ପ୍ରାକୃତିକ ଉପାୟରେ କେଶ କଳା କରିବାକୁ ଚାହୁଁଥିଲେ

କେଶ ଧଳା ହେବା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ବର୍ତ୍ତମାନ ଏହି ସମସ୍ୟା ବୟସ୍କଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କଠାରେ ମଧ୍ୟ ଦେଖାଯାଉଛି। ତେବେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ବଜାରରେ ମିଳୁଥିବା ଅନେକ ରାସାୟନିକ ପଦାର୍ଥ ବ୍ୟବହାର କରୁଛନ୍ତି, ଯାହା ଅଳ୍ପ ସମୟରେ ଏହି କେଶ ଧଳା ସମସ୍ୟାକୁ ଦୂର କରିଥାଏ। ମାତ୍ର ପରେ ଏହାର ଖରାପ ପ୍ରଭାବ ପଡ଼ି କେଶ ଝଡିବା ସହ ରୁକ୍ଷ ଦେଖାଯାଇଥାଏ। ତେବେ କେଶକୁ ପ୍ରାକୃତିକ ଉପାୟରେ କଳା ରଖିବାକୁ ଚାହୁଁଥିଲେ ଜାଣନ୍ତୁ କିଛି ଟିପ୍ସ।

ପ୍ରାକୃତିକ ଉପାୟରେ କେଶ କଳା ପାଇଁ ମେହେନ୍ଦି ଏକ ଘରୋଇ ଉପଚାର। ଏଥିରେ ବାଦାମ ତେଲ ମିଶାଇ ଲଗାଇବା ଫଳରେ କେଶ ଅନେକ ସମୟ ପର୍ଯ୍ୟନ୍ତ କଳା ରହିଥାଏ।

ବାଦାମ ତେଲରେ ପୋଷଣ ଓ ଭିଟାମିନ୍‌ ରହିଥାଏ। ଏହା କେଶ ଲାଗି ଉପକାରୀ ହୋଇଥାଏ। ଏହାକୁ ମେହେନ୍ଦିରେ ମିଶାଇ ଲଗାଇବା ଫଳରେ କେଶ ଧଳା ସମସ୍ୟା ଦୂର ହୋଇଥାଏ।

ବ୍ୟବହାର

ପାଣିକୁ ଫୁଟାଇ ସେଥିରେ ମେହେନ୍ଦି ପାଉଡର ମିଶାଇ ପ୍ୟାକ ପ୍ରସ୍ତୁତ କରନ୍ତୁ। ସେଥିରେ ଅଳ୍ପ ବାଦାମ ତେଲ ମିଶାନ୍ତୁ। ଏହାକୁ ୩୦ରୁ ୪୦ ମିନିଟ୍‌ ପର୍ଯ୍ୟନ୍ତ ରଖି ଧୋଇ ଦିଅନ୍ତୁ। ୨ ସପ୍ତାହକୁ ଥରେ ବ୍ୟବହାର କରିବା ଉଚିତ। ଏପରି କରିବା ଫଳରେ ପ୍ରାକୃତିକ ଉପାୟରେ କେଶ କଳା ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?