ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ରକ୍ତଦାନ ଶିବିର: ଉଦ୍‌ଘାଟନ କଲେ ଜିଲାପାଳ

ଛତ୍ରପୁର,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସ୍ମୃତି କମିଟି ପକ୍ଷରୁ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ହକି ଦଳର ମ୍ୟାନେଜର ତଥା ସମାଜସେବୀ ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ଆଯୋଜିତ ଏହି ଶିବିରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍‌ଘାଟନ କରିଛନ୍ତି। ରକ୍ତଦାନର ଆବଶ୍ୟକତା ଉପରେ ଜିଲାପାଳ ମତ ରଖିଥିଲେ। ଏଥିରେ ସ୍ମୃତି କମିଟି ସଭ୍ୟ ସୁଧୀର ପଟ୍ଟନାୟକ, ସମାପ୍ତି ପଟ୍ଟନାୟକ, ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍‌ଡୀ, ବି. ରାଜୁବାବୁ, ଅରୁଣ ଶତପୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜାଙ୍କ ଘରେ ନାତୁଣୀର ଆତ୍ମହତ୍ୟା

ଲଙ୍ଗଳେଶ୍ୱର,୧୮।୧୦(ଡି.ଏନ.ଏ.): ମା’ଙ୍କ ସହ ଅଜା ଘରେ ରହୁଥିବା ଜଣେ ନାବାଳିକାଙ୍କ ଆତ୍ମହତ୍ୟା କରିଛନ୍ତି। ହେଲେ ନାବାଳିକାଙ୍କ ଆତ୍ମହତ୍ୟାକୁ ବାପ ଘର ଲୋକେ ଗ୍ରହଣ ନ କରି...

ବୈତରଣୀରେ ବନ୍ୟା ଆଶଙ୍କା: ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ପ୍ରଶାସନର ଘୋଷଣା

ଭଦ୍ରକ ଅଫିସ,୨୭ା: ବାତ୍ୟା ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀରେ ବନ୍ୟା ଜଳ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ...

ପୁଅ ଉପରେ ଏସିଡ୍‌ ଢାଳିଲେ ବାପା

ଶଙ୍କରାଖୋଲ,୨୩ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା କଇଁଝର ପଞ୍ଚାୟତ କୁଟିଗଡ ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସାନପୁଅ...

୧,୧୭,୩୨୪ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ରାୟଗଡ଼ା ଅଫିସ,୨୮ା୨: ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନ୍ମରୁ ୫ବର୍ଷର ଶିଶୁଙ୍କ ପାଇଁ ପୋଲିଓ ବୁନ୍ଦା ପ୍ରଦାନ କାର୍ଯ୍ୟକ୍ରମ ରବିବାର ଶୁଭାରମ୍ଭ ହୋଇଛି। ଏଥିରେ ରାୟଗଡ଼ା...

ଟଙ୍କତୋରାଣି ନାଁରେ ବିକ୍ରି ହେଉଛି ଦହିପାଣି

ପୁରୀ ଅଫିସ, ୧୮।୧୨:ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିକ୍ରି ହୋଇଥାଏ ଟଙ୍କତୋରାଣି। ଦୀର୍ଘବର୍ଷ ଧରି ଏହା ବିକ୍ରି ହୋଇଆସୁଥିଲେ ମଧ୍ୟ ୨୦୧୭ରୁ ଏହା ବନ୍ଦ ରହିଛି। ଅସ୍ବାସ୍ଥ୍ୟକର...

ଘନ କୁହୁଡ଼ିରେ ପିକନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୫ ଗୁରୁତର

ଭୋଗରାଇ,୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନହରା ଛକଠାରେ ଶନିବାର ଭୋର ସମୟରେ ଏକ ବୋଲେରୋ ଘନ କୁହୁଡ଼ିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ୧୦ଜଣ...

ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି।...

ମିନି ଷ୍ଟାଡିୟମ କାମ ଆଗଉନି, ସାଧାରଣରେ ଅସନ୍ତୋଷ

କୋଣାର୍କ, ୧୮।୪ (ଡି.ଏନ୍‌.ଏ): କୋଣାର୍କ ଏନ୍‌ଏସି ଅଧୀନ ଭଗବତୀ ମହାବିଦ୍ୟାଳୟ ପରିସରରେ ମିନି ଷ୍ଟାଡିୟମ ନିିର୍ମାଣରେ ଅହେତୁକ ବିଳମ୍ବ ଘଟୁଛି। ଏଥିଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ...

Advertisement
Archives

Model This Week