ପ୍ରଶଂସକଙ୍କ ସହ ରଣବୀରଙ୍କ ସେଲ୍‌ଫି ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ରଣବୀର ସିଂ ଏବେ ଲଣ୍ଡନରେ ତାଙ୍କ ଅପ୍‌ କମିଂ ଫିଲ୍ମ ‘୮୩’ ପାଇଁ ବ୍ୟସ୍ତ ଅଛନ୍ତି। ହେଲେ ସେଠାରେ ସେ ତାଙ୍କ ପ୍ରଶଂସକଙ୍କ ସହ ନେଇଥିବା ଏକ ସେଲ୍‌ଫି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରଣବୀର ଯେ ତାଙ୍କ ପ୍ରଶଂସକଙ୍କୁ ଗୁରୁତ୍ୱ ଦିଅନ୍ତି ତାହା ଏଥିରୁ ଅନୁମାନ କରାଯାଉଛି। ନିକଟରେ ଭାରତ ପାକିସ୍ତାନ ବିଶ୍ୱକପ୍‌ ବେଳେ ମଧ୍ୟ ରଣବୀରଙ୍କୁ ଷ୍ଟାଡିୟମରେ ଦେଖିବାକୁ ମିଳିଥିଲା। ସୂଚନା ଥାଉକି ଫିଲ୍ମ ‘୮୩’ ଭାରତ ପ୍ରଥମେ ବିଶ୍ୱକପ୍‌ ଜିତିବାର କାହାଣୀକୁ ନେଇ ଗତିଶୀଳ। ଏଥିରେ ରଣବୀର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେବେ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ସେ ଏନେଇ ସୂଚନା ଦେଇଛନ୍ତି। ଫଟୋରେ ସେ ସ୍ବାମୀ...

ଦୀପିକା ପାଦୁକୋଣଙ୍କ ସର୍ବାଧିକ ଆୟ କରିଥିବା ଫିଲ୍ମ

ବଲିଉଡ୍‌ର ଆଗଧାଡ଼ିର ଅଭିନେତ୍ରୀ ଦୀପିକା ପାଦୁକୋଣ ମଙ୍ଗଳବାର ୩୫ ତମ ଜନ୍ମଦିନ ପାଳନ କରିଛନ୍ତି। ୨୦୦୭ରେ କିଙ୍ଗ୍‌ ଖାନ ତଥା ଶାହାରୁଖ ଖାନଙ୍କ ଅପୋଜିଟ୍‌ରେ ଡେବ୍ୟୁ...

ମୁଁ ରୋଗଗ୍ରସ୍ତ ନୁହେଁ: ସଞ୍ଜୟ ଦତ୍ତ

ମୁମ୍ବାଇ: ବଲିଉଡ୍ ନାୟକ ସଞ୍ଜୟ ଦତ୍ତ ଗତ ଅଗଷ୍ଟ ମାସରେ କ୍ୟାନସରରେ ପୀଡ଼ିତ ହୋଇଥିବା ସୂଚନା ମିଳିଥିଲା । ଫୋର୍ଥ ଷ୍ଟେଜ୍ କ୍ୟାନସରରେ ପୀଡ଼ିତ ହେବାପରେ...

ଅଭିନେତା-ପେଣ୍ଟର ଅଶୋକ କୁମାର: ସ୍ତ୍ରୀଙ୍କର ଏଭଳି ଚିତ୍ର କରିଥିଲେ ପେଣ୍ଟିିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ମଙ୍ଗଳବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ...

ମାଳଦ୍ୱୀପରେ ଛୁଟି କାଟୁଛନ୍ତି ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଆଲିଆ ଭ୍ରମଣ କରିବାକୁ ବହୁତ ଭଲ ପାଆନ୍ତି ଏବଂ ପ୍ରାୟତଃ ସେ ନିଜ ବ୍ୟସ୍ତବହୁଳ...

ହନୁମାନ ଦିକ୍ଷା ନେଲେ ଜୁନିୟର ଏନ୍‌ଟିଆର୍‌

ଚେନ୍ନାଇ: ସାଉଥ୍ ଷ୍ଟାର ରାମ ଚରଣ ଓ ଜୁନିୟର ଏନଟିଆର୍ ଏବେ ଖୁବ୍ ଚର୍ଚ୍ଚାରେ । ଏମାନଙ୍କ ଅଭିନୀତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ବକ୍ସ ଅଫିସରେ କମାଲ...

ଆଲିୟାଙ୍କ ଦିନଚର୍ଯ୍ୟା

ମହେଶ ତନୟା ଆଲିୟା ଭଟ୍ଟଙ୍କ ଦିନଚର୍ଯ୍ୟା କିପରି ଆରମ୍ଭ ହୁଏ ଜାଣନ୍ତି ? ସକାଳୁ ଉଠିବା ପରେ ନିତ୍ୟକର୍ମ ଶେଷ କରି ସେ ସୂର୍ଯ୍ୟ ନମସ୍କାର...

କରୋନା ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢାଇଲେ ଅନୁରାଧା

ମୁମ୍ବାଇ: ଏକ ଅଦୃଶ୍ୟ ଯୁଦ୍ଧରେ ଏବେ ସାରା ବିଶ୍ୱ ଲଢେଇ କରି ଚାଲିଛି। କରୋନା ସଂକ୍ରମଣ ସାରା ବିଶ୍ୱକୁ ଏକ ପ୍ରକାର ଅସ୍ତବ୍ୟସ୍ତ କରି ଦେଇଥିବା...

Advertisement
Archives

Model This Week