ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ ଘରର କାନ୍ଥ ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏହି ସମୟରେ ଘରେ କେହି ନ ଥିଲେ। ଆଚାରି ତାଙ୍କ ପୈତୃକ ଘର ଗଞ୍ଜାମ ଜିଲା କନିସି ଯାଇଥିବା ଜଣାପଡିଛି। ଏସମ୍ପର୍କରେ ସ୍ଥାନୀୟ ଲୋକେ ମୁଦୁଲିପଡା ଥାନା ଅଧିକାରୀ ମାଧବ ବେହେରାଙ୍କୁ ଖବର ଦେଇଥିଲେ। ଖବର ପାଇ ଥାନା ଅଧିକାରୀ ଓ ଅନ୍ୟ ପୋଲିସ କର୍ମଚାରୀ ପହଞ୍ଚତ୍ ଆଚାରି ଘରର ଚାବି ଯେଉଁ ବ୍ୟକ୍ତିଙ୍କୁ ଦେଇ ଯାଇଥିଲେ ତାଙ୍କୁ ଡକାଇଥିଲେ। ସେ ପହଞ୍ଚତ୍ବା ପରେ ଘରର ଆସବାବପତ୍ରଗୁଡିକୁ ଅନ୍ୟ ଏକ ଘରକୁ ସ୍ଥାନାନ୍ତର କରାଯାଇଥିଲା। ଏନେଇ ବ୍ଲକ ପ୍ରଶାସନ ନିକଟରେ ଖବର ଥିଲେ ମଧ୍ୟ ଘଟଣା ସ୍ଥଳରେ କେହି ପହଞ୍ଚତ୍ନାହାନ୍ତି। କ୍ଷତିଗ୍ରସ୍ତ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦା ସର୍ବୋଚ୍ଚ ପ୍ରାଥମିକତା

ଅନେକ ବାଧାବିଘ୍ନ ଅତିକ୍ରମ କରି ୯୦ ଦଶକରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଆରମ୍ଭ କରିଥିଲେ ‘ଗ୍ରୀନ୍‌ ଚିଲିଜ୍‌’। ଦୃଢ଼ ଇଚ୍ଛାଶକ୍ତି ତଥା ଅକ୍ଳାନ୍ତ ପରିଶ୍ରମ ବଳରେ...

ଘରେ ରଖିଥିଲେ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ, ବାନ୍ଧିଲା ପୋଲିସ

ଚିତ୍ରକୋଣ୍ଡା,୧୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ଥାନାଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ...

ଦେବକୁଣ୍ଡରେ ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼

ଉଦଳା,୨୬ା୧୨(ଡି.ଏନ୍‌.ଏ.) – ବଡ଼ଦିନ ଉପଲକ୍ଷେ ପର୍ଯ୍ୟଟନସ୍ଥଳୀ ଦେବକୁଣ୍ଡରେ ବୁଧବାର ପିକ୍‌ନିକ୍‌ ପାର୍ଟିଙ୍କ ଭିଡ଼ ଜମିଥିଲା। ଦେବକୁଣ୍ଡର ପ୍ରଥମ ବୁଢାମରା ଗେଟ୍‌ରେ ଇକୋ ଟୁରିଜିମ୍‌ ସହାୟତାରେ ନିର୍ମାଣ...

ଅଟୋ-ଟ୍ରକ ମୁହାଁମୁହିଁ: ୫ ମୃତ୍ୟୁ, କେବଳ ଗୋଟିଏ ପରିବାରରୁ ୩ ଜଣ

କାମାକ୍ଷାନଗର,୨୮।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଥରଖମ୍ବ ଛକରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋ...

ଦୋଳାରେ ୪ କିମି ବୁହାହୋଇ ଡାକ୍ତରଖାନା ଗଲେ ବଜ୍ରପାତରେ ଆହତ ୨ ନାବାଳକ

ଦଶମନ୍ତପୁର,୨୮ା୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତ ସଲପଗୁଡ଼ା ଗ୍ରାମରେ ରବିବାର ଗାଇ ଚରାଇବାକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇଛନ୍ତି ଦୁଇ ଜଣ ନାବାଳକ। ସେମାନେ...

ରାଇସୁଆଁରେ ହାତୀ ଉପଦ୍ରବ

କେନ୍ଦୁଝର/ରାଇସୁଆଁ,୨୨ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ କାଲା ମହାଦେବ ମନ୍ଦିର ପରିସରରେ ରବିବାର ବିଳମ୍ବିତ ରାତିରେ ୨ଟି ହାତୀ ପଶି ଅନେକ ଗଛ ନଷ୍ଟ କରିବା...

ଅଭିନବ ଉପାୟରେ ସଚେତନ କଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୪।୩(ଡି.ଏନ.ଏ.)- କରୋନା ଭୂତାଣରୁ ରକ୍ଷା ପାଇଁ ଜିଲାରେ ୧୪୪ ଧାରା ବଳବତ୍ତର ରହିଥିବା ବେଳେ ମଙ୍ଗଳବାରଠାରୁ ଜିଲା ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତେ ଘରେ ରହିବା...

ଦୁଇଶିଶୁଙ୍କ ଉପରେ ମାଡ଼ିଗଲା ସ୍କର୍ପିଓ: ଜଣଙ୍କ ଜୀବନ ଗଲା

ଛେଣ୍ଡିପଦା,୨୮ା୬(ସ୍ବ.ପ୍ର.): ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ରବିବାର ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର...

Advertisement
Archives

Model This Week