ପ୍ରବାସୀ ଓଡ଼ିଆଙ୍କୁ ସରକାର ଫେରାଇ ଆଣନ୍ତୁ

ନୂଆପଡା ଅଫିସ,୧୯ା୫-ଲକ୍‌ଡାଉନ୍‌ ଯୋଗୁ ଦେଶର ବିଭିନ୍ନ ପ୍ରାନ୍ତରେ ପ୍ରବାସୀ ଓଡିଆମାନେ ଫସି ରହିଛନ୍ତି। ସେମାନେ ଭୋକ ଓପାସର ସହ ଅସୁବିଧାରେ ରହିଛନ୍ତି। ଏଣୁ ସେମାନଙ୍କୁ ତୁରନ୍ତ ରାଜ୍ୟକୁ ଫେରାଇ ଆଣିବାରେ ସରକାର ପଦକ୍ଷେପ ନିଅନ୍ତୁ। ମଙ୍ଗଳବାର କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ଏବଂ ଜଲା ସଭାପତି ସୁବ୍ରତ କୁମାର ଠାକୁରଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଜିଲାପାଳ ମଧୁସ୍ମିତା ସାହୁଙ୍କୁ ଭେଟି ଏହି ଅନୁରୋଧ କରିଛନ୍ତି। ବର୍ତ୍ତମାନର ପରିସ୍ଥିତିରେ କରୋନା ଲଢେଇକୁ କିପରି ମୁକାବିଲା କରାଯାଇପାରିବ ସେ ଉପରେ ଜିଲାପାଳଙ୍କ ସହ ଆଲୋଚନା କରି ଦାବିପତ୍ର ପ୍ରଦାନ କରିଛନ୍ତି। ତେବେ ଏହା ଉପରେ ପଦକ୍ଷେପ ନେବେ ବୋଲି ଜିଲାପାଳ ସାହୁ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରସନ୍ନ କୁମାର ପାଢୀ, ସୁଶାନ୍ତ କୁମାର ପତି, ହୋମସିଂ ମାଝୀ, ମନିଜର ଆର୍ଯ୍ୟ, ତୁଲସ ପଟେଲ, ଗୋଲଡି ଅଗ୍ରୱାଲ, ମୂରଲୀଧର ସୁନା, ଚତୁର୍ଭୁଜ ଶର୍ମା, ଅଭିନନ୍ଦନ ପଣ୍ଡା, ମୁନ୍ନା ମହାପାତ୍ର, ମୁଳଚାନ୍ଦ ସୁନାନୀ, ବ୍ରଜସୁନ୍ଦର ନାଏକ ପ୍ରମୁଖ ଜିଲାପାଳଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା: ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୧।୮: ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ...

ମଣ୍ଡିରୁ ଉଠିପାରୁନି ଧାନ

ନୂଆପଡ଼ା ଅଫିସ,୨୨୫-କରୋନା କଟକଣା ସମୟରେ ଚାଷୀଙ୍କଠାରୁ ଠିକ୍‌ ସମୟରେ ଧାନ ସଂଗ୍ରହ କରିବା ଓ ତାଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରିବାକୁ ସରକାର ଗୁରୁତ୍ୱାରୋପ...

ନୂଆଁ-ପୁରଣା ଚେହେରା ମଧ୍ୟରେ ଲଢେଇ

ନୂଆପଡ଼ା ଅଫିସ,୬।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତେ ସରଗରମ ହେବାରେ ଲାଗିଛି ା ନୂଆପଡା ଜିଲାରେ ୧୪ଟି ଜିଲା...

ଜନଧନ ଟଙ୍କା ପାଇଁ ଖଟିଆରେ ଟଣା ହେଲେ ଶତାୟୁ ମହିଳା

ନୂଆପଡ଼ା ଅଫିସ,୧୩ା୬-ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ ସମ୍ମୁଖକୁ ଅଣାଯିବା ଘଟଣା ଏଠାରେ ତୀବ୍ର ପ୍ରତିକ୍ରିୟା...

୨ ଦିନ ପରେ ମିଳିଲା ଅପହୃତା ବର, ମିଳୁନି କନ୍ୟାଙ୍କ ପତ୍ତା

ତରବୋଡ଼/ନୂଆପଡ଼ା ଅଫିସ, ୨୫।୨: ନବବିବାହିତ ସ୍ବାମୀ ସ୍ତ୍ରୀଙ୍କୁ ଅପହରଣର ୨ ଦିନ ପରେ ଗରୁତର ଅବସ୍ଥାରେ ସ୍ବାମୀଙ୍କୁ ଉଦ୍ଧାର କରାଯାଇଛି। ହେଲେ କନ୍ୟାଙ୍କ ପତ୍ତା ମିଳିପାରୁ...

ଗ୍ରୀନ୍‌ ଜୋନ୍‌ରେ ନୂଆପଡ଼ା, ତଥାପି ଛାଡ଼ୁନି ଭୟ

ନୂଆପଡ଼ା ଅଫିସ,୨୨ା୫-ମହାମାରୀ କରୋନା ସମଗ୍ର ବିଶ୍ୱକୁ ଗ୍ରାସିଛି। ଭାରତରେ ଏହାର ମୁକାବିଲା ଲାଗି କେତେକ କଟକଣା ଜାରି କରାଯାଇଛି। ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଲକ୍‌ଡାଉନ୍‌...

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କୁ ଭେଟିଲେ ଜିଲାପାଳ

ନୂଆପଡା ଅଫିସ,୧୯ା୫-ନୂଆପଡ଼ା ଜିଲାକୁ ପ୍ରବାସୀ ଓଡ଼ିଆଙ୍କ ଆଗମନର ଲମ୍ବା ଧାଡି ଲାଗିଛି। ପ୍ରତିଦିନ ଯିଏ ଯାହା ଉଦ୍ୟମରେଏଠାକୁ ହଜାର ହଜାର ସଂଖ୍ୟାରେ ଆସି ପହଞ୍ଚୁଛନ୍ତି। ଏମାନଙ୍କ...

ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ନୂଆପଡା ଅଫିସ,୨୮ା୯ ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ...

Advertisement
Archives

Model This Week