Posted inଜାତୀୟ

ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୨।୫: ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ କର୍ନାଟକ ସରକାର ବହନ କରିବେ ବୋଲି ଶୁକ୍ରବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘୋଷଣା କରିଛନ୍ତି। ମେ ୩୧ ପର୍ଯ୍ୟନ୍ତ ଯେଉଁ ଶ୍ରମିକମାନେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ କର୍ନାଟକ ଗସ୍ତ କରିଛନ୍ତି ସେମାନଙ୍କ ଗସ୍ତ ଖର୍ଚ୍ଚ ସରକାର ବହନ କରିବେ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି ଯେ ଯେଉଁ ପ୍ରବାସୀ ଶ୍ରମିକମାନେ ଗସ୍ତ ଖର୍ଚ୍ଚ ଦେବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ଗସ୍ତ ଖର୍ଚ୍ଚ ସରକାର ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରୋ ବୈଜ୍ଞାନିକଙ୍କ ସନ୍ଦେହ ଜନକ ମୃତ୍ୟୁ: ତଦନ୍ତ ଜାରି

ହାଇଦ୍ରାବାଦ୍‌,୨।୧୦: ଇସ୍ରୋ ବୈଜ୍ଞାନିକ ଏସ୍‌.ଆର୍‌. ସୁରେଶ କୁମାରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଆମେରପେଟ୍‌ ସ୍ଥିତ ନିଜ ବାସ ଭବନରୁ ସୁରେଶଙ୍କ ମୃତ୍ୟୁ ଦେହକୁ ଉଦ୍ଧାର...

ଶେଷ ହେଲା ଶ୍ରୀ କାଶୀ ବିଶ୍ୱନାଥ ଧାମର କାମ: ଲୋକାର୍ପଣ କରିବେ ମୋଦି

ବାରାଣସୀ,୧୧ ।୧୨: ଶ୍ରୀ କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ମନ୍ଦିରର ପ୍ରଥମ ପର୍ଯ୍ୟାୟ କାମ ଶେଷ...

ପାକିସ୍ତାନ ବିଛାଇଛି କୁହୁକ ଜାଲ

ନୂଆଦିଲ୍ଲୀ,୨୦-୯(ଆଇଏଏନ୍‌ଏସ୍‌):ପାକିସ୍ତାନର ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ପକ୍ଷରୁ ଚାଲିଥିବା ଏକ ‘କଲ୍‌ ସେଣ୍ଟର’ର ପର୍ଦ୍ଦାଫାଶ କରିବାରେ ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକୁ ବଡ଼ ସଫଳତା ମିଳିଛି। ଏହି କଲ୍‌...

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ …

ନୂଆଦିଲ୍ଲୀ, ୧୩।୩ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ପାଳିରେ ସାଧାରଣ ବଜେଟ ଏବଂ ଫାଇନାନ୍ସ...

ଜେଲ୍‌ ଭିତରେ କେକ୍‌ କାଟି ଜନ୍ମଦିନ ପାଳିଲେ ଅପରାଧୀ: ଭିଡିଓ ଭାଇରାଲ

ପାଟନା,୧।୯: ବିହାର ଆଇନ ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନ ଉଠିଛି। କାରଣ ଏଠାରେ ଥିବା ସୀତାମରହି ଜେଲ୍‌ରେ ଜଣେ ଅପରାଧୀ ଜେଲ୍‌ ଭିତରେ କେକ୍‌ କାଟି...

ଭାରତକୁ ଓଆଇସିର ପରାମର୍ଶ:୩୭୦ ଉଚ୍ଛେଦ ନିଷ୍ପତ୍ତି ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୭।୯:ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଶେଷରେ ଇସ୍‌ଲାମିକ୍‌ ସହଯୋଗ ସଂଗଠନ (ଓଆଇସି)ର ସମର୍ଥନ ହାସଲ କରିବାରେ ସଫଳ ହୋଇଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦...

ବୈବାହିକ ବଳାତ୍କାର ମାମଲାର ଶୁଣାଣି ନୂଆବର୍ଷରେ…

ନୂଆଦିଲ୍ଲୀ,୧୪।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ବୈବାହିକ ବଳାତ୍କାରକୁ ଆଇନଗତ କରୁଥିବା ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୭୫ ଅନୁଯାୟୀ ପ୍ରଦାନ କରାଯାଇଥିବା ବ୍ୟତିକ୍ରମର ସାମ୍ବିଧାନିକ ବୈଧତାକୁ...

ଜାତୀୟ ରାଜନୀତିରେ ଦିଦିଙ୍କ ଏଣ୍ଟ୍ରି ଲାଗି ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ …

କୋଲକାତା,୧୦।୭: ବିଧାନସଭା ନିର୍ବାଚନରେ ପଶ୍ଚିମବଙ୍ଗରେ ସ୍ଥିତି ସୁଦୃଢ଼ କରିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ ଏବେ ଜାତୀୟ ରାଜନୀତିରେ ଏଣ୍ଟ୍ରି କରିବାକୁ...

Advertisement
Archives

Model This Week