ପ୍ରଶାସନଠୁ ନିରାଶ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.): ପ୍ରଶାସନର ପ୍ରତିଶ୍ରୁତି ବିଫଳ ପରେ ରାସ୍ତା ମରାମତି ଲାଗି ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ କବିତ୍ରା ଗ୍ରାମ ମହାନ୍ତ ସାହିରେ। ଦୀର୍ଘଦିନ ହେବ ଜେନାସାହିରୁ ମହାନ୍ତ ସାହି ପର୍ଯ୍ୟନ୍ତ ରାସ୍ତାରେ ଖାଲଖମା ହେବା ସହ ବର୍ଷା ଦିନେ କାଦୁଅ ପଚପଚ ହେଉଥିବାରୁ ଯାତାୟାତ ଏକପ୍ରକାର ଠପ୍‌ ହୋଇଯାଉଥିଲା। ରାସ୍ତାର ଏଭଳି ଦୁରବସ୍ଥା ଯୋଗୁ ୧୦୮ ଆମ୍ବୁଲାନ୍ସ ସେବା, ଛାତ୍ରୀଛାତ୍ରମାନେ ସ୍କୁଲ ଯିବାରେ ଅସୁବିଧା ଭୋଗୁଥିଲେ। ଏ ନେଇ ଗତ ମାସ ୭ ତାରିଖରେ ସାହିବାସୀ ଜିଲା ପ୍ରଶାସନ ନିକଟରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ସୋମବାର ସେମାନେ ରାସ୍ତା ମରାମତି କାମ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟକିଯାଇନି ରଥ କାମ: ମହାରଣା ସେବକଙ୍କ ବିଶ୍ୱାସ ‘ମହାପ୍ରଭୁ ଚାହିଁଲେ ସବୁକିଛି ଓଲଟପାଲଟ ହୋଇଯିବ’

ପୁରୀ ଅଫିସ,୧୯ା୬: ଚଳିତବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମ୍‌କୋର୍ଟ ରାୟ ଶୁଣାଇଛନ୍ତି। ହେଲେ ଏହି ରାୟ ପରେ ବିଭିନ୍ନ ମହଲରେ କ୍ଷୋଭ ସୃଷ୍ଟି ହୋଇଛି...

ଜୟରାମପୁରରୁ ପରୀକ୍ଷା ପାଇଁ ଗଲା ୨୪ ନମୁନା

ନିଶ୍ଚିନ୍ତକୋଇଲି,୬ା୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ଜୟରାମପୁର ପଞ୍ଚାୟତର ୧ ନମ୍ବର ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ସୋମବାର ସିଲ୍‌ କରାଯିବା ସହ ୨୪ଜଣଙ୍କ ସ୍ବାବ୍‌ ନମୁନା ସଂଗ୍ରହ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର: ଚାଳକ ମୃତ

ମାର୍ଶାଘାଇ,୪।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗିରଙ୍ଗ ଗ୍ରାମ ନିକଟରେ ଶୁକ୍ରବାର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗାଡି ଚାଳକ ତଥା...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାସ୍ତା ସିଲ୍‌

ହାଟଡିହୀ,୧୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୁଧବାର ପୁଣି ଦୁଇ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଆକ୍ରାନ୍ତ ଦୁଇ ଜଣ...

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ...

୨୬ ବାଇକ୍‌ ଜବତ

ଯୋଡା, ୧।୪(ଡି.ଏନ.ଏ.)-ଲକଡାଉନ କଟାକଣାକୁ ଉଲ୍ଲଂଘନ କରି ବିନା କାରଣରେ ଯୋଡ଼ା ସହରରେ ବୁଲୁଥିବା ୨୬ଟି ବାଇକ୍‌କୁ ପୋଲିସ ଜବତ କରିଛି। ଗତ ଶନିବାର ମଧ୍ୟ ଯୋଡା...

ରାସ୍ତା ଉପରେ ବୋହୁଛି ବର୍ଜ୍ୟଜଳ: ଗାଁକୁ ଆସିବାକୁ ରାଜି ହେଉନାହାନ୍ତି ଅତିଥି

ରସୁଲପୁର,୬।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତର ୫ଟି ସାହିରୁ ପ୍ରଥମ ଓ ପଞ୍ଚାୟତର ବଡ ସାହି ଭାବେ ଗଣାଯାଉଥିବା ନୂଆସାହି ରାସ୍ତା ଗମନାଗମନ ଉପଯୋଗୀ ହୋଇ...

ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ...

Play 250+ Trending Games
Archives

Model This Week

Why Dharitri