ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭୋଜପୁରୀର ପ୍ରସିଦ୍ଧ ଅଭିନେତା ବ୍ରିଜେଶ ତ୍ରିପାଠୀଙ୍କ ହୃଦଘାତରେ ପରଲୋକ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କ ୭୨ ବର୍ଷ ହୋଇଥିଲା। ବ୍ରିଜେଶଙ୍କ ପରଲୋକରେ ଭୋଜପୁରୀ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି। ତାଙ୍କୁ ଭୋଜପୁରୀ ଇଣ୍ଡଷ୍ଟ୍ରିର ଭୀଷ୍ମ ପିତାମହ କୁହାଯାଉଥିଲା। ବ୍ରିଜେଶ ଅନେକ ବଡ ତାରକାଙ୍କ ସହ କାମ କରିଥିଲେ।
୪୬ ବର୍ଷ ଧରି ଭୋଜପୁରୀ ସିନେମାରେ ସକ୍ରିୟ ଥିଲେ। ମୁଖ୍ୟତଃ ଭୋଜପୁରୀ ଚଳଚ୍ଚିତ୍ରରେ ନକାରାତ୍ମକ ଚରିତ୍ରରେ ଅଭିନୟ କରିଥିଲେ।
ବ୍ରିଜେଶ ଅନେକ ବଲିଉଡ ଫିଲ୍ମରେ ମଧ୍ୟ କାମ କରିଥିଲେ। ସେ ଅଜୟ ଦେବଗନ, ଅମିତାଭ ବଚ୍ଚନ, ଶାହାରୁଖ ଖାନ, ସଲମାନ ଖାନ, ରଜନୀକାନ୍ତ, ରବି କିଶନ, ଧର୍ମେନ୍ଦ୍ର ଏବଂ ବିନୋଦ ଖାନ୍ନାଙ୍କ ସହ ସ୍କ୍ରିନ ସ୍ପେସ ଶେୟାର କରିଛନ୍ତି। ସେ ବଲିଉଡରେ ୨୫୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

‘କ୍ଷମା ମାଗୁ ଭାରତ…’ କାହିଁକି ଏପରି ଆକ୍ଷେପ କରୁଛନ୍ତି ବାଂଲାଦେଶୀ ସାଂସଦ, କାହିଁକି ଯୁଦ୍ଧମୁଖୀ ଆଚରଣ କରୁଛି ଢାକା? ଜାଣନ୍ତୁ…

ଢାକା,୨୯।୬: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମ୍ପର୍କରେ ପଡ଼ୋଶୀ ଦେଶର ମତ ମଜବୁତ ହୋଇନାହିଁ; ଢାକାରେ ଭାରତ ବିରୋଧୀ ବୟାନବାଜି ଜୋର ଧରିଛି। ବିରୋଧୀ ନ୍ୟାସନାଲ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri