ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ:ଭାଜପା ପକ୍ଷରୁ ବ୍ଲକ ସମ୍ମୁଖରେ ଧାରଣା

କଣ୍ଟାପଡା,୨୭।୯:(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରାଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଓ ବାଟମାରଣା ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଭାଜପା ପକ୍ଷରୁ ଶୁକ୍ରବାର ଧାରଣା ଦିଆଯାଇଛି। ସ୍ଥାନୀୟ ଭାଜପା ନେତା ଛବି ମଲିକଙ୍କ ନେତୃତ୍ୱରେ କଣ୍ଟାପଡା ବ୍ଲକର ଶତାଧିକ ଭାଜପା କର୍ମୀ ଧାରଣାରେ ବସିଛନ୍ତି। ଭାଜପା ନେତା ରବିନରାୟଣ ମହାପାତ୍ର, ନମିତା ମିଶ୍ର, ବିଷ୍ଣୁପ୍ରିୟା ପ୍ରଧାନ, ଅଶୋକ ରଥ, ବିଶ୍ୱମ୍ବର ଜେନା, ପ୍ରଭାତ ମହାପାତ୍ର, ଅଶୋକ କୁମାର ବାରିକ, ଉମାକାନ୍ତ କର, ମାନସ ପଣ୍ଡା, ପ୍ରତାପ ଚନ୍ଦ୍ର ସ୍ବାଇଁ, ସୌମ୍ୟସାଗର ମହାରଥା ପ୍ରମୁଖ ଯୋଗଦେଇ ବ୍ଲକରେ ଚାଲିଥିବା ପକ୍ଷପାତିତା ଓ ଅନିୟମିତତାର ତୀବ୍ର ନିନ୍ଦା କରିଥିଲେ। ଶେଷରେ ବିଡିଓ କେ ଅଶୋକ କୁମାରଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇବ ନଦୀ ନିକଟରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ,ହତ୍ୟା ସନ୍ଦେହ

ଝାରସୁଗୁଡା ଅଫିସ, ୨୧।୧୦: ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢିପଦର ସ୍ଥିତ ଇବ ନଦୀ ନିକଟରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଜବତ...

ଦେଭୋଗ-ଦେଉଳା ରାସ୍ତାରେ ୩ଫୁଟ୍‌ର ପାଣି

ଲଙ୍ଗଳେଶ୍ୱର, ୩୦।୬(ଡି.ଏନ.ଏ.)-ଅସରାଏ ବର୍ଷା ହେଲେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ଦେଭୋଗ ବିବି ରୋଡ଼ଠାରୁ ଦେଉଳା ହାଟ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଉପରେ ୩...

୨ଶହ ବର୍ଷର ଶକ୍ତିପୀଠ ମା’ ଜଳଙ୍ଗ ଚଣ୍ଡୀ

ଖଇରା, ୧୪।୧୦(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ଅଧୀନ ଜଳଙ୍ଗ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଚଣ୍ଡୀଙ୍କର ପୂଜାର୍ଚ୍ଚନା କୋଭିଡ କଟକଣା ମଧ୍ୟରେ ଆରମ୍ଭ...

ପର୍ଯ୍ୟଟନସ୍ଥଳୀରେ ମିଳୁନି ବିଶୁଦ୍ଧ ପାନୀୟଜଳ

କେନ୍ଦୁଝର, ୧୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ଅନେକଗୁଡିଏ ପର୍ଯ୍ୟଟନସ୍ଥଳ ରହିଛି। ସେଥିମଧ୍ୟରୁ ୧୭ଟି ପର୍ଯ୍ୟଟନସ୍ଥଳୀ ସରକାରୀ ମାନ୍ୟତା ପାଇ ସାରା ରାଜ୍ୟରେ ପ୍ରସିଦ୍ଧିଲାଭ କରିଛି। ଏଥିମଧ୍ୟରୁ ଜିଲାର କେତୋଟି...

କଣିହାଁରେ ଅମାନବୀୟ ଦୃଶ୍ୟ: ବସ୍ତା ପରି ବାଇକ୍‌ରେ ଜ୍ୱାଇଁଙ୍କୁ ବାନ୍ଧିନେଲେ

କଣିହାଁ, ୨୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ଜ୍ୱାଇଁଙ୍କୁ ଶ୍ୱଶୁର ଘର ଲୋକେ...

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହାଣି ଦେଲେ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବଗା ଥାନା ଅଧୀନ ଭଦ୍ରାଟୋଲିରେ ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧ ଦମ୍ପତିଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଲୋହିଆ...

ନୂଆ ପ୍ରାର୍ଥୀ, ତୁମୁଳ ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୯।୨: ଢେଙ୍କାନାଳ ଜିଲା ରାଜନୀତିର ଅନ୍ୟତମ ପାଓ୍ବାର ହାଉସ୍‌ ଭାବେ ପରିଚିତ ଗଁଦିଆ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ...

ଏନ୍‌ଏସି ସୁଇପରଙ୍କୁ ମିଳୁନାହିଁ ମାସିକ ମଜୁରି, ସୁଇପର ସଂଘ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଭବାନୀପାଟଣା,୭।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ଏନ୍‌ଏସି ଆଉଟସୋର୍ସିଂ କମ୍ପାନୀ କାର୍ଯ୍ୟରେ ନିୟୋଜିତ କରିଥିବା ସୁଇପର କର୍ମଚାରୀଙ୍କୁ ଦରମା ମିଳୁ ନ ଥିବା ଓ ଇପିଏଫ ଆକାଉଣ୍ଟରେ...

Advertisement
Archives

Model This Week