ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ସଜନାଗଡ଼,୧୭ା୪(ଡି.ଏନ୍‌.ଏ.): ଆଜି ଅର୍ଥାତ୍‌ ଶୁକ୍ରବାର ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ସାମାଜିକ ଦୂରତ୍ୱ ରକ୍ଷାକରି ନୀଳଗିରିର ବିଧାୟକ ଇଂ ସୁକାନ୍ତ କୁମାର ନାୟକ ଓ ତାଙ୍କର ସହଯୋଗୀମାନେ ନୀଳଗିରି ବସଷ୍ଟାଣ୍ଡ ବାଇପାସ ଛକଠାରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ନୀଳଗିରି ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ରାଧାଗୋବିନ୍ଦ ଖଟୁଆ,ଗଙ୍ଗାଧର ମିଶ୍ର, ମାନିଆ ଦ୍ବିବେଦୀ, ପ୍ରଦୀପ ଆଚାର୍ଯ୍ୟ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଧଡ଼କ ମୋରମ ଚୋରା ଚାଲାଣ: ୩ ହାଇଓ୍ବା ଜବତ

ଛେଣ୍ଡିପଦା,୨୨।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡ଼ା ରାଜସ୍ବ ସର୍କଲ ଅଞ୍ଚଳରେ ସରକାରୀ ରାଜସ୍ବ ଫାଙ୍କି କିଛି ମାଫିଆ ବେଧଡ଼କ ଭାବେ ଚୋରାରେ ମୋରମ...

ନକଲି ଅଟା କାରଖାନା ଉପରେ ଚଢ଼ାଉ: ମେଶିନ ଜବତ, ଅଭିଯୁକ୍ତ ଅଟକ

ଯାଜପୁର ଅଫିସ,୧୭ା୧୨- ଯାଜପୁର ଟାଉନ ପୋଲିସ ପକ୍ଷରୁ ସୋମବାର ଏକ ନକଲି ଅଟା କାରଖାନା ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡର ନକଲି...

ସାଧାରଣତନ୍ତ୍ର ଦିବସରେ ଦୁର୍ଘଟଣା: ନଗର ପରିକ୍ରମା ବେଳେ ବାଇକ୍‌ ଧକ୍କାରେ ଛାତ୍ର ଗୁରୁତର

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟାଙ୍ଗିର ପଞ୍ଚାୟତ ବରାଳ ବାଲୁଙ୍କେଶ୍ବର ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ରବିବାର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନଗର ପରିକ୍ରମା କରୁଥିଲେ। ଏହି...

ବ୍ରଜରାଜନଗର ଉପନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

ଝାରସୁଗୁଡ଼ା ଅଫିସ,୧୩।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଜନୀତି ସରଗରମ ରହିଛି। ବୁଧବାର ପ୍ରାର୍ଥୀଙ୍କର ନାମାଙ୍କନପତ୍ର ଦାଖଲ ଶେଷ ହୋଇଥିବା ବେଳେ ପ୍ରାର୍ଥୀ ନିଜ ନିଜର ପ୍ରଚାର...

ବ୍ଲକ ପରିସରରେ ସରପଞ୍ଚଙ୍କୁ ଆକ୍ରମଣ

ଟିଟିଲାଗଡ଼, ୧୧।୬ (ଡି.ଏନ.ଏ)-ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ବିନେକେଲା ପଞ୍ଚାୟତର ସରପଞ୍ଚ ହରି ମାଝୀ ବୁଧବାର ବ୍ଲକ କାର୍ଯ୍ୟାଳୟ ପରିସରରେ ଆକ୍ରମଣର ଶିକାର ହୋଇଛନ୍ତି। ବିଡିଓଙ୍କ...

ତଦନ୍ତ ପାଇଁ ଚିଠି ଲେଖିଥିଲେ ବାଚସ୍ପତି: ଘରୋଇ ଟ୍ୟୁଶନରେ ଉଚ୍ଚଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଚଢ଼ାଉ; ଅଭିଯୋଗ ଆସିଥିବା ଅଧ୍ୟାପକଙ୍କୁ ତାଗିଦ୍‌

ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି। ଯେଉଁ ଛାତ୍ରୀମାନେ ତାଙ୍କ ପାଖରେ ଟ୍ୟୁଶନ ପଢ଼ିବେ ନାହିଁ,...

୨୦ନମ୍ବର ଜାତୀୟ ରାଜପଥଠାରୁ କୋଗାଁ ରାସ୍ତା : ଶିଳାନ୍ୟାସର ୫ ମାସ ପରେ ବି ହୋଇନି କାମ

ଯାଜପୁର ରୋଡ, ୯ା୯(ନି.ପ୍ର.)- କୋରେଇ ବ୍ଲକ ଅର୍ନ୍ତଗତ ତଳଗଡ ଗ୍ରାମ ପଞ୍ଚାୟତ ଜାତୀୟ ରାଜପଥ ୨୦ ନମ୍ବରରୁ କୋଗାଁକୁ ରାସ୍ତା ନିର୍ମାଣକୁ ଭିତ୍ତିପ୍ରସ୍ତର ହେବାର ୫...

ଦେଢ଼ଶୁରଙ୍କୁ ଆଜୀବନ କାରାଦଣ୍ଡ

ନିମାପଡ଼ା,୨।୧୨(ଡି.ଏନ୍‌.ଏ.): ନିମାପଡ଼ା ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ)ଙ୍କ କୋର୍ଟରେ ଗୁୁରୁବାର ଏକ ହତ୍ୟାକାଣ୍ଡ ଘଟଣାର ରାୟ ପ୍ରକାଶ ପାଇଛି। ଦୌରାଜଜ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ...

Advertisement
Archives

Model This Week