Posted inଜାତୀୟ

ପ୍ରବାସୀଙ୍କୁ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ପାଇଁ କେନ୍ଦ୍ର ନିକଟରେ ଦାବି କଲେ ସୁଶିଲ

ପାଟନା,୩୦।୪: ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ନିକଟରେ ପ୍ରସ୍ତାବ ରଖିଛନ୍ତି ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶିଲ କୁମାର ମୋଦି। ଟୁଇଟ୍‌ କରି ସୁଶିଲ କହିଛନ୍ତି ଯେଉଁମାନେ ନିଜ ରାଜ୍ୟଠାରୁ ବହୁ ଦୂରରେ ରହିଯାଇଛନ୍ତି ସେମାନଙ୍କୁ ଆଣିବାକୁ କେନ୍ଦ୍ର ସରକାର ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରନ୍ତୁ। ବିହାରର ପ୍ରାୟ ୨୦ ଲକ୍ଷ ଲୋକ ବାହାରେ ଥିବା ବେଳେ ଆମେ ତାଙ୍କୁ ରାଜ୍ୟକୁ ଫେରାଇ ଆଣିବାକୁ ଚାହୁଁଛୁ। ହେଲେ କେନ୍ଦ୍ର ସରକାର ଆମ ଦାବି ଗ୍ରହଣ କରିନେଲେ ଆମେ ସେମାନଙ୍କୁ ଫେରାଇ ଆଣିବାରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ମୋଦି ପହଞ୍ଚିବା ପୂର୍ବରୁ ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିଦେଲେ ସମାଜବାଦୀ ପାର୍ଟି କର୍ମୀ!

ଲକ୍ଷ୍ନୌ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲକ୍ଷ୍ନୌରୁ ଗାଜିପୁର ଯାଉଥିବା ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ହେଲେ ଏହା...

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌: ଅଧିକ ସନ୍ତାନ ଜନ୍ମ କର, ମିଳିବ ପ୍ରୋତ୍ସାହନ

ଗ୍ୟାଙ୍ଗଟକ୍‌,୧୭।୧: ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଅଧିକ ସନ୍ତାନ ଜନ୍ମ କରିବାକୁ ଅପିଲ କରିଛନ୍ତି। ଦକ୍ଷିଣ ସିକ୍କିମର ଜୋରଥାଙ୍ଗ ସହରରେ ମାଘ ସଂକ୍ରାନ୍ତି କାର୍ଯ୍ୟକ୍ରମକୁ...

ଶହୀଦଙ୍କ ପୁଅକୁ କୋଳରେ ଧରି କୋହ ସମ୍ଭାଳି ପାରିଲେନି ଏସ୍‌ଏସ୍‌ପି

ଶ୍ରୀନଗର,୧୮।୬: ସୋସିଆଲ ମିଡିଆରେ ଏବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ପୋଲିସ ଅଧିକାରି ଅନ୍ୟଜଣେ ଶହୀଦ ପୋଲିସ ଅଧିକାରୀଙ୍କ ୪ ବର୍ଷର...

ବଜେଟକୁ ନେଇ ପୁଣି ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୨ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାଜୀ ଏଲଆଇସି ଓ ସାଧାରଣ ବଜେଟ ୨୦୨୩କୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଏହାସହ ସେ...

ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୪: ଭାରତରେ ପ୍ରଥମ ଥର ପାଇଁ କରୋନା ଦୈନିକ ସଂକ୍ରମଣ ୧ ଲକ୍ଷ ଅତିକ୍ରମ କରିଛି। ରବିବାର ରାତି ୧୨ଟା ସୁଦ୍ଧା ଗୋଟିଏ ଦିନର...

ମା’ଙ୍କୁ ହତ୍ୟା, ସୁଟ୍‌କେସରେ ମୃତଦେହ ନେଇ ଆତ୍ମସମର୍ପଣ

ବେଙ୍ଗାଲୁରୁ, ୧୪।୬: ବେଙ୍ଗାଲୁରୁରେ ଜଣେ ଯୁବତୀ ମା’ଙ୍କ ମୃତଦେହକୁ ଶୁଟ୍‌କେସରେ ନେଇ ଥାନାରେ ଆତ୍ମସମର୍ପଣ କରିଛନ୍ତି। ୭୦ ବର୍ଷୀୟା ବିଭା ପାଲଙ୍କୁ ହତ୍ୟା ନେଇ ଝିଅ...

ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଏମ୍‌ପି ପିଡିପିରୁ ବିଦା

ଶ୍ରୀନଗର,୨ା୧୧(ପି.ଟି.): ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେଇଥିବା ପିଡିପି ରାଜ୍ୟ ସଭା ସଦସ୍ୟ ନାଜିର ଅହମଦ ଲଓ୍ବେଙ୍କୁ ଶୁକ୍ରବାର ଦଳରୁ ବହିଷ୍କାର...

Advertisement
Archives

Model This Week