Posted inରାଜ୍ୟ

ପ୍ରବାସୀଙ୍କୁ ଜୀବିକା ଯୋଗାଇବେ ସରକାର: ୧୭ ହଜାର କୋଟି ବ୍ୟୟ ଅଟକଳ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କୁ ଜୀବିକା ଯୋଗାଇ ଦେବା ଲକ୍ଷ୍ୟରେ ୧୭ ହଜାର କୋଟି ବ୍ୟୟ ଅଟକଳ ରଖାଯାଇଛି। ଜୁନ୍‌ ୨୦୨୦ରୁ ମାର୍ଚ୍ଚ ୨୦୨୧ ମଧ୍ୟରେ ଏହି ଟଙ୍କା ଖର୍ଚ୍ଚ ହେବ। ଗ୍ରାମାଞ୍ଚଳରେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରବାସୀଙ୍କୁ ଜୀବିକା ଯୋଗାଇଦେବାକୁ ଯୋଜନା ହୋଇଛି। ଏନେଇ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: BSKY କାର୍ଡ ଜାଗାରେ ଏଣିକି ଲାଗୁ ହେବ ଏହି ଯୋଜନା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ରାଜ୍ୟ ବଜେଟରେ ବଡ଼ ଘୋଷଣା: ଚାଷୀଙ୍କ ପାଇଁ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।...

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି।...

ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ...

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri