ପ୍ରମାଣ ପାଇ ବି ପୋଲିସ ଚୁପ୍‌

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନୟାଖଣ୍ଡି ଗ୍ରାମରେ ଜଣେ ଭଡାଟିଆ କମଳାକାନ୍ତ ଦାସଙ୍କ ଘରୁ ଚୋରି ହେବା ଏବଂ ଚୋରି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ସମସ୍ତ ପ୍ରମାଣ ପ୍ରଦାନ ପରେ ମଧ୍ୟ ଖଇରା ପୋଲିସ ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସକ୍ଷମ ହୋଇପାରୁନି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଅଭିଯୋଗକାରୀ କମଳାକାନ୍ତ ବାଧ୍ୟ ହୋଇ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି ା
ଅଭିଯୋଗ ଅନୁଯାୟୀ ତାଳମହୁରୀ ଗ୍ରାମର କମଳାକାନ୍ତ ଟେଣ୍ଟ ଓ ମାଇକ ଭଡାରେ ଦେଇ ପରିବାର ଭରଣପୋଷଣ କରନ୍ତି ା ଖଇରା ବଜାରଠାରୁ ଅନତିଦୂର ନୟାଖଣ୍ଡି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର ଭଡା ନେଇ ତାଙ୍କର ଜିନିଷ ପତ୍ର ରଖୁଥିଲେ ା ୨୩ତାରିଖ ରାତିରେ କୌଣସି ଦୁର୍ବୃତ୍ତ ଘର ତାଲା ଭାଙ୍ଗି ଦେଢ ଲକ୍ଷ ଟଙ୍କାର ମାଇକ ସେଟ ଚୋରାଇ ନେଇଥିଲେ ା ୨୪ତାରିଖରେ କମଳାକାନ୍ତ ତାଲା ଖୋଲିବାକୁ ଆସି ଦେଖିବାରୁ ତାଙ୍କର ମାଇକ ସେଟ୍‌ଗୁଡିକ ଚୋରି ହୋଇଯାଇଛି। ଚୋରି ସିସିଟିଭି ଫୁଟେଜରେ ୨ଜଣ ଯୁବକ ଏକ ବାଇକରେ ଜିନିଷ ଚୋରାଇ ନେଉଥିବାର ଜଣାପଡିବା ପରେ ତାହା ସେ ପୋଲିସକୁ ଜଣାଇଥିଲେ ା ହେଲେ ଏ ପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ସେ କହିଛନ୍ତି ା ଏ ସମ୍ପର୍କରେ ତଦନ୍ତକାରୀ ଅଧିକାରୀ ପଚାରିବାରେ ସିସି ଫୁଟେଜରୁ ଅଭିଯୁକ୍ତଙ୍କ ଠିକ୍‌ ଭାବେ ଠାବ କରାଯାଇପାରୁନାହିଁ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନାଇଟ୍‌ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ

ଯୋଡ଼ା,୨୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍‌,...

ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ନୟାଗଡ଼ ଅଫିସ,୧୯ା୯: ନୟାଗଡ଼ ସଦର ଥାନା ବାଲୁଗାଁ ସଅର ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ...

କୋରାପୁଟରେ ୮୭୮.୨ ମିମି ବର୍ଷା ରେକର୍ଡ: ବ୍ରିଜ ଉପରେ ଚାଲିଛି ପାଣି, ନନ୍ଦପୁର-ଲମତାପୁଟ ଯୋଗାଯୋଗ ବିଚ୍ଛିନ୍ନ

କୋରାପୁଟ,୬।୯(ସ୍ବ.ପ୍ର.)- କୋରାପୁଟ ଜିଲାରେ ଶୁକ୍ରବାର ୮୭୮.୨ ମିମି ବର୍ଷା ହୋଇଥିବା ଜିଲା ଜରୁରି ବିଭାଗ ପକ୍ଷରୁ ସୁଚନା ମିଳିଛି। ସେଥିମଧ୍ୟରୁ ଜିଲାର ନନ୍ଦପୁର ବ୍ଲକରେ ସର୍ବାଧିକ...

ବର୍ଷାକୁ ନେଇ ଚାଷୀଙ୍କ ଚିନ୍ତା: ନଷ୍ଟ ହେବାକୁ ବସିଛି ଧାନ ତଳି

ଚମ୍ପୁଆ,୧୭ା୭(ଡି.ଏନ.ଏ.)-ଚମ୍ପୁଆରେ ସ୍ବାଭାବିକ ବର୍ଷା ହେଉ ନ ଥିବାରୁ ଧାନତଳି ନଷ୍ଟ ହେବାକୁ ବସିଥିବା ବେଳେ ଚାଷୀଙ୍କ ଚିନ୍ତା ବଢିବାରେ ଲାଗିଛି। ମୌସୁମୀ ବର୍ଷାକୁ ଅପେକ୍ଷା କରି...

ସିଂହପୁର ଉତ୍ସବ ମୁଖର

ସିଂହପୁର,୫।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ଅଞ୍ଚଳରେ ସାର୍ବଜନୀନ ଦୁର୍ଗାପୂଜା ମହାସମାରୋହରେ ଆରମ୍ଭ ହୋଇଛି।ସିଂହପୁର, ଓଳେଇ ଚନ୍ଦନପୁର, ମଲିଆ, ବଂଶୀପୁରରେ ମା’ଙ୍କ ପୂଜା ଚାଲିଛି।...

ଭୋଟର ତାଲିକା ସଂଶୋଧନ ଆରମ୍ଭ

ଯାଜପୁର ଅଫିସ,୨୦।୧୧: ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଆରମ୍ଭ ହୋଇଛି। ଚୂଡାନ୍ତ ସଂଶୋଧିତ ଭୋଟର ତାଲିକା ୨୦୨୧ ଜାନୁୟାରୀ ୧୫ରେ ସମସ୍ତ ଭୋଟଗ୍ରହଣ...

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ...

ଖଣି ମାଫିଆଙ୍କ ସହ ତହସିଲଦାରଙ୍କ ସମ୍ପୃକ୍ତି ଅଭିଯୋଗ

ଖୋର୍ଦ୍ଧା ଅଫିସ/ଜଟଣୀ, ୧୮ା୩(ଡି.ଏନ୍‌.ଏ.): ଲଘୁ ଖଣିଜ ସମ୍ପଦ ଚୋରାଚାଲାଣରେ ମାଫିଆଙ୍କ ସହ ଅର୍ଥ କାରବାର ସମ୍ପୃକ୍ତି ନେଇ ଖୋର୍ଦ୍ଧା ଜିଲା ଜଟଣୀ ତହସିଲରେ କାର୍ଯ୍ୟରତ ଚତୁର୍ଥ...

Advertisement
Archives

Model This Week