Posted inଜାତୀୟ

ପ୍ରଶାନ୍ତ କିଶୋରଙ୍କ ନାଁରେ ଅଭିଯୋଗ

ପାଟନା,୨୭।୨: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କ ନାଁରେ ଆସିଛି ଅଭିଯୋଗ। ବିହାରର ପାଟନାରେ ତାଙ୍କ ନାଁରେ ଏଫ୍‌ଆଇଆର୍‌ ଦାଖଲ କରାଯାଇଛି। ‘ବାତ ବିହାର କି’ କାର୍ଯ୍ୟକ୍ରମକୁ ନେଇ ଏହି ଅଭିଯୋଗ ହୋଇଛି। ଏଥିରେ ସେ କଣ୍ଟେଣ୍ଟ ଚୋରି କରିଥିବା ଅଭିଯୋଗ ହୋଇଛି। ଆଇପିସି ଧାରା ୪୨୦ ଆଧାରରେ ତାଙ୍କ ନାଁରେ ଏହି ଅଭିଯୋଗ କରାଯାଇଛି। ସୂଚନାଯୋଗ୍ୟ, ଜିଡିୟୁରୁ ବାହାରିବା ପରେ ପ୍ରଶାନ୍ତ କିଶୋର ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ‘ବାତ ବିହାର କି’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ୟନଙ୍କୁ ମିଳିଲା ନାହିଁ ଜାମିନ

ନୂଆଦିଲ୍ଲୀ,୪।୧୦ : କ୍ରୁଜ ଡ୍ରଗ୍ସ ପାର୍ଟ ମାମଲାରେ ଗିରଫ ହୋଇଥିବା ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନକୁ ମୁମ୍ବାଇର ଏକ କୋର୍ଟ...

ଜାତୀୟସଙ୍ଗୀତ ପରିବେଷଣବେଳେ ବସିରହିଲେ ଜର୍ମାନ ଚାନ୍‌ସେଲର୍‌

ନୂଆଦିଲ୍ଲୀ,୧।୧୧:ଜର୍ମାନୀ ଚାନ୍‌ସେଲର୍‌ ଆଞ୍ଜେଲା ମର୍କେଲ ଭାରତ ଗସ୍ତରେ ଆସିଛି। ରାଷ୍ଟ୍ରପତି ଭବନରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ଏହି ଅବସରରେ ଭାରତୀୟ ଜାତୀୟସଙ୍ଗୀତ ପରିବେଷଣ କରାଯାଇଥିଲା।...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ...

ଜଗନମୋହନଙ୍କ ନୂଆ ଯୋଜନା: ଆନ୍ଧ୍ରପ୍ରଦେଶରେ ହେବ ୩ ରାଜଧାନୀ

ହାଇଦ୍ରାବାଦ୍‌,୧୮।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ରାଜ୍ୟରେ ୩ ରାଜଧାନୀ ପ୍ରତିଷ୍ଠା ପାଇଁ ନୂଆ ଯୋଜନା କରିଛନ୍ତି। ଏନେଇ ବିଧାନସଭାରେ ସେ ସଙ୍କେତ ଦେଇଛନ୍ତି।...

ରାଜନୀତି କରିବେ ନା ନାହିଁ, ସ୍ପଷ୍ଟ କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୭।୭: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କଂଗ୍ରେସରେ ଯୋଗଦେବା ନେଇ ହେଉଥିବା କଳ୍ପନାଜଳ୍ପନା ଏବେ ଶେଷ ହୋଇଛି। ପ୍ରଶାନ୍ତ କିଶୋର ଏହି ସମସ୍ତ କଳ୍ପନାଜଳ୍ପନାକୁ ପ୍ରତ୍ୟାଖ୍ୟାନ...

କେନ୍ଦ୍ର ସରକାରଙ୍କୁ ମେହବୁବାଙ୍କ ଚେତାବନୀ: ଅନୁଚ୍ଛେଦ ୩୫-ଏ ବାରୁଦ ଗଦା ଭଳି ବିପଦପୂର୍ଣ୍ଣ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସରକାରଙ୍କୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଚେତାବନୀ ଦେଇଛନ୍ତି। ରବିବାର ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ଅନୁଚ୍ଛେଦ ୩୫-ଏରେ ପରିବର୍ତ୍ତନ...

ବିମାନ ଭଳି ସୁବିଧା ମିଳିବ ରେଳରେ, ପ୍ରସ୍ତୁତ ୫୧ ହଜାର ‘ରେଳ କର୍ମଯୋଗୀ’

ନୂଆଦିଲ୍ଲୀ,୬ ।୫: ରେଳ ଯାତ୍ରୀଙ୍କୁ ବାଧ୍ୟତାମୂଳକ ଯାତ୍ରାରୁ ବାହାର କରି ଉତ୍ସାହ ଭରା ଯତ୍ରା ଯୋଗାଇ ଦେବାକୁ ରେଳ ମନ୍ତ୍ରଣାଳୟ ମିଶନ କର୍ମଯୋଗୀ ଭଳି ଏକ...

ବନ୍ୟା ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଏଭଳି ଏକ ଷ୍ଟାର, ଯିଏ ଆବଶ୍ୟକତା ପଡ଼ିଲେ ସବୁବେଳେ ସାହାଯ୍ୟ କରିବାକୁ ଆଗେଇ ଆସିଥାନ୍ତି। କିଛି ଦିନ ପୂର୍ବରୁ ଅକ୍ଷୟ...

Advertisement
Archives

Model This Week