Posted inଜାତୀୟ

ପ୍ରବଳ ବର୍ଷାରେ ବୁଡ଼ିଲା ରେଳ ଲାଇନ୍‌: ମହାଲକ୍ଷ୍ମୀ ଏକ୍ସପ୍ରେସ୍‌ର ଯାତ୍ରୀ ଜଳବନ୍ଦୀ

ମୁମ୍ବାଇ,୨୭।୭: ମହାରାଷ୍ଟ୍ରରେ ପୁଣି ଦେଖାଦେଇଛି ବନ୍ୟା ବିତ୍ପାତ। ପ୍ରବଳ ବର୍ଷା ଯୋଗୁ ବନ୍ୟା ଜଳ ରେଳ ଲାଇନ୍‌ ଉପରେ ପ୍ରବାହିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବଦଲାପୁରଠାରୁ ବାନଗନି ଯାଉଥିବା ମହାଲକ୍ଷ୍ମୀ ଏକ୍ସପ୍ରେସ୍‌କୁ ବାଟରେ ଅଟକାଇ ଦିଆଯାଇଛି। ଏଥିରେ ଥିବା ୭୦୦ରୁ ଅଧିକ ଯାତ୍ରୀ ଜଳବନ୍ଦୀ ଅବସ୍ଥାରେ ଥିବା କୁହାଯାଉଛି। ଟ୍ରେନ୍‌ର ତଳକୁ ନ ଓହ୍ଲାଇବା ପାଇଁ କେନ୍ଦ୍ରୀୟ ରେଲଓ୍ବେ ପକ୍ଷରୁ ଯାତ୍ରୀମାନଙ୍କୁ ନିବେଦନ କରାଯାଇଛି। ରେଳ ଲାଇନ୍‌ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିଲେ ମଧ୍ୟ ଟ୍ରେନ୍‌ ସୁରକ୍ଷିତ ରହିଥିବା କେନ୍ଦ୍ରୀୟ ରେଲଓ୍ବେ କହିଛି।

ଯାତ୍ରୀମାନଙ୍କ ଉଦ୍ଧାର ଲାଗି ଏଠାକୁ ଏନଡିଆରଏଫ୍‌ ଦଳଙ୍କୁ ପଠାଯାଇଛି। ଆର୍‌ପିଏଫ୍‌ ପକ୍ଷରୁ ଯାତ୍ରୀମାନଙ୍କୁ ବିସ୍କୁଟ ଓ ପାଣି ଆଦି ବଣ୍ଟନ କରାଯାଉଥିବା ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିକିମ୍‌ ବିଶ୍ୱର ପ୍ରଥମ ଅପରାଧମୁକ୍ତ ମୁକ୍ତ-ଜୈବିକ ରାଜ୍ୟ…

ଗାଙ୍ଗଟକ,୬।୩ : ସିକିମ ବିଶ୍ୱର ପ୍ରଥମ ଜୈବିକ ରାଜ୍ୟ ହୋଇପାରିଛି। ଲଣ୍ଡନର ୱାଲର୍‌ଡ ବୁକ ଅଫ ରେକର୍ଡସ ମଧ୍ୟ ସିକିମକୁ ବିଶ୍ୱର ପ୍ରଥମ ଜୈବିକ ରାଜ୍ୟ...

ହିମାଚଳ ପ୍ରଦେଶରୁ ଚିହ୍ନଟ ‘ମଙ୍କିପକ୍ସ’ ଆକ୍ରାନ୍ତଙ୍କ ନାହିଁ ଟ୍ରାଭେଲ୍‌ ହିଷ୍ଟ୍ରି

ସିମ୍‌ଲା,୩୦।୭: ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ରେ ଆକ୍ରାନ୍ତ ହୋଇଥିବା ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ୟକ୍ତିଙ୍କ ନମୁନା...

ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ

ଜଲନ୍ଧର,୩।୬: ଜଲନ୍ଧର ସହରରେ ୮ବର୍ଷର ନାବାଳିକା ସହ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ପିଟି ପଟି ମାରି ଦେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ,...

ନିର୍ଯାତନାକୁ ବିରୋଧ କରିବାରୁ ନାବାଳିକାଙ୍କୁ ଗୁଳିକରି ହତ୍ୟା

ଫିରୋଜାବାଦ, ୨୫ା୧୦: ନିର୍ଯାତନାକୁ ବିରୋଧ କରିବାରୁ ଉତ୍ତରପ୍ରଦେଶର ଫିରୋଜାବାଦରେ ଜଣେ ନାବାଳିକା (୧୬)ଙ୍କୁୁ ଗୁଳିକରି ହତ୍ୟା କରାଯାଇଛି। ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ନାବାଳିକା ଇନ୍‌ଷ୍ଟିଚ୍ୟୁଟ୍‌ରୁ ଫେରିବାବେଳେ...

ମହାରାଷ୍ଟ୍ରରେ ସରଗରମ ହେଉଛି ରାଜନୀତି: ରାଜ୍ୟପାଳଙ୍କୁ ଭେଟିବେ କଂଗ୍ରେସ-ଏନ୍‌ସିପି ନେତା

ମୁମ୍ବାଇ,୫।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି(ଭାଜପା) ତା ଜିଦ୍‌ରେ ଅଟଳ ରହିଥିବା ବେଳେ ଅନ୍ୟପଟେ...

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ...

ରୁଷିଆକୁ ଟପିଲା ଭାରତ

ନୂଆଦିଲ୍ଲୀ,୬ା୭(ପି.ଟି.): ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବେକାବୁ ହେଲାଣି। ଗୋଟିଏ ଦିନରେ ସର୍ବାଧିକ ୨୪,୮୫୦ ଜଣ କରୋନା ଆକ୍ରାନ୍ତ ହୋଇଥିବାବେଳେ ୬୧୩ ଜଣଙ୍କ ଜୀବନ ଯାଇଛି। ଏହାକୁ...

ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ମୋଦି କୌଣସି  ଦାବି କରି ନାହାଁନ୍ତି : ମାଲେସିୟା ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୧୭।୯: ମୁସଲମାନ୍‌ ଧର୍ମଗୁରୁ ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ମାଲେସିୟା ପ୍ରଧାନମନ୍ତ୍ରୀ ମୋହାଥିର ବିନ୍‌ ମହମ୍ମଦ୍‌ଙ୍କ ମନ୍ତବ୍ୟ ଏବେ ଅନ୍ତର୍ଜାତୀୟସ୍ତର ସହିତ ଭାରତରେ ବିବାଦ ସୃଷ୍ଟି...

Advertisement
Archives

Model This Week