ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ କରିଛନ୍ତି ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଆଜିର ଦିନକୁ ମଧ୍ୟ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ: ୩ ଦିନରେ ୨୦୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୮୭ରେ ପହଞ୍ଚିଲା, ୪୮ ଘଣ୍ଟା ଶଟ୍‌ଡାଉନ୍‌ କଲେ ଜିଲାପାଳ

କୋରାପୁଟ,୩୦ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ମାତ୍ର ତିନି ଦିନ ମଧ୍ୟରେ କୋରାପୁଟ ଜିଲାରେ ୨୦୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ...

ଓଟିଭି ସିଇଓଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାରୁଅ ଜମି ଦୁର୍ନୀତି ମାମଲାରେ ‘ଓଟିଭି’ ସିଇଓ ତଥା ଓଡ଼ିଶା ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ନିର୍ଦ୍ଦେଶକ ନିହାର ଭୂୟାଁଙ୍କୁ ମଙ୍ଗଳବାର କ୍ରାଇମବ୍ରାଞ୍ଚ ମାରାଥନ୍‌...

ଗ୍ରୀନ କେମେଷ୍ଟ୍ରି ଖାତା ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ: ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିଲେ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୩ା୯-ବୁଗୁଡା ପିପୁଲସ୍‌ କଲେଜ ଯୁକ୍ତ ୩ ରସାୟନ ବିଜ୍ଞାନ ସମ୍ମାନର ପରୀକ୍ଷା ଖାତା ମୂଲ୍ୟାୟନରେ ତ୍ରୁଟି ହୋଇଛି ା ୫ ସେମିଷ୍ଟାରର ଗ୍ରିନ କେମେଷ୍ଟ୍ରି...

ମୟୂରଭଞ୍ଜରେ ମହିଳା କାଡ

ବାରିପଦା ଅଫିସ,୭।୬ ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ...

ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଆମ ଦଳ ଲୋକଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ...

କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି।...

ଓଡ଼ିଶାକୁ ଇତିହାସରେ ସର୍ବାଧିକ ରେଳ ଅନୁଦାନ: ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଓଡ଼ିଶାକୁ ରେଳ ବଜେଟ ଅନୁଦାନ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରତିକ୍ରିୟା ରଖିଛନ୍ତି। ଖବରଦାତା ସମ୍ମିଳନୀରେ ରେଳ ବଜେଟକୁ ନେଇ ସେ କହିଛନ୍ତି,...

Advertisement
Archives

Model This Week