Posted inଜାତୀୟ

‘ପ୍ରଭାବଶାଳୀ ବିରୋଧୀ ଦଳ ଭୂମିକା ନେବୁ’

ବାରାମତି,୨୬ା୧୦: ମହାରାଷ୍ଟ୍ର ବିଧାନସଭାରେ ଏନ୍‌ସିପି ପ୍ରଭାବଶାଳୀ ବିରୋଧୀ ଦଳର ଭୂମିକା ତୁଲାଇବ ବୋଲି ଏହାର ଅଧ୍ୟକ୍ଷ ଶରଦ ପାଓ୍ବାର ଶୁକ୍ରବାର କହିଛନ୍ତି। ଜନସାଧାରଣ ଆମକୁ ସରକାର ଗଢ଼ିବାକୁ ନୁହେଁ, ବିରୋଧୀ ଦଳ ଆସନରେ ବସିବା ଲାଗି ସୁଯୋଗ ଦେଇଛନ୍ତି। ଆମେ ଆମର କାର୍ଯ୍ୟ ପ୍ରଭାବଶାଳୀ ଢଙ୍ଗରେ ନିଭାଇବୁ ବୋଲି ଏନ୍‌ସିପି ମୁଖ୍ୟ କହିଛନ୍ତି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପାକୁ ୧୦୫ ଓ ଏହାର ସହଯୋଗୀ ଶିବସେନାକୁ ୫୬ ଆସନ ମିଳିଥିଲାବେଳେ କଂଗ୍ରେସ ୪୪ ଏବଂ ଏନ୍‌ସିପି ୫୪ ଆସନରେ ବିଜୟୀ ହୋଇଛି। ଏନ୍‌ସିପି ସତାରା ଲୋକ ସଭା ଆସନ ଦଖଲ କରିବା ସହ ୨୦୧୪ ତୁଳନାରେ ଭଲ ପ୍ରଦର୍ଶନ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଗୁଣ ହେବ ହସ୍ପିଟାଲାଇଜେଶନ

ନୂଆଦିଲ୍ଲୀ,୧୧।୧(ପି.ଟି.):ଦେଶରେ କୋଭିଡ୍‌ ସଂକ୍ରମଣ ଯେଉଁ ହାରରେ ବଢ଼ୁଛି ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ୨ଗୁଣ ଆକ୍ରାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇପାରନ୍ତି ବୋଲି କେନ୍ଦ୍ର ସରକାର...

ତେଲଙ୍ଗାନାରେ ୪ ଦିନରେ ୬୦୦ କୋଟିର ମଦ ବିକ୍ରି

ହାଇଦ୍ରାବାଦ,୧୧।୫: ତେଲଙ୍ଗାନାରେ ମାତ୍ର ୪ ଦିନରେ ୬୦୦ କୋଟି ଟଙ୍କାର ମଦ ବିକ୍ରି ହୋଇଛି। ଏହାଯୋଗୁ ରାଜ୍ୟ ଏକ ରେକର୍ଡ କରିଛି। ଲକ୍‌ଡାଉନ୍‌ ସମୟରେ ରାଜ୍ୟର...

ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ...

ଥାନାରେ ପହଞ୍ଚି ଯୁବକ କହିଲେ ମୁଁ କରୋନା ପଜିଟିଭ୍‌, ପୋଲିସ୍‌ ହେଲେ ଆଶ୍ଚର୍ଯ୍ୟ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ନିଜ କରୋନା ରିପୋର୍ଟ ନେଇ ପୋଲିସ ଥାନାରେ ପହଞ୍ଚି କହିଥିଲେ ମୁଁ...

ଜଳିଗଲା ଭାଜପା କାର୍ଯ୍ୟାଳୟ

ଆସନସୋଲ,୧୩।୧: ପଶ୍ଚିମବଙ୍ଗ ଆସନସୋଲର ସଲାନପୁର ଗାଁରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) କାର୍ଯ୍ୟାଳୟ ରବିବାର ବିଳମ୍ବିତ ରାତିରେ ଜଳିଯାଇଥିବା ଖବର ମିଳିଛି। ଏହି ଘଟଣାରେ ଭାଜପା...

ରାଷ୍ଟ୍ରପତି ନିର୍ବାଚନ, ବିମାନରେ ଯାଉଛି ମିଷ୍ଟର ବାଲଟ ବକ୍ସ…

ନୂଆଦିଲ୍ଲୀ,୧୩।୭ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଲଟ ବକ୍ସଗୁଡ଼ିକ ବିମାନ ଦ୍ୱାରା ବିଭିନ୍ନ ରାଜ୍ୟକୁ ଯାତ୍ରୀ ଭାବରେ ପଠାଯାଉଛି। ବିମାନରେ ଏଥି ପାଇଁ ମିଷ୍ଟର ବାଲଟ...

ଆମରଣ ଅନଶନରେ ସ୍ବାତୀ ମାଲିଓ୍ବାଲ

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଭେଟେରିନାରି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବିରୋଧରେ ପୂରା ଦେଶ ସ୍ବର ଉତ୍ତୋଳନ କରିଛି। ପୀଡ଼ିତାଙ୍କୁ...

କୁଲଗ୍ରାମ୍‌ରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ...

Advertisement
Archives

Model This Week