ପ୍ରବାସୀଙ୍କୁ ରଜପାନ

ଖଇରା,୧୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ବିଜେଡିର ସାଧାରଣ ସମ୍ପାଦକ ତଥା ଜୀବନବିନ୍ଦୁ କାର୍ଯ୍ୟକ୍ରମର ସଂଯୋଜକ ପ୍ରହଲ୍ଲାଦ ପତି ମଙ୍ଗଳବାର ନନ୍ଦୁର ସଙ୍ଗରୋଧ କେନ୍ଦ୍ରରେ ଥିବା ୫୦ ପ୍ରବାସୀଙ୍କୁ ସ୍ବତନ୍ତ୍ର ରଜପାନ ଖୁଆଇବା ସହ ଅନ୍ୟାନ୍ୟ ଖାଦ୍ୟପୁଡିଆ ପ୍ରଦାନ କରିଛନ୍ତି ା ଏଥିସହ ପ୍ରବାସୀଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ମନ୍ତ୍ରୀ ଜ୍ୟୋତିପ୍ରକାଶ ସହାୟତାକୁ ସେ ପ୍ରବାସୀଙ୍କ ନିକଟରେ ପହଞ୍ଚାଇଥିଲେ ବୋଲି ପତି କହିଛନ୍ତି ା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଗଣନାଥ ଓଝା, ଗୌତମ ନାୟକ, ବାପି ପରିଡା, ଅନାଦି ଧଡା, ନରେନ୍ଦ୍ର ବରାଳ, ଗଙ୍ଗାଧର ନାୟକ ଓ ଯଦୁନାଥ ଶିଅଳ ପ୍ରମୁଖ ସହାୟତା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘ପୁଷ୍ପା’ ଷ୍ଟାଇଲରେ ଲୋକଙ୍କୁ ସଚେତନ କରୁଛି ବିଏମ୍‌ସି

ଭୁବନେଶ୍ୱର,୭।୨(ବ୍ୟୁରୋ): ଫିଲ୍ମ ‘ପୁଷ୍ପା’ର କ୍ରେଜ୍‌ କମିବାର ନାଁ ନେଉନି। ସବୁଠି ଶୁଣିବାକୁ ମିଳୁଛି ପୁଷ୍ପା ହିରୋ ଅଲ୍ଲୁ ଅର୍ଜୁନଙ୍କ ଡାଏଲଗ। ଏପରି ସ୍ଥିତିରେ ‘ପୁଷ୍ପା’କୁ ନେଇ...

କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍‌

କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି।...

ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ,...

୧୩ ଜିଲାବାସୀଙ୍କୁ ମାଲକାନଗିରି ମନା

କୋରୁକୋଣ୍ଡା, ୧୧।୭(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏ ନେଇ ସବୁ ଜିଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ...

ମହିଳା ଭୋଟରଙ୍କ ମନ ଜିଣିବାକୁ ଉଦ୍ୟମ

ଖଇରା, ୧୫ା୨ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୪ନଂ. ଖଇରା ଜୋନରେ ବିଜେଡି ଟିକେଟରେ ପ୍ରତିଦ୍ବନ୍ଦ୍ୱିତା କରୁଥିବା ଜିଲା ପରିଷଦ ପ୍ରାର୍ଥିନୀ ରଶ୍ମିତା...

ଛତ୍ରପୁର ଆରଟିଓ ଅଫିସରେ ତରିକା ବଦଳାଇଲେ ଦଲାଲ: ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଛତ୍ରପୁର,୧୫ା୧୨(ଡି.ଏନ.ଏ)-ଗାଡି ରେଜିଷ୍ଟ୍ରେଶନଠାରୁ ଆରମ୍ଭ କରି ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ୍‌, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଧିକୁ ଆଉ...

ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ବାତ୍ୟା ଓଡ଼ିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସାବଧାନ ହେବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର...

Advertisement
Archives

Model This Week