ପ୍ରାକୃତିକ ଉପାୟରେ ହଟାନ୍ତୁ ଭାତୁଡ଼ି

ଶରୀରରେ ଭାତୁଡ଼ି ହେଉଥିଲେ ବିନା ଅସ୍ତ୍ରୋପଚାରରେ ମଧ୍ୟ ଦୂର ଏହାକୁ କରିହେବ। କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରି ଏହି ସମସ୍ୟାରୁ ମୁକ୍ତି ପାଆନ୍ତୁ।
ରସୁଣ: ରସୁଣର କିଛି ପାଖୁଡ଼ା ଛଡ଼ାଇ ଏହାର ଏକ ପେଷ୍ଟ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା ସ୍ଥାନରେ ଘଷନ୍ତୁ। ଏପରି କିଛି ସପ୍ତାହ କରନ୍ତୁ।

ଲେମ୍ବୁରସ: ଭାତୁଡ଼ି ହୋଇଥିବା ସ୍ଥାନରେ ଲେମ୍ବୁରସ ଲଗାଇଲେ ଲାଭଦାୟକ ହୋଇଥାଏ।

ଆଳୁରସ: ଭାତୁଡ଼ି ହଟାଇବା ପାଇଁ ଆଳୁରସ ଏକ ଭଲ ବିକଳ୍ପ। ରାତିସାରା ଆଳୁରସକୁ ଭାତୁଡ଼ି ହୋଇଥିବା ସ୍ଥାନରେ ଲଗାଇ ଶୁଅନ୍ତୁ।
ସକାଳୁ ଉଠି ଭଲ ଭାବରେ ଧୋଇଦିଅନ୍ତୁ।

ବେକିଂ ସୋଡ଼ା: ତ୍ୱଚା ସମସ୍ୟା ଲାଗି ବେକିଂ ସୋଡ଼ା ବ୍ୟବହାର ସବୁଠୁ ଭଲ। ଜଡ଼ାତେଲରେ ବେକିଂ ସୋଡ଼ା ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା ସ୍ଥାନରେ ଲଗାନ୍ତୁ। ଏପରି ଲଗାତର କିଛିଦିନ କରନ୍ତୁ। ଦେଖିବେ କିଛିଦିନ ମଧ୍ୟରେ ଏହି ସମସ୍ୟା ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପଯୋଗୀ କଞ୍ଚା ପିଆଜ

ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର ଶରୀର ପାଇଁ ଖୁବ ଭଲ। ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଗ୍ରୀଷ୍ମରେ କଞ୍ଚା ପିଆଜ...

ଏହି ୮ ପ୍ରକାର ଲୋକଙ୍କଠାରୁ ଦୂରରେ ରହିବାକୁ କହିଛନ୍ତି ଚାଣକ୍ୟ, ନଚେତ ପାଇବେ ଦୁଃଖ

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର...

ବିଶ୍ୱ କିଡ୍‌ନୀ ଦିବସ: ଗୋଟିଏ ଗୋଟିଏ କିଡ୍‌ନୀରେ ବଞ୍ଚୁଛନ୍ତି ସମ୍ପୂର୍ଣ୍ଣ ପରିବାର

ନୂଆଦିଲ୍ଲୀ: ସାରା ବିଶ୍ୱରେ ମାର୍ଚ୍ଚ ୧୦ ତାରିଖ ଅର୍ଥାତ୍ ମାର୍ଚ୍ଚ ମାସର ଦ୍ୱିତୀୟ ଗୁରୁବାରକୁ ବିଶ୍ୱ କିଡନୀ ଦିବସ ଭାବେ ପାଳନ କରାଯାଇଥାଏ । ଏହାର...

କରୋନା ଗଲା ପରେ ମୁଖ୍ୟଧାରାକୁ ଫେରି ପାରିବ କି ସାମାଜିକ ବ୍ୟବସ୍ଥା !

ଓ୍ବାଶିଂଟନ,୨୧।୩: ପୃଥିବୀ ସାରା କରୋନା ସୃଷ୍ଟି କରିଛି ଆତଙ୍କ। ସଂକ୍ରମଣକୁ ରୋକିବା ପାଇଁ କେତେକ ସୁରକ୍ଷିତ ମାର୍ଗଦର୍ଶିକା ଜାତିସଂଘ ପକ୍ଷରୁ ଜାରି କରାଯାଇଛି। ସେଥିମଧ୍ୟରେ ପରସ୍ପରଠାରୁ...

ସୌରଜଗତରେ ବୁଦ୍ଧିମାନ ଜୀବ ସନ୍ଧାନ

କୋଟି କୋଟି ଗାଲାକ୍ସିକୁ ନେଇ ବିଶ୍ୱ ଗଠିତ ଏବଂ ପ୍ରତ୍ୟେକ ଗାଲାକ୍ସିରେ କୋଟି କୋଟି ନକ୍ଷତ୍ର ଅଛନ୍ତି। ଆମ ସୌରଜଗତର ମୁଖ୍ୟ ସୂର୍ଯ୍ୟ ଆକାଶଗଙ୍ଗା ଗାଲାକ୍ସିରେ...

ସୁସ୍ଥ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ଶରୀର ସୁସ୍ଥ ରଖିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଲୋଭେରାକୁ ଆୟୁର୍ବେଦ ଭାଷାରେ ଘି କୁଆଁରୀ କୁହାଯାଏ। ଆଲୋଭେରା ବ୍ୟବହାର କଲେ...

କମ୍‌ ଦରମାକୁ ଋଣ ବଢ଼ୁଛି କି? ଶୁକ୍ରବାର ଦିନ କରନ୍ତୁ ଏହି ୫ କାମ; ଆପଣା ଛାଏଁ ଦୂର ହେବ ସମସ୍ୟା…

ମା’ ଲକ୍ଷ୍ମୀ ହେଉଛନ୍ତି ଧନର ଦେବୀ। ତାଙ୍କୁ ପୂଜା କରିବା ଦ୍ୱାରା ଆର୍ଥିକସ୍ତରରେ ସମସ୍ତ ଅସୁବିଧା ଦୂର ହୋଇଥାଏ। ଏହାଛଡ଼ା କୁବେର ଏବଂ ଶୁକ୍ର ଗ୍ରହରୁ...

ଶନିଙ୍କ ପ୍ରିୟ ହେଉଛି ଏହି ଲତା; ଧନ ଲାଭ ସାଙ୍ଗକୁ ବିବାହରେ ଉପୁଜୁଥିବା ବାଧା ହେବ ଦୂର…

ବାସ୍ତୁ ଶାସ୍ତ୍ରରେ ଘରେ ସୁଖ ସମୃଦ୍ଧି ଲାଗି ଅନେକ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି। ସେଥିରୁ ଗୋଟିଏ ହେଉଛି ବୃକ୍ଷଲତା ସମ୍ବନ୍ଧୀୟ। ଆଜିକାଲି ସମୟରେ ଅଧିକ...

Advertisement
Archives

Model This Week