ପ୍ରଶ୍ନକାଳରେ ବିରୋଧୀ ଦଳ ନେତା, ଉପନେତା, ମୁଖ୍ୟ ସଚେତକ ଅନୁପସ୍ଥିତ

ଭୁବନେଶ୍ୱର,୨।୭(ବ୍ୟୁରୋ)
ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା ହୋଇଥାଏ। ଏହି ସମୟରେ ବିରୋଧୀ ଦଳର ମୁଖ୍ୟ ଭୂମିକା ରହିଥାଏ। ତେବେ ଦୁଇଦିନ ଧରି ଗୃହ ବନ୍ଦ ହେବା ପରେ ସୋମବାର ଖୋଲିଥିଲା। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହ ଚାଲିବାବେଳକୁ ବିରୋଧୀ ଦଳ ନେତା, ଉପନେତା କିମ୍ବା ମୁଖ୍ୟ ସଚେତକଙ୍କର ଦେଖା ନ ଥିଲା। ପ୍ରଶ୍ନୋତ୍ତର ଶେଷହେବା ପରେ ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ ଏବଂ ମୁଖ୍ୟ ସଚେତକ ମୋହନ ମାଝି ବିଧାନସଭାକୁ ଆସିଥିଲେ। ପରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କବଳରେ ଆଉ ଜଣେ ମନ୍ତ୍ରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହାନ୍ତି ମନ୍ତ୍ରୀ, ବିଧାୟକ ଏବଂ ଏମ୍‌ପି। ଶୁକ୍ରବାର ରାଜ୍ୟର...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୮୪କୁ ବୃଦ୍ଧି

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗଜପତି ମହାରାଜା କୋଭିଡ୍‌ ପଜିଟିଭ୍‌

ପୁରୀ ଅଫିସ, ୧୮।୨ ପୁରୀ ଗଜପତି କରୋନା ପଜିଟିଭ ହୋଇଛନ୍ତି। ଶନିବାର ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ଥିବା ବେଳେ ଶୁକ୍ରବାର ପୁରୀ ଗଜପତି କରୋନାରେ...

କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ...

୧୨ରୁ ଚାଲିବ ୩ ସ୍ପେଶାଲ ଟ୍ରେନ୍‌: ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୯।୯(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ଶ୍ରମିକଙ୍କ ପାଇଁ ୩ ସ୍ପେଶାଲ ଟ୍ରେନ୍‌ ଚାଲିବ। ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧିଧାମ, ପୁରୀ -ଓଖା ରୁଟ୍‌ରେ ଏହି ଟ୍ରେନ୍‌ ଚଳାଚଳ...

ସରପଞ୍ଚଙ୍କ ସଟ୍‌ଡାଉନ୍‌ ନିଷ୍ପତ୍ତିକୁ ବ୍ଲକ ପ୍ରଶାସନର ନାଁ; କ୍ଷମତାର ଅପବ୍ୟବହାର କରୁଛନ୍ତି ସରପଞ୍ଚ

ଚଣ୍ଡିଖୋଲ୧୪।୫ (ଡି.ଏନ୍‌.ଏ.): ବଡଚଣା ବ୍ଲକ ଅଧୀନ ସୁଙ୍ଗୁଡା ପଞ୍ଚାୟତକୁ ୧୩ ତାରିଖ ସନ୍ଧ୍ୟା ୫ଟାରୁ ୪୮ ଘଣ୍ଟା ସଟ୍‌ଡାଉନ୍‌ କରିବାକୁ ସରପଞ୍ଚ ନିଷ୍ପତ୍ତି ନେଇଥିବା ବେଳେ...

କ୍ୟାପିଟାଲ ହସ୍ପିଟାଲ ପରିସରରେ ଜମୁଛି ଅଟୋ ଡ୍ରାଇଭରଙ୍କ ଆଡ୍ଡା : ବଢୁଛି ନାନା ସମସ୍ୟା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ପରିସରରେ ଆଡ୍ଡା ଜମାଉଥିବା ଅଟୋ ଓ ଏହାର ଚାଳକଙ୍କୁ ହଟାଇବା ଉଦ୍ୟମ ବିଫଳ ହୋଇଛି। ନାନା ସମସ୍ୟା ସୃଷ୍ଟି ହେବାରୁ ଶେଷରେ...

ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ

ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍‌ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ...

Advertisement
Archives

Model This Week