ପ୍ରବାସୀ ସୁରଟ ଫେରନ୍ତାଙ୍କ ପାଇଁ ପ୍ରସ୍ତୁତି, ସମୀକ୍ଷା କଲେ ଜିଲାପାଳ

ଧରାକୋଟ,୨୯ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମଧ୍ୟରୁ ୨ଟି ଧରାକୋଟରେ ରହିବ। ଏନେଇ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। କୁଡ଼ାଗୁମା ଆଦର୍ଶ ବିଦ୍ୟାଳୟରରେ ୧୦୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ ସେଣ୍ଟର ହୋଇଛି। ବୁଧବାର ସକାଳେ ଜିଲାପାଳ କୁଲାଙ୍ଗେ ଉକ୍ତ ସ୍ଥାନ ପରିଦର୍ଶନ ସହ ବ୍ଲକରେ ସମୀକ୍ଷା କରି ଫେରିଛନ୍ତି। ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ମଧ୍ୟ ପରେ ଏନେଇ ତଦାରଖ କରିଛନ୍ତି। ସେଠାରେ ଗୋଟିଏ ଆଇସୋଲେସନ ରୁମ ମଧ୍ୟ ପ୍ରସ୍ତୁତ କରାଯାଇଛି। ରେପିଡ ରେସପନ୍ସ ଟିମର ମୁଖ୍ୟ ଡ଼. ଏମଭିକେ ଅଶୋକଙ୍କ ନେତୃତ୍ୱରେ ଏକ ୪ ଜଣିଆ ଟିମ୍‌ ଗୃହଗୁଡ଼ିକୁ ବିଶୋଧନ କରିଛନ୍ତି। ସମସ୍ତ ଯାତ୍ରୀ ପହଞ୍ଚତ୍ବାପରେ ସ୍କ୍ରିନିଂ କରାଯିବ। ରୋଗ ଲକ୍ଷଣ ଥିବା ସନ୍ଦିଗ୍ଧଙ୍କୁ ଆଇସୋଲେସନ ରୁମରେ ରଖାଯିବ। ପରେ ସ୍ବାବ ଟେଷ୍ଟ ପାଇଁ ଏମ୍‌କେସିଜି ପଠାଯିବ। କରୋନା ଲକ୍ଷଣ ପାଇଲେ ତୁରନ୍ତ ରୋଗୀଙ୍କୁ କୋଭିଡ-୧୯ ହସ୍ପିଟାଲକୁ ପଠାଯିବ ବୋଲି ମୁଖ୍ୟ ଚିକିତ୍ସକ ଡ଼. ବ୍ରଜରାଜ କର କହିଛନ୍ତି। ଏଥିପାଇଁ ଧରାକୋଟ ବିଡିଓ ବିଭୂତି ଗଡ଼ନାୟକ, ତହସିଲଦାର କବିରାଜ ପ୍ରଧାନ, ଥାନାଧିକାରୀ ସହଦେବ ମହାପାତ୍ର, ବିଇଓ ରବିନ୍ଦ୍ର କୁମାର ପଣ୍ଡା, ଏବିଡିଓ ସୁଶୀଲ କୁମାର ପଟ୍ଟନାୟକଙ୍କ ସମେତ ପ୍ରଶାସନର ସମସ୍ତ କର୍ମଚାରୀ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକା ସଂସ୍ଥାର ମନମୁଖୀ କାମରେ ଲୋକେ ଅତିଷ୍ଠ

ସୁନାବେଡ଼ା/ସେମିଳିଗୁଡ଼ା, ୨୪।୩ (ସ୍ବ.ପ୍ର.): ସୁନାବେଡ଼ା ପୌର ପରିଷଦ ଅଧୀନରେ ଥିବା ଜନସ୍ବାସ୍ଥ୍ୟ ବିଭାଗ ତଥା ପୌର ପ୍ରଶାସନର ଅବହେଳା ଯୋଗୁ ହଇରାଣ ହେଉଛନ୍ତି ସାଧାରଣ ଜନତା।...

ଲୁଟେରା ଗ୍ୟାଙ୍ଗ ଠାବ: ୪ ଗିରଫ

ଭଦ୍ରକ ଅଫିସ, ୨୪।୪: ଭଦ୍ରକ ଆରଡ଼ି ଛକରେ ଘର ଭଡ଼ା ନେଇ ରହୁଥିବା ଏକ ଲୁଟେରା ଗ୍ୟାଙ୍ଗକୁ ଶନିବାର ଗ୍ରାମାଞ୍ଚଳ ପୋଲିସ ଠାବ କରିଛି। ଗ୍ୟାଙ୍ଗର ୩...

ମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ: ଉଦ୍‌ଘାଟନ କଲେ ବିଭିନ୍ନ ପ୍ରକଳ୍ପ

ଦାରିଙ୍ଗବାଡ଼ି,୧୧।୧୨(ଡି.ଏନ୍‌.ଏ.):କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବୁଧବାର ପୂର୍ତ୍ତ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ ଗସ୍ତକରି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ସେ ପୂର୍ବାହ୍ନରେ...

ଏକ ଟଙ୍କାରେ ମିଳିବ ଗୋଟିଏ ଚାରା

ବ୍ରହ୍ମପୁର ଅଫିସ୍‌,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା...

ତାରା ସାଜିବେ ନୟନ ତାରା

ବଡ଼ସାହି,୨୮ା୨(ସ୍ବ.ପ୍ର)-ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କ ଦୁଇ ଆଖିକୁ ତାଙ୍କ ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଡ଼ସାହି...

ବହୁ ପଦବୀ ଆଶାୟୀ ନିରାଶ

ଢେଙ୍କାନାଳ ଅଫିସ,୧୪ା୩: ଢେଙ୍କାନାଳ ଜିଲା ପରିଷଦ ସଭାପତି ଦୌଡ଼ରେ ଥିଲେ ରାଜନୀତିରେ ଅଭିଜ୍ଞ ଏକାଧିକ ନେତ୍ରୀ। ଏହି ପଦବୀରେ ବସାଇବାକୁ ସେମାନଙ୍କ ଲାଗି ଜୋର୍‌ଦାର ଲବି କରିଥିଲେ...

ଫାଇନାନ୍ସ ଏଜେଣ୍ଟଙ୍କୁ ମାରଣାସ୍ତ୍ର ଦେଖାଇ ୧.୩୮ଲକ୍ଷ ଲୁଟ୍‌

ସୋରଡା,୧୨ା୨(ଡି.ଏନ୍‌.ଏ.)- ସୋରଡା-ଶିଙ୍ଗିପୁର ରାସ୍ତାା କେଶରା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଏକ ଅର୍ଥଲଗାଣକାରୀ ସଂସ୍ଥାର ୨ କ୍ଷେତ୍ର କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ...

ମାଟିରେ ମିଶିଲା ଲଙ୍ଗୁଳି ମଠ

ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍‌ କରିଦେଇଛି...

Advertisement
Archives

Model This Week