ପ୍ରସୂତିଙ୍କ ପାଇଁ ଉପଯୋଗୀ ଏହି ଡାଲି…

ପ୍ରସବ ପରେ ପ୍ରସୂତିଙ୍କୁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବାକୁ ପଡ଼ିଥାଏ। କାରଣ ଖାଦ୍ୟପେୟରେ ଅନିୟମିତତାର ପ୍ରଭାବ ନବଜାତ ଶିଶୁ ଉପରେ ହିଁ ପଡ଼ିଥାଏ। ପ୍ରସବ ପରେ ପ୍ରସୂତିଙ୍କଠାରେ ଆରଇନର ଅଭାବ ଦେଖାଦେଇଥାଏ। ସେଥିପାଇଁ ଏହି ସମୟରେ କୋଳଥ ଡାଲି ଖାଇବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। କୋଳଥ ଡାଲି କରି ଏଥିରେ ସ୍ବାଦ ଅନୁସାରେ ଖଟା ଏବଂ ମିଠା ମିଶାଇ ଖାଇଲେ ଏହା ପ୍ରସୂତିଙ୍କ ସ୍ବାସ୍ଥ୍ୟ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଥାନ୍ତି। ଏହା ପ୍ରସୂତିଙ୍କଠାରେ କ୍ଷୀର ସୃଷ୍ଟି ହୋଇଥାଏ। ଯାହାକି ଶିଶୁର ଆବଶ୍ୟକତା ପୂରଣ କରିପାରିଥାଏ। ତେଣୁ ପ୍ରସୂତିଙ୍କୁ ପ୍ରସବ ପରେ ୪୫ ଦିନ ପର୍ଯ୍ୟନ୍ତ କୋଳଥ ଡାଲି ଖାଇବାକୁ ପରାମର୍ଶ ଦିଆଯାଇଥାଏ। ଏହା ପ୍ରସବ ପରେ ଦେଖାଦେଉଥିବା ଏସିଡ଼ିଟି ସମସ୍ୟାକୁ ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ସମସ୍ୟାର ସମାଧାନ କରେ ଗୁଜୁରାତି

ପ୍ରାୟ ସମସ୍ତଙ୍କ ଘରେ ଗୁଜୁରାତିର ବ୍ୟବହାର କରାଯାଉଥିବା ଦେଖାଯାଏ । କିନ୍ତୁ ଏହାର ଔଷଧୀୟ ଗୁଣ ସମ୍ପର୍କରେ ସମସ୍ତଙ୍କୁ ଜଣା ନ ଥାଏ । ଏହା...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ଟମାଟର ସୁପ୍‌

ଶୀତଦିନେ ଟମାଟର ସୁପ୍‌ ପିଇବାର ମଜା ନିଆରା। ଟମାଟର ସୁପ୍‌ରେ ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି ଯାହା ସ୍ବାସ୍ଥ୍ୟ ପାଇଁ ଲାଭକାରୀ ହୋଇଥାଏ। ଏଥିରେ...

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ହେଙ୍ଗୁ, ଜାଣନ୍ତୁ କେମିତି କରିବେ ବ୍ୟବହାର

ଏକ ରିପୋର୍ଟରୁ ପ୍ରକାଶ, ଭାରତରେ ପ୍ରତି ୫ ଜଣରେ ଜଣେ ରକ୍ତଚାପର ଶିକାର ହୋଇଥାନ୍ତି। ରକ୍ତଚାପ ବଢ଼ିଲେ ଅନ୍ୟ ରୋଗ ଆଶଙ୍କା ମଧ୍ୟ ବଢ଼ିଯାଇଥାଏ। ତେଣୁ...

ଫାଣ୍ଟୋମ ଭାଇବ୍ରେଶନ୍‌ ସିଣ୍ଡ୍ରୋମ

ଏବେ ହାଇଟେକ୍‌ ଯୁଗ। ଇଲେକଟ୍ରୋନିକ ଜିନିଷର ବ୍ୟବହାର ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ମୋବାଇଲ ବ୍ୟବହାର ଏକ ସାଧାରଣ କଥା ପାଲଟି ଗଲାଣି। କାରଣ...

ଏହି ୫ ଗୁଣ ସ୍ତ୍ରୀଙ୍କ ପାଖରେ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ; ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଏହି ୪ ଫଳ ଖାଇଲେ ସଂକ୍ରମଣରୁ ମିଳିବ ମୁକ୍ତି

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏଣୁତେଣୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି...

ଶକ୍ତିହୀନତା ଦୂର କରେ କୀଟରୁ ପ୍ରସ୍ତୁତ ଏହି ଔଷଧ

ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି...

କୋଲେଷ୍ଟରଲ ସମସ୍ୟା ଦୂର କରେ ଉଷୁମ ପାଣି

ଆମ ଶରୀରରେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିବା ନିହାତି ଜରୁରୀ। ଯଦି ଏଥିରେ ଅସନ୍ତୁଳନ ପରିଲକ୍ଷିତ ହୁଏ, ତେବେ ତାହା କେତେକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାକୁ...

Advertisement
Archives

Model This Week