ପ୍ରଶ୍ନକାଳରେ ବିରୋଧୀ ଦଳ ନେତା, ଉପନେତା, ମୁଖ୍ୟ ସଚେତକ ଅନୁପସ୍ଥିତ

ଭୁବନେଶ୍ୱର,୨।୭(ବ୍ୟୁରୋ)
ଗୃହରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା ହୋଇଥାଏ। ଏହି ସମୟରେ ବିରୋଧୀ ଦଳର ମୁଖ୍ୟ ଭୂମିକା ରହିଥାଏ। ତେବେ ଦୁଇଦିନ ଧରି ଗୃହ ବନ୍ଦ ହେବା ପରେ ସୋମବାର ଖୋଲିଥିଲା। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ଗୃହ ଚାଲିବାବେଳକୁ ବିରୋଧୀ ଦଳ ନେତା, ଉପନେତା କିମ୍ବା ମୁଖ୍ୟ ସଚେତକଙ୍କର ଦେଖା ନ ଥିଲା। ପ୍ରଶ୍ନୋତ୍ତର ଶେଷହେବା ପରେ ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ ଏବଂ ମୁଖ୍ୟ ସଚେତକ ମୋହନ ମାଝି ବିଧାନସଭାକୁ ଆସିଥିଲେ। ପରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଏହି ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ...

୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri