ପ୍ରବାସୀ ଶ୍ରମିକଙ୍କ ଅବସ୍ଥା ଦେଖି ଇମୋଶନାଲ ହେଲେ ତାପସୀ

ମୁମ୍ବାଇ: କରୋନା ମହାମାରୀ ସହ ଏବେ ସାରା ବିଶ୍ୱ ଲଢେଇ କରୁଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡି ନାହିଁ। ଏହି ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିଲେ ମଧ୍ୟ ଏବେ କରୋନା ସଂକ୍ରମଣ ଧୀରେ ଧୀରେ ଚିନ୍ତାର କାରଣ ପାଲଟି ଗଲାଣି। ଏହି ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଯେଉଁଭଳି ଭାବେ ଶହ ଶହ କିଲୋମିଟର ପାଦରେ ଚାଲି ଚାଲି ଘରମୁହାଁ ହୋଇଥିଲେ ତାହା ସମସ୍ତଙ୍କ ହୃଦୟରେ ଗଭିରଭାବେ ରେଖାପାତ କରିଥିଲା। ନିକଟରେ ଏହି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଦେଖି ବଲିଉଡ୍‌ ନାୟିକା ତାପସୀ ପନ୍ନୁ ସୋସିଆଲ ମିଡିଆରେ ଏକ ଇମୋଶନାଲ କବିତା ଶେୟାର କରିଛନ୍ତି। ଅସଲ କଥା ହେଲା ନିକଟରେ ତାପସୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଉକ୍ତ ଭିଡିଓ ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ବଖାଣୁଥିବା ଏକ କବିତା। ଏହି କବିତାରେ କେତୋଟି ଧାଡି ଶ୍ରୋତାଙ୍କ ହୃଦୟକୁ ଛୁଇଁଗଲା ପରି। ତେବେ କରୋନା ମହାମାରୀ ଯୋଗୁ ସବୁ ସେଲିବ୍ରିଟିଙ୍କ ପରି ତାପସୀ ମଧ୍ୟ ନିଜ ପରିବାର ସହ ସମୟ କାଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri