ପ୍ରବଳ ବର୍ଷା: ଦୁର୍ଗାପୂଜା,ମେଳା ଫିକା ପଡ଼ିିଲା

ବଡବିଲ,୮ା୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲରେ ଦୁର୍ଗାପୂଜା ଖୁବ ଜାକଜମକର ସହ ପାଳନ କରାଯାଇଥାଏ। ବିଶେଷ କରି ମାଟକାମବେଡାସ୍ଥିତ କଳିଙ୍ଗନଗରଠାରେ ପ୍ରଶସ୍ତ ଅଞ୍ଚଳରେ ପୂଜା ଅବସରରରେ ମେଳା ବସିଥାଏ। ମୀନାବଜାର, ବିଭିନ୍ନ ରକମର ଦୋଳି, ବାସନକୁସନ, ଘରୋଇ ଉପକରଣ ଓ ଭିନ୍ନ ଭିନ୍ନ ପ୍ରଦେଶର ଫୁଡ ଷ୍ଟଲ ଆଦି ଏହି ମେଳାରେ ସ୍ଥାନ ପାଇଛି। ବେଶ ଭଲ ବେପାର ହେବ ବୋଲି ବ୍ୟବସାୟୀମାନେ ଆଶା ରଖିଥିଲେ। ମାତ୍ର ଗତ ୨ ଦିନ ହେଲା ଅପରାହ୍ନରେ ପ୍ରବଳ ବର୍ଷା ଯୋଗୁ ମେଳାରେ ଜନସମାଗମ କମ୍‌ ହୋଇଥିତ୍ବା ପରିଲ୍ଲଖିତ ହୋଇଛି। ଏଥିନେଇ ବ୍ୟବସାୟୀମାନେ ହତାଶ ହୋଇ ପଡିଛନ୍ତି। ଲାଭ ନ ହେଲେବି ମୂଳଧନ ଉଠିବା କାଠିକର ପାଠ ବୋଲି କେତେକ ବ୍ୟବସାୟୀ କହିଛନ୍ତି॥


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri