ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ ନେଇ ହଟ୍ଟଗୋଳ ଆରମ୍ଭ କରିଥିଲେ। ବିଧାୟକ ତାରା ପ୍ରସାଦ ବାହିଦୀପତିଙ୍କ ସମେତ ଅନ୍ୟ କଂଗ୍ରେସ ବିଧାୟକମାନେ ବିଚସ୍ପତିଙ୍କ ପୋଡିୟମ୍‌ ନିକଟକୁ ଯାଇ ହୋହଲ୍ଲା କରିବା ସହିତ ବାଚସ୍ପତିଙ୍କ ରୁଲିଂ ଦାବି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ସାଢ଼େ ୧୧ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri