Posted inଖେଳ

ପ୍ରଶଂସକଙ୍କଠୁ ଦୂରେଇ ରହିବ ଦକ୍ଷିଣ ଆଫ୍ରିକା ଦଳ

ନୂଆଦିଲ୍ଲୀ,୧୦।୩- ଆସନ୍ତା ଗୁରୁବାର ଧର୍ମଶାଳାଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ସିରିଜ୍‌ ଲାଗି ଭାରତ ଗସ୍ତରେ ଥିବା ଦକ୍ଷିଣ ଆଫ୍ରିକା ଦଳ ପ୍ରଶଂସକଙ୍କଠାରୁ ଦୂରେଇ ରହିବ। ଏଣୁ କୌଣସି ପ୍ରଶଂସକ କିମ୍ବା ହୋଟେଲ କର୍ମକର୍ତ୍ତା କିମ୍ବା ଅନ୍ୟ କେହି ଭ୍ରମଣକାରୀ ଖେଳାଳିଙ୍କ ସହ ସେଲ୍‌ଫି କିମ୍ବା ହାତ ମିଳାଇବ ନାହିଁ। ଦେଶରେ କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦକ୍ଷିଣ ଆଫ୍ରିକା ଦଳର ଖେଳାଳିଙ୍କୁ ସଭିଙ୍କଠୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ନିୟମ କେବଳ ଦକ୍ଷିଣ ଆଫ୍ରିକୀୟ ଖେଳାଳିଙ୍କ ଲାଗି ନୁହେଁ। ଆଗାମୀ ଆଇପିଏଲରେ ପ୍ରତ୍ୟେକ ଫ୍ରାଞ୍ଚାଇଜ ଖେଳାଳିଙ୍କ ପାଇଁ ମଧ୍ୟ ସମାନ ପ୍ରତିବନ୍ଧ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏଟିପି ଫାଇନାଲ୍ସ ଖେଳିବେ ନାଡାଲ

ମାଡ୍ରିଡ, ୬ା୧୧ (ଏଏଫ୍‌ପି)-ବିଶ୍ୱର ନମ୍ବର ଓ୍ବାନ ପୁରୁଷ ସିଙ୍ଗଲ୍ସ ଖେଳାଳି ରାଫାଲ ନାଡାଲ ଆଘାତ ଜନିତ ସମସ୍ୟାରୁ ମୁକୁଳିଛନ୍ତି। ନଭେମ୍ବର ୧୦ରୁ ୧୭ ପର୍ଯ୍ୟନ୍ତ ଲଣ୍ଡନରେ...

ଅଗଷ୍ଟ ୩୧ରୁ ଏସିଆ କପ୍‌

ନୂଆଦିଲ୍ଲୀ,୧୫ା୬: ଏସିଆ କପ୍‌ କ୍ରିକେଟକୁ ନେଇ ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ହାଇବ୍ରିଡ୍‌ ମଡେଲରେ ଟୁର୍ନାମେଣ୍ଟ ଖେଳାଯିବ ବୋଲି ଏସିଆନ କ୍ରିକେଟ କାଉନ୍‌ସିଲ...

ସ୍ବଦେଶ ଫେରିବେ ମାଲିଙ୍ଗା

ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍‌ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ...

ବିନା ପରିବର୍ତ୍ତନରେ ଓହ୍ଲାଇଲା ଭାରତ

ପାର୍ଲ,୨୧।୧: ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମ୍ୟାଚ୍‌ ଶେଷ...

ପଡିଆରେ ଭୋ’ ଭୋ’ ହୋଇ କାନ୍ଦିଲେ କୋହଲି: ଦେଖନ୍ତୁ ଭିଡିଓ

ଶାରଜା,୧୨।୧୦: ଆଇପିଏଲ ୨୦୨୧ର ଏଲିମିନେଟର ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ପରାଜୟ ସହିତ ଆରସିବି...

୨୦ ହଜାରୁ ଅଧିକ ରନ୍‌, ୧୦୦୦ରୁ ଅଧିକ ଉଇକେଟ୍‌, ଏବେ ଚଲାଉଛନ୍ତି ଟ୍ରକ୍‌

ଅଲରାଉଣ୍ଡର ପ୍ରଦର୍ଶନ ଜରିଆରେ ନ୍ୟୁଜିଲାଣ୍ଡକ ବହୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଜିତାଇଥିବା ପୂର୍ବତନ ଖେଳାଳି କ୍ରିସ୍‌ କ୍ରେନ୍ସ ଏବେ ଟ୍ରକ୍‌ ଚଲାଉଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ...

ପ୍ରସ୍ତୁତ ରୁହ : ବାତ୍ରା

ନୂଆଦିଲ୍ଲୀ, ୨୯ା୩ (ପି.ଟି.)- ପରିସ୍ଥିତିରେ ସୁଧାର ଆସିଲେ କୋଭିଡ୍‌-୧୯ ଯୋଗୁ ସ୍ଥଗିତ ରହିଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫିକେଶନ ଇଭେଣ୍ଟଗୁଡ଼ିକ ଅନୁଷ୍ଠିତ ହେବ। ହେବାକୁଥିବା ଟୁର୍ନାମେଣ୍ଟଗୁଡ଼ିକର ଏକ...

ମହାକାଳେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କଲେ କୋଚ ରବି ଶାସ୍ତ୍ରୀ

ଉଜୈନ,୧୮।୧୧: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ୩ ଦିନ ମଧ୍ୟରେ ହାତେଇବା ପରେ ଏବେ କୋଲକତାରେ ଖେଳାଯିବାକୁ ଥିବା ଐତିହାସିକ ଦିବାରାତ୍ର ଟେଷ୍ଟ ପାଇଁ ପ୍ରସ୍ତୁତି...

Advertisement
Archives

Model This Week