ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ

ଚେନ୍ନାଇ, ୧୭।୬: ପ୍ରସିଦ୍ଧ ଫିଲ୍ମ ନିର୍ମାତା ମଣିରତ୍ନମ ଅସୁସ୍ଥ ହୋଇପଡିଛନ୍ତି। ହୃଦଜନିତ ରୋଗରେ ପୀଡିତ ଥିବାରୁ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ଫିଲ୍ମ ନିର୍ମାତା ମଣିରତ୍ନ ୨୦୦୪ରେ ଫିଲ୍ମ ‘ୟୁବା’ର ଶୁଟିଂ ବେଳେ ସେ ହୃତଘାତର ଶିକାର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କେବଳ ତାମିଲ ନୁହେଁ, ହିନ୍ଦୀ ସିନେମାରେ ମଧ୍ୟ ସେ ସକ୍ରିୟ ଥିଲେ। ‘ଗୁରୁ’, ‘ରୋଜା’, ‘ଦିଲ୍‌ ସେ’ ଭଳି ଫିଲ୍ମ ନିର୍ମାଣ କରି ସେ ଲୋକପ୍ରିୟତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ପରେ ୨ ନବଜାତକଙ୍କୁ ଗ୍ରହଣ କଲେ ନାହିଁ ଏହି ପ୍ରସିଦ୍ଧ ଅଭିନେତ୍ରୀ, ହାତରୁ ଚାଲିଯାଇଛି ଅନେକ ଅଫର

ଚିନ୍‌ର ଲୋକପ୍ରିୟ ଅଭିନେତ୍ରୀ ଝେଙ୍ଗ ଶୁଆଙ୍ଗଙ୍କ ଉପରେ ଏକ କଠୋର ଅଭିଯୋଗ ଲାଗିଛି। ଯାହାକୁ ନେଇ ସମଗ୍ର ବିଶ୍ୱରେ ସେ ଆଲୋଚନାର ଶିକାର ହେଉଛନ୍ତି। ଖବର...

କେନ୍ଦ୍ର ପ୍ରସ୍ତାବକୁ ବିରୋଧ ବଢୁଛି

ନୂଆଦିଲ୍ଲୀ,୨୪ା୧(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) କ୍ୟାଡର ରୁଲ୍ସ, ୧୯୫୪ରେ ସଂଶୋଧନ ଆଣିବାକୁ ଯାଉଛନ୍ତି। ତାହା ହେଲା ଉକ୍ତ ରୁଲ୍ସର ରୁଲ୍‌ ୬ରେ...

ଦୀର୍ଘ ୨୪ ବର୍ଷ ପରେ ମହାରାଷ୍ଟ୍ରରେ ଆସିଛି ମତଦାନ ମହାପର୍ବ, ୬ ଆସନରେ ଭାଜପା-ଶିବସେନା ମୁହାଁମୁହିଁ

ମୁମ୍ବାଇ,୪ ।୬: ମହାରାଷ୍ଟ୍ରରେ ରାଜ୍ୟ ସଭାର ୬ ଆସନ ପାଇଁ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମୁକାବିଲା ସୁନିଶ୍ଚିତ ହୋଇଯାଇଛି । ନିର୍ବାଚନ...

ଆଇଟମ ଗୀତରେ ଡ୍ୟାନ୍ସ କରିଛନ୍ତି ନାମୀଦାମୀ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ଅନେକ ଲୋକପ୍ରିୟ ଅଭିନେତ୍ରୀ ଅଭିନୟ କରିବା ବ୍ୟତୀତ ଆଇଟମ୍‌ ଗୀତରେ ମଧ୍ୟ ଡ୍ୟାନ୍ସ କରିଛନ୍ତି। ସେ ବିଶ୍ୱସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ହୁଅନ୍ତୁ କି...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ: ଖଣ୍ଡନ କଲା ପୋଲିସ

ନୂଆଦିଲ୍ଲୀ,୮।୧୨- ଆନ୍ଦୋଳନରତ କୃଷକଙ୍କୁ ଭେଟିବାର ପର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ ରଖାଯାଇଥିବା ମଙ୍ଗଳବାର ସକାଳେ ଅଭିଯୋଗ ଆଣିଥିଲା ଆମ ଆଦମି...

ଆମ ଦେଶର ଏହି ରାଜ୍ୟରେ ସବୁଠୁ ଅଧିକ ଭିକାରି, ସବୁଠୁ କମ୍‌ ରହିଛି …

ନୂଆଦିଲ୍ଲୀ,୧୧।୩: ଆମ ଦେଶର ଅଧିକାଂଶ ରାଜ୍ୟରେ ଲୋକେ ଭିକ୍ଷାବୃତ୍ତି କରି ପେଟ ପୋଷୁଛନ୍ତି। ଏହି ଭିକାରିଙ୍କ ସଂଖ୍ୟା ପ୍ରାୟ ୪ ଲକ୍ଷ। ତେବେ ସବୁଠୁ ଅଧିକ...

ବସ୍‌ ଛାତରୁ ଭିଡ ରାସ୍ତାରେ ଗଳି ପଡିଲେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର

ନୂଆଦିଲ୍ଲୀ,୧୮।୬: ଚେନ୍ନାଇରେ ବସ୍‌ ଡେ’ ପାଳନ ଅବସରରେ ଘଟିଛି ଏକ ଦୁର୍ଘଟଣା। ସୋମବାର ଏହି ଦିବସ ପାଳନ ଅବସରରେ କେତେଜଣ ଛାତ୍ର ଚଳନ୍ତା ବସ୍‌ ଛାତ...

ଏହି ଫିଲ୍ମରେ ପ୍ରିୟଙ୍କା ଚୋପ୍ରାଙ୍କ ବାପା ରୋଲ କରିବାକୁ ଚାହୁଁ ନ ଥିଲେ ଅନିଲ କପୁର, କାରଣ ଜାଣିଲେ…

ଜୋୟା ଅଖତରଙ୍କ ଫିଲ୍ମ ‘ଦିଲ୍‌ ଧଡ୍‌କନେ ଦୋ’ରେ ଅଭିନେତା ଅନିଲ କପୁର ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପିତା ଭୂମିକାରେ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରକୁ ଦର୍ଶକମାନେ...

Advertisement
Archives

Model This Week