ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ମକ୍‌ଡ୍ରିଲ

ବାଙ୍ଗିରିପୋଷି,୨୦ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ଏକ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଗ୍ନିଶମ ସେବା ବିଭାଗର ହାବିଲଦାର ପରମେଶ୍ୱର ମହାନ୍ତଙ୍କ ନେତୃତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିପର୍ଯ୍ୟୟ ସମୟରେ ଉପଯୁକ୍ତ ଉପାୟ ଅବଲମ୍ବନ କରି ସୁରକ୍ଷା ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୂପେଶ କୁମାର ନାଏକଙ୍କ ତତ୍ତ୍ୱାବଧାନରେ ବ୍ଲକ ସହକାରୀ ଯନ୍ତ୍ରୀ ଯୋଗେଶ୍ୱର ବେହେରା, କୋଷାଧ୍ୟକ୍ଷ ଅରୁଣ କୁମାର ପୃଷ୍ଟି, ଏସିଇଓ ଜାନକୀ ହେମ୍ବ୍ରମ, ଯୋଗାଣ ଅଧିକାରୀ କମଳାକାନ୍ତ ବେହେରା, ବରିଷ୍ଠ କିରାଣୀ ଦିଲ୍ଲୀପ ନାଏକ, ପଥୁରୀ ପଞ୍ଚାୟତର ସରପଞ୍ଚ ପ୍ରଫୁଲ୍ଲ ସିଂ, କୁମ୍ଭାରମୁଣ୍ଢାକଟା ସମିତି ସଭ୍ୟ ରବୀନ୍ଦ୍ର ନାଥ ନାଏକ,ବିଶ୍ୱଜିତ ଶର୍ମା, ଦିଲ୍ଲୀପ ଅଧିକାରୀ, ମନୋଜ କୁମାର ଦାସଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ତଥା ଜନସାଧାରଣ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଅଗ୍ନିଶମ ବିଭାଗ ପକ୍ଷରୁ ଇନ୍ଦ୍ରଜିତ ପ୍ରଧାନ, ତପନ କୁମାର ମଲ୍ଲିକ, ସନ୍ତୋଷ କୁମାର ମହାରଣା, ଅଜୟ କୁମାର ଦାସ, ଦିଲ୍ଲୀପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?