Posted inଜାତୀୟ

ପ୍ରଶାନ୍ତ କିଶୋର ଓ ପଓ୍ବନ ଶର୍ମା ଜେଡିୟୁରୁ ବହିଷ୍କୃତ

ପାଟନା,୨୯।୧: ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ବୁଧବାର ଦଳର ଦୁଇ ବରିଷ୍ଠ ନେତାଙ୍କୁ ବହିଷ୍କୃତ କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ଓ ପଓ୍ବନ କୁମାର ବର୍ମାଙ୍କୁ ବହିଷ୍କାର କରିବା ସହ ଦଳର ସମସ୍ତ ଦାୟିତ୍ୱରୁ ମୁକ୍ତ କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ନିର୍ବାଚନରେ ଭାଜପା ସହ ଜେଡିୟୁର ମେଣ୍ଟକୁ ନେଇ ପଓ୍ବନ ପ୍ରଶ୍ନ ଉଠାଇଥିଲେ। ଅପରପକ୍ଷେ ନିର୍ବାଚନର ରଣନୀତିକାର ପ୍ରଶାନ୍ତ କିଶୋର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ପ୍ରସଙ୍ଗକୁ ନେଇ ଲଗାତର ଟୁଇଟ କରି ଚର୍ଚ୍ଚାକୁ ଆସିଥିଲେ। ମଙ୍ଗଳବାର ପାଟନାରେ ହୋଇଥିବା ଦଳୀୟ ବୈଠକରେ ନୀତୀଶ ପ୍ରଶାନ୍ତଙ୍କ ଟୁଇଟକୁ ନେଇ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ରାମଲଲାଙ୍କୁ ରାକ୍ଷୀ ବାନ୍ଧିବେ ମୁସଲମାନ ମହିଳା

ଅଯୋଧ୍ୟା,୨୮।୭: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ସମର୍ଥନ କରୁଥିବା ମୁସଲମାନ ମହିଳାମାନେ ଏଥର ରାକ୍ଷୀ ତିଆରି କରିଛନ୍ତି। ଏହି ରାକ୍ଷୀକୁ ରାମ ଜନ୍ମଭୂମି...

ବିଧାୟକଙ୍କୁ ମମତାଙ୍କ ପରାମର୍ଶ: ଲୋକଙ୍କୁ କ୍ଷମା ମାଗ

କୋଲକାତା, ୧୨।୭: ଲୋକ ସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମସି)ର ଖରାପ ପ୍ରଦର୍ଶନ ପରେ ଦଳର କିଛି ନେତା ଦଳ ଛାଡି ଭାଜପାରେ ଯୋଗଦେଇଥିଲେ। ଏହାକୁ ନେଇ...

ପିଲାଙ୍କ ଆକାଉଣ୍ଟ ହ୍ୟାକ୍‌ କରିଛି ଭାଜପା

ଲକ୍ଷ୍ନୌ,୨୧।୧୨: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ପୁଅ ରେହନ(୨୦) ଓ ଝିଅ ମିରାୟା(୧୮)ଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌ ହୋଇଛି। ଏହା ପଛରେ ଭାଜପାର...

ଆଉ ଜଣେ ପଞ୍ଜାବୀ ଗାୟକଙ୍କୁ ମିଳିଲା ହତ୍ୟା ଧମକ: ମୁଖ୍ୟମନ୍ତ୍ରୀ-ପୋଲିସକୁ ଚିଠି ଲେଖି ମାଗିଲେ ସୁରକ୍ଷା

ଚଣ୍ଡିଗଡ଼,୨।୮: ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେ ଓ୍ବାଲାଙ୍କୁ ହତ୍ୟା କରାଯିବାର ୨ମାସ ପରେ ଆଉ ଜଣେ ଗାୟକଙ୍କୁ ହତ୍ୟା ଧମକ ମିଳିଛି। ନିଜ ଜୀବନ...

ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ର ପଣ୍ଡ: ୨୪ଘଣ୍ଟାରେ ୫ ନିହତ, ୩୦କିଲୋ ଆଇଡି ଜବତ

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀ ନିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବଡଗାମ ଏବଂ ରାଜୌରୀର ଦୁଇଟି ଭିନ୍ନ ସ୍ଥାନରେ...

୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି।...

ୟୁଥ୍‌ ଫ୍ୟାଶନ ଛତା

ବର୍ଷା ହେଲେ ସବୁଠୁ ଆଗ ଖୋଜାପଡ଼େ ଛତା। କିନ୍ତୁ ବର୍ତ୍ତମାନ ଛତା କେବଳ ବର୍ଷାରୁ ସୁରକ୍ଷା ଦେବାରେ ସୀମିତ ହୋଇ ରହିନାହିଁ। କାରଣ ଏବେ ମାର୍କେଟରେ...

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ...

Advertisement
Archives

Model This Week