ପ୍ରଶାସନକୁ ମାସ୍କ ପ୍ରଦାନ କଲା ଗ୍ରାସିମ କମ୍ପାନୀ

ଗଞ୍ଜାମ,୧୭ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାରେ ‘ନୋ ମାସ୍କ ନୋ ରାଶନ’ ନିୟମ ଘୋଷଣା କରିଛନ୍ତି। ଏଥିସହିତ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ପାଞ୍ଚଶହ ଟଙ୍କା ଜରିମାନା ଆଦାୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସହର ମଧ୍ୟରେ ଥିବା ଗ୍ରାସିମ କମ୍ପାନୀ ପକ୍ଷରୁ ବ୍ଲକ ଓ ଏନ୍‌ଏସି ପ୍ରଶାସନକୁ ମାସ୍କ ପ୍ରଦାନ କରାଯାଇଛି। ଗଞ୍ଜାମ ସିଡିପିଓ ସଲିଳା ପ୍ରଧାନ ଓ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁକଲ୍ୟାଣ ଦାସଙ୍କୁ କମ୍ପାନୀ ଡିଜିଏମ ରବୀନ୍ଦ୍ର କୁମାର ମହାନ୍ତି ମାସ୍କ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପରିବାରରୁ ୪ ବିଜୟୀ

ଆସିକା,୨୮ା୨(ଡି.ଏନ.ଏ.)  ଗଞ୍ଜାମ ଜିଲା ଆସିକା ବ୍ଲକରେ ଗତଥର ଅଧ୍ୟକ୍ଷ ଥିବା ହରେକୃଷ୍ଣ ମଲିକ ଓ ତାଙ୍କ ପରିବାରର ଅନ୍ୟ ୩ଜଣ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରିଥିବା...

ବାଲିମେଳା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ

କୋରୁକୋଣ୍ଡା,୨ା୬(ଡି.ଏନ୍‌.ଏ.): ବାଲିମେଳା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଗୁରୁବାର ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିରେ ଦେଖିବାକୁ...

ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା

ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ...

ସେପ୍ଟେମ୍ବର ୧୩ରେ ଭାଜପାର ୨ ଘଣ୍ଟିଆ ରାସ୍ତାରୋକୋ

ଆନନ୍ଦପୁର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ ନଂ. ଜାତୀୟ ରାଜପଥର ଶାଳପଡାଠାରୁ ସୁଡୁସୁଡ଼ିଆ ବାଇପାସ୍‌ ଛକ ପର୍ଯ୍ୟନ୍ତ ସର୍ଭିସ ରୋଡର ଅବସ୍ଥା ଶୋଚନୀୟ ହୋଇପଡ଼ିଛି।...

ଟାଲ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ସରପଞ୍ଚ

ବରଗଡ଼ ଅଫିସ,୨୦।୪: ବରଗଡ଼ ଜିଲା ରାଜୋରାସମ୍ବର ବ୍ଲକ ଅନ୍ତର୍ଗତ ଟାଲ ଗ୍ରାମକୁ ମଙ୍ଗଳବାରରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସ୍ଥାନୀୟ ସରପଞ୍ଚ ସୌକିଲାଲ ସେଠ୍‌ ଏକ...

୨୪୭୬ ନିର୍ମାଣ ଶ୍ରମିକଙ୍କୁ ମିଳିଲା ସହାୟତା

ଲୋଇସିଂହା,୨୫।୪(ଡି.ଏନ.ଏ.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ମାର୍ଚ୍ଚ ୨୦ରୁ ଲକ୍‌ଡାଉନ ଜାରୀ ରହିଛି । ଫଳରେ କାମଧନ୍ଦା ବନ୍ଦ ରହିଥିବାରୁ...

ଇକୋ ରିଟ୍ରିଟ୍‌ରେ ନିଆଁ

ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍‌ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି।...

ପ୍ରହସନ ପାଲଟିଛି ମାଣ୍ଡିଆ ମଣ୍ଡି

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.)୨।୩: ସରକାର ମିଲଟ ମିଶନ ଯୋଜନାରେ ମାଣ୍ଡିଆ ଚାଷକୁ ଗୁରୁତ୍ୱ ଦେଉଛନ୍ତି । ମାଣ୍ଡିଆ ଚାଷକୁ ବୃଦ୍ଧି କରିବା ପାଇଁ ସରକାର ଉନ୍ନତ ମାନର...

Advertisement
Archives

Model This Week