Posted inଫୁରସତ

ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ପ୍ୟାକେଟ୍‌ ପ୍ରସ୍ତୁତ କରୁଛନ୍ତି ୯୯ ବର୍ଷୀୟା ବୃଦ୍ଧା

ପୁନେ,୩୧।୫: ଦେଶରେ ଲକ୍‌ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକମାନଙ୍କୁ ନାନା ଅସୁବିଧାର ସାମ୍ନା କରିବାକୁ ପଡୁଛି। ସେମାନଙ୍କୁ ଖାଦ୍ୟ ଯୋଗାଇ ଦେବା ପାଇଁ ବହୁ ଲୋକ ଆଗେଇ ଆସୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ମହାରାଷ୍ଟ୍ରର ଜଣେ ୯୯ ବର୍ଷୀୟା ବୃଦ୍ଧା। ସେ ଶ୍ରମିକଙ୍କ ପାଇଁ ଖାଦ୍ୟ ପ୍ୟାକେଟ୍‌ ପ୍ରସ୍ତୁତ କରୁଛନ୍ତି। ନିଜ ହାତରେ ରୁଟି ପ୍ୟାକେଟ ଭିତରେ ପୂରାଇ ଶ୍ରମିକଙ୍କୁ ବାଣ୍ଟୁଛନ୍ତି। ଏଭଳି ମହତ କାର୍ଯ୍ୟ କରି ସେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ବୃଦ୍ଧା ପ୍ୟାକେଟ୍‌ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଭିଡିଓକୁ ଦେଢ ଲକ୍ଷରୁ ଅଧିକ ଲୋକ ଦେଖିସାରିଥିବାବେଳେ ୧୦ ହଜାରରୁ ଅଧିକ ଲାଇକ୍‌ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲିରେ ପରିବେଶ ସୁରକ୍ଷା ବାର୍ତ୍ତା

ରଙ୍ଗର ପର୍ବ ହୋଲିକୁ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ତେବେ ହୋଲିକୁ ବିଶେଷ ଭାବରେ ପାଳନ କରି ପରିବେଶ ସୁରକ୍ଷାର ବାର୍ତ୍ତା...

ଭାରତର ଏହି ଶତ୍ରୁ ଦେଶରେ ରହିଛି ଦେବୀ ଶକ୍ତିପୀଠ, ହିନ୍ଦୁ ସହିତ ମୁସ୍‌ଲିମ ବି କରନ୍ତି ପୂଜା

ଇସ୍‌ଲାମାବାଦ,୨୪ା୧୦: ଚଳିତବର୍ଷ କରୋନା ମହାମାରୀ ପୂଜାପାର୍ବଣ ଉପରେ ପ୍ରଭାବ ପକାଇଛି। ତେଣୁ ପାର୍ବଣ ଫିକା ପଡ଼ିଛି। ମାତ୍ର ଲୋକଙ୍କ ମନରୁ ଭକ୍ତିଭାବ ଦୂରେଇ ନାହିଁ। ଲୋକେ...

୧୪୬ ବର୍ଷ ପୂର୍ବେ ବିବାହ କରିଥିଲେ ଦମ୍ପତି: ମ୍ୟୁଜିୟମରେ ଅଣନାତୁଣୀଙ୍କୁ ମିଳିଲା ପ୍ରମାଣ

ଏକ ଦମ୍ପତି ୧୪୬ ବର୍ଷ ପୂର୍ବେ ବିବାହ କରିଥିଲେ। ଦେଢ଼ ଶତାବ୍ଦୀ ପରେ ଏବେ ତାଙ୍କ ଅଣନାତୁଣୀଙ୍କୁ ମିଳିଛି ବିବାହ ପ୍ରମାଣପତ୍ର। ଆମେରିକାର ନର୍ଥ କ୍ୟାରୋଲିନା...

ପିପିଇ କିଟ୍‌ ତଳେ ପୋଷାକ ନ ପିନ୍ଧିବା ଯୋଗୁ ଏହି ନର୍ସଙ୍କୁ ନେଇ ହୋଇଥିଲା ହଙ୍ଗାମା: ଏବେ ହେଲେ ନ୍ୟୁଜ ଆଙ୍କର

ରୁଷର ଏକ ଡାକ୍ତରଖାନାରେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ନର୍ସ ନାଦିଆ ଜୁକୋଭା ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ତେବେ ଏଥର ନାଦିଆଙ୍କୁ ଏକ ଚ୍ୟାନେଲରେ...

ମେରିଗୋଲ୍ଡ ଡାଇମଣ୍ଡ ରିଙ୍ଗ

ହାତରେ ବଡ଼ ବଡ଼ ରିଙ୍ଗ ବା ମୁଦି ପିନ୍ଧିବା ଆଜିକାଲି ଫ୍ୟାଶନ୍‌ ପାଲଟିଗଲାଣି। ଉତ୍ତରପ୍ରଦେଶ, ମିରଟ୍‌ର ଜଣେ ଗହଣା ନିର୍ମାତା ତିଆରି କରିଛନ୍ତି ସେମିତି ଏକ...

ମିନି ରୋବଟ

ରୋବଟ୍‌ର ଚାହିଦା ଦିନକୁ ଦିନ ବଢ଼ି ଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିବାର ନଜୀର ମଧ୍ୟ ରହିଛି। ନିକଟରେ ଇଂଲଣ୍ଡର...

ବିଲେଇଙ୍କ ପାଇଁ ବିଳାସପୂର୍ଣ୍ଣ ହୋଟେଲ

ସାଧାରଣତଃ ମଣିଷମାନଙ୍କ ପାଇଁ ବିଳାସପୂର୍ଣ୍ଣ ହୋଟେଲର ବ୍ୟବସ୍ଥା କରାଯାଇଥାଏ। ହେଲେ ଇରାକର ଜଣେ ଭେଟନାରୀ ମେଡିସିନର ଛାତ୍ର ଅହମ୍ମଦ ତାହେର ମକ୍କି ବିଲେଇଙ୍କ ପାଇଁ ତିଆରି...

ଜନ୍ମ ତାରିଖରୁ ଜାଣନ୍ତୁ ପ୍ରେମ ବିବାହ କରିବେ କି ନା

କୁହାଯାଏ, ବିବାହ ଉପରବାଲା ସ୍ଥିର କରିଥାନ୍ତି। ବିବାହ ହେଉଛି ଜୀବନର ଏକ ବଡ଼ ନିଷ୍ପତ୍ତି। ତେବେ ଏହା କେତେ ସଫଳ ଆଉ ବିଫଳ ହେବ ତାହା...

Advertisement


Archives

Model This Week