ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌ ସହ ଗ୍ୟାସ ଟ୍ୟାଙ୍କର ଧକ୍କା: ଜଣେ ମୃତ, ୧୦ ଆହତ

ବଇଣ୍ଡା,୧୯।୫(ଡି.ଏନ୍‌.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ହଣ୍ଡପା ଥାନା ଲୁହାମୁଣ୍ଡା ହାଇସ୍କୁଲ ନିକଟରେ ମଙ୍ଗଳବାର ସକାଳେ ପ୍ରବାସୀଙ୍କୁ ନେଇ କୋଲକତା ଯାଉଥିବା ଏକ ବସ୍‌ ସହ ଗ୍ୟାସ ବୋଝେଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଟ୍ୟାଙ୍କର ଚାଳକ ଝାରଖଣ୍ଡ ଅଞ୍ଚଳର ଯୋଗେଶ ଯାଦବଙ୍କ ମୃତ୍ୟୁ ହୋଇଛି। ଏଥିସହ ବସରେ ଥିବା ଚାଳକଙ୍କ ସମେତ ୧୦ ଜଣ ଆହାତ ହୋଇଥିବା ଜଣାପଡ଼ିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ଜଳ ସଙ୍କଟରେ କନ୍ୟାବେଡାବାସୀ: ୨ ବର୍ଷ ହେଲା ପାଣି ଯୋଗାଣ ବନ୍ଦ

ବଅଁରପାଳ, ୧୫।୫ (ଡି.ଏନ୍‌.ଏ.)- ଉତ୍କଟ ପାନୀୟ ଜଳ ସମସ୍ୟାରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର କନ୍ୟାବେଡା ଗ୍ରାମବାସୀ। ଗ୍ରାମରେ ଥିବା ନଳକୂଅ ଲୋକଙ୍କ ଆବଶ୍ୟକତା ମେଣ୍ଟାଇପାରୁ...

ବାରବାଟୀ ଟିକେଟ୍‌କୁ ନେଇ ତନାଘନା

ଅନୁଗୋଳ ଅଫିସ, ୧୪।୬ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର କଟକ ବାରବାଟୀ ଷ୍ଟାଡିୟମରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆୟୋଜିତ ହୋଇଯାଇଥିଲେ ମଧ୍ୟ ଅନୁଗୋଳ...

ଚାନ୍ଦା କରି ରାସ୍ତା ମରାମତି

ବଇଣ୍ଡା,୫।୭(ଡି.ଏନ.ଏ) ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହୁଥିଲା। ଯାତାୟାତରେ ବଡ଼ ସମସ୍ୟା ଭୋଗୁଥିଲେ ଗ୍ରାମବାସୀ। ଏ ନେଇ ବହୁବାର ପ୍ରଶାସନ ନିକଟରେ...

ଫାଇନ୍‌ରେ ନ ଅଟକୁ ଆଇନ

ଅନୁଗୋଳ ଅଫିସ, ୯ା୧୨ – ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଛି ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ହାର। ୨୦୧୯ ବର୍ଷରେ ମୋଟ୍‌ ୧୧,୦୬୪ଟି ଦୁର୍ଘଟଣା...

ପୋଲିସକୁ ଧକ୍କା ମାରି ଛୁ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ସହର ନାରଣସାଗର ନିକଟରେ ଶନିବାର ରାତିରେ ଗଣ୍ଡଗୋଳ ବେଳେ ବାଇକ୍‌ରେ ପାଟ୍ରୋଲିଂ କରୁଥିବା ଜଣେ ପୋଲିସ କର୍ମଚାରୀଙ୍କୁ ଗଣ୍ଡଗୋଳକାରୀ ଯୁବକମାନେ ଧକ୍କାମାରି...

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ...

ମେଢ଼ ଖୋଜୁଛି ମଣ୍ଡପ

ବଅଁରପାଳ,୧୮ା୯(ଡି.ଏନ.ଏ.) ପୂଜା ପାଇଲେ ଦେବଶିଳ୍ପୀ। ରୀନିନୀତି ଅନୁଯାୟୀ କରାଗଲା ଆବାହନ। ହେଲେ ନା’ ଦୂରକୁ ଶୁଭିଲା ପଣ୍ଡିତଙ୍କ ମନ୍ତ୍ରପାଠ ନା’ ଉତ୍ସବମୁଖର ହେଲା ନାଲ୍‌କୋନଗର। ପୂଜା...

ଖାଁ ଖାଁ ଗୋତମରା ଗାଁ

ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି...

Advertisement
Archives

Model This Week