ପ୍ରବାସୀ ଓଡ଼ିଆଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ପୋଲିସ

ଭଦ୍ରକ ଅଫିସ,୧୭ା୫: ମହାମାରୀ କରୋନା ଯୋଗୁ ବିପଦରେ ପଡ଼ିଛି ଜୀବନ ଜୀବିକା। ଡହଡହ ଖରାରେ ରାଜରାସ୍ତାରେ ଶହ ଶହ କିଲୋମିଟର ପାଦରେ ଚାଲିଚାଲି ଘରମୁହାଁ ହୋଇଛନ୍ତି ପ୍ରବାସୀ। ଏଭଳି ସ୍ଥିତିରେ କେହି ଯେମିତି ଭୋକିଲା ନ ରହିବେ ସେନେଇ ବେଶ୍‌ ଯତ୍ନବାନ ହୋଇଛି ଭଦ୍ରକ ପୋଲିସ। ଜିଲା ଆରକ୍ଷୀ ଅଧୀକ୍ଷକ ରାଜେଶ ପଣ୍ଡିତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚରମ୍ପା ଧାମରା ବ୍ରିଜ୍‌ ତଳେ ପୋଲିସ ପକ୍ଷରୁ ପ୍ରବାସୀଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ପ୍ରବାସୀମାନଙ୍କୁ ଏଠାରେ ଖାଦ୍ୟ ଯୋଗାଇବା ସହ ଗାଡ଼ିର ମଧ୍ୟ ବ୍ୟବସ୍ଥା କରୁଛି ପୋଲିସ। ଜିଲା ପୋଲିସର ଏତାଦୃଶ କାର୍ଯ୍ୟକୁ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କ ପାଇଁ ନୀତି ନିର୍ଦ୍ଧାରଣ ନିର୍ଦ୍ଦେଶ

କଟକ ଅଫିସ,୨୬ା୬: ଦୀର୍ଘ ୩୦ ବର୍ଷରୁ ଅଧିକ ଦିନ ଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କୁ ଜମିର ମାଲିକାନା ପ୍ରଦାନ ପ୍ରସଙ୍ଗରେ ନୀତି ନିର୍ଦ୍ଧାରଣ...

ଗୋଦାମରେ ସେକ୍ସ ର଼୍ୟାକେଟ୍:‌ ୨ ଦେହଜୀବୀ ଉଦ୍ଧାର, ୫ ଗ୍ରାହକ ଗିରଫ

ଗଞ୍ଜାମ,୧ା୮(ଡି.ଏନ୍‌.ଏ.)- ରମ୍ଭା ପୋଲିସ ଶୁକ୍ରବାର ବିଳମ୍ବିତ ରାତ୍ରରେ ପାଟ୍ରୋଲିଂ କରୁଥିବାବେଳେ ଜହାମି ନିକଟ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଗୋଦାମରେ ଚଢାଉ କରିଥିଲା। ସେଠାରୁ...

ଓଳଗ ପଞ୍ଚାୟତ ଶଟ୍‌ଡାଉନ୍‌

ଆରଡ଼ି,୨୦ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନସୂୟା ସେଠୀ ୫ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏହି ଶଟ୍‌ଡାଉନ୍‌...

ଚିକିଛା ଅଭାବୁ ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ବୁଲୁ: ମାଏକିନାର ଉପରେ ୫ ପରାନୀର ବୋଝ୍‌

ଗଣ୍ଡତୁରୁମ, ୮ା୧(ଡି.ଏନ୍‌.ଏ.)-ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଭାଙ୍ଗକୁଦ ଗଁାର ବୁଲୁ ହଂସ(୪୩)। ସେ ଆଏଜ୍‌କେ ୨ ବଛର ହେଲା ରୋଗ୍‌ ବେମାରୀରେ ଶଢ଼ୁଛନ୍‌।...

ବଳାତ୍କାର ଜେଲ ଗଲେ ଛାତ୍ର ନେତା

ବିଞ୍ଝାରପୁର,୧୬ା୧୦(ଡି.ଏନ.ଏ)- ବିଞ୍ଝାରପୁର ଥାନା ନରୁଆ ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବିଞ୍ଝାରପୁର ପୋଲିସ ଅଭିଯୁକ୍ତ ଛାତ୍ର ନେତା ଜିତେନ୍ଦ୍ର...

୭ କ୍ରଶର ଉପରେ ଚଢ଼ାଉ

ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ପ୍ରଶାସନ ପକ୍ଷରୁ ଶୁକ୍ରବାର ମିତ୍ରପୁର ଅଞ୍ଚଳରେ ଥିବା ୭ଟି ପଥର କ୍ରଶର ଉପରେ ଚଢ଼ାଉ କରାଯାଇଛି। ନୀଳଗିରି ଉପ-ଜିଲାପାଳ ହରିଶ୍‌...

ରାସ୍ତାକଡ଼ରେ ବିକୁଥିଲେ କେନ୍ଦୁ: ମାଡ଼ିଗଲା ଟ୍ରକ୍‌,୨ ମୃତ; ୪ ଆହତ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ନିପୋ ଗ୍ରାମ ନିକଟସ୍ଥ କାଞ୍ଜିପାଣି ଘାଟି ଏନ୍‌ଏଚ୍‌ ୪୯ରେ ସଡ଼କ ଦୁର୍ଘଟଣାରେ ଜଣେ କେନ୍ଦୁ ବିକାଳିଙ୍କ ସମେତ...

ସହର ଅଭିମୁଖେ ଗୋଠଖଣ୍ଡିଆ ହାତୀ

ଜଳେଶ୍ୱର,୧୦।୭(ଡି.ଏନ.ଏ.): ୩ଦିନ ଧରି ଏକ ଗୋଠଖଣ୍ଡିଆ ହାତୀ ରାଇବଣିଆର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷତି ଘଟାଇ ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସୁବର୍ଣ୍ଣରେଖା ନଦୀ ପାରି ହୋଇ...

Advertisement
Archives

Model This Week