ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର

ବସ୍ତା,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍‌କୁ ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି। ଫଳରେ ୭ଜଣ ଗୁରୁତର ହୋଇ ବସ୍ତା ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବସ୍‌ଟି କେରଳରୁ ୩୦ଜଣ ପ୍ରବାସୀ ଶ୍ରମିକମାନଙ୍କୁ ନେଇ ମୁର୍ଶିଦାବାଦ ଅଭିମୁଖେ ଯାଉଥିଲା। ଖବରପାଇ ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାର ଏକମାତ୍ର ରକ୍ତଭଣ୍ଡାର ହୀନିମାନରେ ଚାଲିଛି

କେନ୍ଦ୍ରାପଡ଼ା ଅଫିସ, ୨୨ା୫: କେନ୍ଦ୍ରାପଡ଼ା ଜିଲାର ଏକମାତ୍ର ବ୍ଲଡ୍‌ ବ୍ୟାଙ୍କରେ ଘୋର ରକ୍ତସଙ୍କଟ ଦେଖାଦେଇଛି। ମାସକୁ ଅନୂ୍ୟନ ୬୦୦ରୁ ୭୦୦ ୟୁନିଟ ରକ୍ତ ଆବଶ୍ୟ୍ୟକ ଥିବାବେଳେ...

ସପ୍ତମ ଟାର୍ଗେଟ୍‌ ସମୁଦ୍ରକୁ ଶଙ୍ଖେ

ଅନୁଗୋଳ ଅଫିସ, ୭।୩: ଅନୁଗୋଳ ଜିଲାର ୯୪ ମଣ୍ଡିରେ ଧାନ ବିକ୍ରି କରିବାକୁ ମୋଟ ୩୪ ହଜାର ୯୨୬ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ...

‘ତାରା’ ଯୋଜନା ଶୁଭାରମ୍ଭ କଲେ ମନ୍ତ୍ରୀ: ୩ ବର୍ଷରେ ଚାଷୀଙ୍କ ଆୟ ଦୁଇ ଗୁଣ କରିବା ଲକ୍ଷ୍ୟ

ଛତ୍ରପୁର,୫ା୧୨(ଡି.ଏନ.ଏ)-ଗ୍ରାମାଞ୍ଚଳରେ କୃଷିର ବିକାଶ ସହ କୃଷି ଉଦ୍ୟୋଗୀ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ‘ତାରା’ ଯୋଜନା ଶୁଭାରମ୍ଭ ହୋଇଛି...

ନବୀନାବାଗ ୭୨ଘଣ୍ଟା ଲାଗି ନିଷିଦ୍ଧାଞ୍ଚଳ

ଖୋର୍ଦ୍ଧା ଅଫିସ,୧୦ା୭: ଖୋର୍ଦ୍ଧା ଉପଖଣ୍ଡରେ ବୁଧବାର ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି ଓ ବାଲିପାଟଣାରୁ ଜଣେ ଲେଖାଏଁ ଚିହ୍ନଟ...

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ...

ଷ୍ଟ୍ରବେରି ଚାଷ ବୁଲି ଦେଖିଲେ ପଞ୍ଚାୟତ ପ୍ରତିନିଧି

ରାଇକିଆ,୧୬।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତର ଲୋକପ୍ରତିନିଧି ରବିବାର ମାଣିକେଶ୍ୱର ପଞ୍ଚାୟତ ପରିଦର୍ଶନରେ ଆସି ବରେପଙ୍ଗାରେ ହୋଇଥିବା ଷ୍ଟ୍ରବେରି ଚାଷ ବୁଲି ଦେଖିଛନ୍ତି।...

ଜୀବିକା ପାଇଁ ଜୀବନ ବିପଦ

ମହାକାଳପଡ଼ା,୨୩।୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀ, ଲୁଣା, ପାଇକା, ଗୋବରୀ ଆଦି ନଦୀ ରହିଛି। ଗଭୀର ନଦୀରେ ବୁଡି ଶ୍ରମିକମାନେ ପେଟ ପାଟଣା...

ପ୍ରକଳ୍ପ ସପକ୍ଷବାଦୀ-ବିରୋଧୀ ମୁହାଁମୁହିଁ

ପାରାଦୀପ,୧ା୧୦(ସ୍ବ.ପ୍ର.): ପାରାଦୀପର ମୂଷାଡିହାଠାରେ ଏଏମ୍‌ଏନ୍‌ଏସ୍‌ (ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ)ଇଣ୍ଡିଆ କମ୍ପାନୀ ପକ୍ଷରୁ ମହାନଦୀ ତଟରେ ଏକ ନଦୀ ଭିତ୍ତିକ ବନ୍ଦର କରାଯିବ। ଏନେଇ ପରିବେଶୀୟ...

Advertisement
Archives

Model This Week