ପ୍ରସୂତିଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ସରପଞ୍ଚ, ସାଧାରଣରେ ପ୍ରଶଂସା

ମାଲକାନଗିରି, ୨୩ା୬(ଡି.ଏନ.ଏ.): ମାଲକାନଗିରି ଜିଲାର ଜଣେ ଯୁବ ସରପଞ୍ଚ ନନ୍ଦ କୁମାର ଆଜମେରା । ଜଣେ ପ୍ରସୂତି ମହିଳାଙ୍କୁ ଶନିବାର ରକ୍ତଦାନ କରି ସେ ମୃତ୍ୟୁମୁଖରୁ ବଞ୍ଚାଇ ଦେଇଛନ୍ତି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ତଣ୍ଡାପାଲ୍ଲୀ ପଞ୍ଚାୟତର ନନ୍ଦ ବସ୍ତିର କୃଷ୍ଣ ଭୂକିଆଙ୍କ ସ୍ତ୍ରୀ ମେନକାଙ୍କ ଶୁକ୍ରବାର ରାତିରେ ପ୍ରସବ ଯନ୍ତ୍ରଣା ହୋଇଥିଲା । ଫଳରେ ପରିବାର ଲୋକେ ତାଙ୍କୁ ମାଲକାନଗିରି ଜିଲା ସଦର ମହକୁମା ଚିିକିସତ୍ାଳୟକୁ ନେଇଥିଲେ। ଡାକ୍ତର ତାଙ୍କୁ ପରୀକ୍ଷା କରିବା ପରେ ପ୍ରସବ ପାଇଁ ଅସ୍ତ୍ରୋପଚାର କରିବା ଜରୁରୀ ବୋଲି କହିଥିଲେ। ମେନକାଙ୍କ ଅସ୍ତ୍ରୋପଚାର କରିବା ପରେ ସେ ଶିଶୁପୁତ୍ରଟିଏ ଜନ୍ମ ଦେଇଥିଲେ । ପରେ ମେନକାଙ୍କୁ ରକ୍ତ ଦେବା ଆବଶ୍ୟକ ପଡିଥିଲା। ମାଲକାନଗିରି ରକ୍ତଭଣ୍ଡାରରେ ରକ୍ତର ଅଭାବ ହେତୁ ମେନକାଙ୍କ ପରିବାର ଲୋକେ ଚିନ୍ତାରେ ପଡ଼ିଥିଲେ ା ଏହି ସମୟରେ ତଣ୍ଡାପାଲି ସରପଞ୍ଚ ନନ୍ଦ କୁମାର ଆଜମେରା ଖବର ପାଇ ତୁରନ୍ତ ଚିକିସତ୍ାଳୟରେ ପହଞ୍ଚତ୍ ମେନକାଙ୍କୁ ରକ୍ତଦାନ କରିଥିଲେ । ଫଳରେ ମେନକା ମୃତ୍ୟୁମୁଖରୁ ରକ୍ଷା ପାଇଯାଇଥିଲେ। ଉଚ୍ଚ ଶିକ୍ଷିତ ସରପଞ୍ଚ ଆଜମେରାଙ୍କ ଏଭଳି ମହନୀୟ କାର୍ଯ୍ୟ ପାଇଁ ସାଧାରଣରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର

କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍‌ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା।...

ନାଗାବଳୀରେ ଲୀନହେବ ୨ ଗାଁ

ରାୟଗଡ଼ା ଅଫିସ,୨୦ା୧୦: ନାଗାବଳୀ ନଦୀର କରାଳ ରୂପରେ ରାୟଗଡ଼ା ଜିଲା ସଦର ବ୍ଲକ ବାଇସିଂ ପଞ୍ଚାୟତ ଅନ୍ତର୍ଗତ ନଦୀ ମୁହାଣରେ ଅବସ୍ଥାପିତ ଦୁଇଟି ଗାଁ ଲୀନହେବାକୁ...

ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍‌ ଚାହିଦା

ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍‌ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ...

୫ ଦିନ ହେଲା ମାଣ୍ଡିବିଶି ୟୁପି ସ୍କୁଲରେ ଝୁଲୁଛି ତାଲା

ଟିକିରି,୨୬।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ୟୁପି ସ୍କୁଲ ଫାଟକରେ ୫ ଦିନ ହେଲା ତାଲା ଝୁଲୁଛି। ଶିକ୍ଷକ ଅଭାବ ପ୍ରତିବାଦରେ ଅଭିଭାବକ ଏବଂ ଗ୍ରାମବାସୀ...

ହାତ ଗୋଡ଼ ବାନ୍ଧି ଲୁଟିନେଲେ ୧ କୋଟି ଟଙ୍କାର ଅଳଙ୍କାର

ରାୟଗଡ଼ା ଅଫିସ,୨।୪: ରାୟଗଡ଼ା ସହରର ସାଇପ୍ରିୟା ନଗର ତୃତୀୟ ଲାଇନରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ହୋଇଛି। ରେଳବାଇରେ ଗୁଡ୍‌ସ ଟ୍ରେନ ଗାର୍ଡ...

ମୋଟୁର ସିଲେରୁ ନଦୀରେ ସେତୁ ନିର୍ମାଣ ପରେ ୩୩୨ ମିଟର ଆପ୍ରୋଚ ରୋଡ୍‌ ନିର୍ମାଣରେ ପ୍ରଶାସନର ବିଳମ୍ବ: ଗ୍ରାମବାସୀ ନିର୍ମାଣ କଲେ ରାସ୍ତା

ମାଲକାନଗିରି,୧୯।୭(ଡି.ଏନ୍‌.ଏ): ଗୁରୁପ୍ରିୟା ସେତୁ ପରେ ମାଲକାନଗିରି ଜିଲାବାସୀଙ୍କ ବହୁ ପ୍ରତୀକ୍ଷିତ ଅନ୍ୟ ଏକ ସ୍ବପ୍ନ ମୋଟୁର ସିଲେରୁ ନଦୀ ଉପରେ ପୋଲ ନିର୍ମାଣ ପରେ ମଧ୍ୟ...

ଭଙ୍ଗା କୁଡ଼ିଆରେ ସରୀସୃପଙ୍କ ସହ ବିତୁଛି ରାତି

ଟିକିରି,୨୩।୩(ଡି.ଏନ୍‌.ଏ.) – ଗରିବ ଓ ବାସହୀନଙ୍କ ପାଇଁ ସରକାର ଆବାସ ଯୋଜନାରେ ବାସଗୃହ ଯୋଗାଉଛନ୍ତି। ହେଲେ ତଳସ୍ତରରେ ଏହା ଠିକ୍‌ରେ କାର୍ଯ୍ୟକାରୀ ହେଉ ନ ଥିବାରୁ...

ଜଣେ ଝାଡାବାନ୍ତି ଆଉ ଜଣେ କିଡନୀ ରୋଗରେ ମୃତ

ରାୟଗଡା ଅଫିସ, ୭।୧୧: ରାୟଗଡା ବ୍ଲକ ପିତା ମହଲ ପଞ୍ଚାୟତ କନ୍ଧ ଖିଲମ ଗ୍ରାମରେ ୨ ଜଣ ମୃତ୍ୟୁ ଘଟିଛି। ଜଣେ ଝାଡ଼ାବାନ୍ତିରେ ଅନ୍ୟ ଜଣେ...

Advertisement
Archives

Model This Week