରେ ୬୭, କେରଳରେ ୧୫ ଏବଂ ମହାରାଷ୍ଟ୍ର ୭ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସବୁଠୁ ଅଧିକ ଗରମ ହେଉଥିବା ବିଶ୍ୱର ୧୫ଟି ସହର ମଧ୍ୟରେ ଭାରତର ୮ଟି ସହର ସ୍ଥାନ ପାଇଛି। ସେଗୁଡିକ ହେଲା ରାଜସ୍ଥାନର ଚୂରୁ, ବିକାନେର୍‌, ପିଲାନୀ, ଜୈଶଲମେର ଏବଂ ଗଙ୍ଗାନଗର, ଉତ୍ତର ପ୍ରଦେଶର ବାନ୍ଦା, ମଧ୍ୟପ୍ରଦେଶର ନୌଗାଁଓ ଏବଂ ହରିୟାଣାର ନାରତୌଲ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri