ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଗଭୀର ପ୍ରେମ କରୁଥିଲେ ଏହି ମୁସଲମାନ ନେତା

ଆଜି ସାରା ଦେଶରେ ଜନ୍ମାଷ୍ଟମୀ ଧୁମଧାମରେ ପାଳନ କରାଯାଉଛି। ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତମାନେ ମନ୍ଦିରରେ ଭିଡ ଜମାଇଛନ୍ତି। ତେବେ ଶ୍ରୀକୃଷ୍ଣଙ୍କୁ କେବଳ ହିନ୍ଦୁମାନେ ନୁହନ୍ତି, ମୁସଲମାନମାନେ ବି ଭକ୍ତି କରୁଥିବାର ଦେଖାଯାଏ। ସ୍ବାଧୀନତା ସଂଗ୍ରାମୀ, ସାମ୍ବାଦିକ, ରାଜନେତା ତଥା ଶାୟର ମୌଲାନା ହସରତ ମୋହାନି ଶ୍ରୀକୃଷ୍ଣଙ୍କୁ ଏତେ ପ୍ରେମ କରୁଥିଲେ ଯେ, ତାଙ୍କ ନାଁ ବଦଳାଇ ହସରତ କୃଷ୍ଣା କରିଦେଇଥିଲେ। ସାରା ଜୀବନ କୃଷ୍ଣଙ୍କ ଭକ୍ତ ଭାବେ ସେ ଅନେକ କବିତା, ଗଜଲ୍‌ ଏବଂ ଶାୟରି ଲେଖିଥିଲେ। ହସରତଙ୍କ ପିଲାଦିନ କୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାରେ କଟିଥିଲା। ମାତ୍ର ୨୦ ବର୍ଷ ବୟସରେ ସେ ବ୍ରିଟିଶ୍‌ ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ସମୟ ମିଳିଲେ ସେ ମନ୍ଦିରରେ ବସି କୃଷ୍ଣଙ୍କ ପ୍ରବଚନ ଶୁଣୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିପିଇ ଦୁର୍ନୀତିରେ ବିଶ୍ୱଶର୍ମା ଦମ୍ପତି

ନୂଆଦିଲ୍ଲୀ/ଗୁଆହାଟୀ,୪।୬: ଆସାମ ସରକାରଙ୍କଠାରୁ ଆର୍‌ଟିଆଇ ଆଇନ ବଳରେ ମିଳିଥିବା ଉତ୍ତର ଅନୁସାରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସ୍ବାସ୍ଥ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ସ୍ତ୍ରୀ ରିଙ୍କି ଭୂୟଁା ଶର୍ମାଙ୍କ...

ଉଜ୍ୱଳା ଯୋଜନାରେ ମିଳିବ ୨୦୦ ଟଙ୍କା ସବସିଡି , ୯ କୋଟି ହିତାଧିକାରୀ ହେବେ ଉପକୃତ…

ନୂଆଦିଲ୍ଲୀ, ୨୧।୫ : ଗ୍ୟାସ୍‌ ସିଲିଣ୍ଡର ପେଟ୍ରୋଲ ଏବଂ ଡିଜେଲର ବଢୁଥିବା ଦାମ ନେଇ ଦେଶର ଲୋକେ ହଇରାଣ ହେଉଥିବାବେଳେ କେନ୍ଦ୍ର ସରକାର ଶନିବାର ଏକ...

କରୋନାକୁ ନେଇ କାନାଡା ସହ ଅନୁଷ୍ଠିତ ବୈଠକରେ ଯୋଗ ଦେବେନାହିଁ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୫ ।୧୨: କୃଷକ ଆନ୍ଦୋଳନକୁ ନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିଶ ଟ୍ରୁଡୋଙ୍କ ଟିପ୍ପଣିକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରଥିବା ଜାଣିବା ପରେ କାନାଡା ପ୍ରଧାନମନ୍ତ୍ରୀ...

ଆସନ୍ତାକାଲି ହିଜାବ ବିବାଦ ଶୁଣାଣି

ବେଙ୍ଗାଲୁରୁ,୧୭ା୨: ହିଜାବ ବିବାଦ ଉପରେ ଶୁଣାଣି ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ଉପରେ ନିଷେଧାଦେଶ ଜାରି କରାଯାଇଥିବା ଆବେଦନ ଉପରେ...

କହ୍ନେୟାଲାଲ୍‌ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ପିଟିଲେ ଲୋକେ

ଜୟପୁର,୨ା୭: ରାଜସ୍ଥାନ ଉଦୟପୁରରେ କହ୍ନେୟାଲାଲ୍‌ଙ୍କୁ ଗଳାକାଟି ହତ୍ୟା କରାଯିବା ଘଟଣାକୁ ନେଇ ଉତ୍ତେଜନା ଥମୁନି। ଏହି ହିଂସାର ଅଭିଯୁକ୍ତଙ୍କୁ କୋର୍ଟ ପରିସରରେ ସ୍ଥାନୀୟ ଲୋକେ ପିଟିଥିବା...

ଛାତ୍ରଙ୍କୁ ୧.୪୫ କୋଟି ଟଙ୍କାର ଚାକିରି ଅଫର୍‌ ଦେଲା ଫେସବୁକ୍‌

ନୂଆଦିଲ୍ଲୀ,୬।୧୧: ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇନଫରମେଶନ୍‌ ଟେକ୍ନୋଲୋଜି(ଆଇଆଇଆଇଟି)ର ଜଣେ ଛାତ୍ରଙ୍କୁ ଫେସବୁକ ୧.୪୫ କୋଟି ଟଙ୍କାର ଚାକିରି ଅଫର ଦେଇଛି। ଏହି ଇନ୍‌ଷ୍ଟିଚ୍ୟୁଟରେ ଏହା...

ସିଆଚୀନ୍‌ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼: ୧୯ ହଜାର ଫୁଟ ଉଚ୍ଚରେ ୪ ଯବାନଙ୍କ ସମେତ ୬ ଶହୀଦ୍‌

ଜମ୍ମୁ,୧୯।୧୧: ଉତ୍ତର ଲଦାଖଠାରେ ଥିବା ସିଆଚୀନ୍‌ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼ରେ ୪ ଯବାନଙ୍କ ସମେତ ୬ ଶହୀଦ୍‌ ହୋଇଛନ୍ତି। ୧୯ ହଜାର ଫୁଟ ଉଚ୍ଚାରେ...

ପ୍ରଥମଥର ଲାଗି ଅକ୍ସଫୋର୍ଡ ୟୁନିଭର୍ସିଟି ଛାତ୍ରସଂଘର ସଭାପତି ହେଲେ ଭାରତୀୟ ଛାତ୍ରୀ

ନୂଆଦିଲ୍ଲୀ,୧୪ ।୨: କର୍ନାଟକର ରଶ୍ମୀ ସାମନ୍ତ କେବେ ଭାବି ନ ଥିଲେ ଗତବର୍ଷ ଜାନୁୟାରୀରେ ସେ ଯେଉଁ ପ୍ରିତିଷ୍ଠିତ ଶିକ୍ଷାନୁଷ୍ଠାନରେ ପାଠପଢିବା ପାଇଁ ଯାଇଥିଲେ ଚଳିତ...

Advertisement
Archives

Model This Week