ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।
ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ବରଗଡ଼, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।
ସୂଚନାଯୋଗ୍ୟ,ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ସେହିପରି ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ସମୁଦ୍ର ପତ୍ତନରୁ ୧.୫ରୁ ୫.୮ କି.ମି. ଉଚ୍ଚତା ମଧ୍ୟରେ ଅନ୍ୟ ଏକ ଉପରିସ୍ଥ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri