Posted inଜାତୀୟ

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ ପୂର୍ବରୁ ଏହି ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ନାଁ ନେଇଥିବା ବେଳେ ପୁଣିଥରେ ସୋମବାର ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ କହିଥିଲେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ପ୍ରିୟଙ୍କା ହେଉଛନ୍ତି ଜଣେ ଆଦର୍ଶ ପ୍ରାର୍ଥୀ। ହେଲେ ଏହାକୁ ସହଜରେ ଗ୍ରହଣ କରିପାରୁ ନାହାଁନ୍ତି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ପ୍ରିୟଙ୍କାଙ୍କ ଭାଇ ରାହୁଲ ଗାନ୍ଧୀ। କାରଣ ରାହୁଲ ଚାହୁଁଛନ୍ତି ଏଥର କଂଗ୍ରେସ ଅଧ୍ୟକ୍ଷ ପଦରେ ଗାନ୍ଧୀ ପରିବାରର କୌଣସି ସଦସ୍ୟ ନ ରୁହନ୍ତୁ ଏବଂ ଜଣେ ଯୁବ ନେତାଙ୍କୁ ଏଥିପାଇଁ ସୁଯୋଗ ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଚାହୁଁଚାହୁଁ ବୁଡ଼ିଗଲା କାର: ରାସ୍ତାରେ ୩ ଫୁଟ ପାଣି

ଗୁଡ଼ଗାଓଁ,୨୩।୭: ଗତ କିଛି ଦିନ ଧରି ଗୁଡ଼ଗାଓଁରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ୩ ଫୁଟର ବନ୍ୟାଜଳ ଦିଲ୍ଲୀ-ଗୁଡ଼ଗାଓଁ ଏକ୍ସପ୍ରେସ୍‌ ଓ୍ବେ ଉପରେ ପ୍ରବାହିତ...

ଜନପ୍ରତିନିଧିଙ୍କ ବିରୋଧରେ ମାମଲା ହାଇକୋର୍ଟଙ୍କ ଅନୁମତି ବିନା ପ୍ରତ୍ୟାହାର ହେବ ନାହିଁ…

ନୂଆଦିଲ୍ଲୀ,୧୦।୮: ଜନପ୍ରତିନିଧିଙ୍କ ବିରୋଧରେ ମାମଲା ହାଇକୋର୍ଟଙ୍କ ଅନୁମତି ବିନା ପ୍ରତ୍ୟାହାର ହେବ ନାହିଁ ବୋଲି ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି ହୋଇଛି। ସୁପ୍ରିମକୋର୍ଟ...

୭ ଜୁନ୍‌ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ଅଡ୍‌-ଇଭିନ୍‌ରେ ଖୋଲିବ ଦୋକାନ…

ଚଣ୍ଡିଗଡ଼,୩୦।୫: କରୋନା ମହାମାରୀ ସଂକ୍ରମଣରେ ରୋକ ଲଗାଇବା ପାଇଁ ହରିୟାଣାରେ ୭ ଜୁନ୍‌ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମନୋହର...

ଦିଲ୍ଲୀ ଜଗଜୀବନ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଦିଲ୍ଲୀ ବାବୁ ଜଗଜୀବନ ରାମ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ କରୋନାରେ...

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮...

ଡ୍ରଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯାଉଛି: ଜୟା

ନୂଆଦିଲ୍ଲୀ, ୧୫।୯: ଡଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯିବାର ଯୋଜନା କରାଯାଉଛି। ମନୋରଞ୍ଜନ ଶିଳ୍ପ ପ୍ରତିଦିନ ୫ ଲକ୍ଷରୁ ଅଧିକ ଲୋକଙ୍କୁ ରୋଜଗାର ଯୋଗାଇ...

କଂଗ୍ରେସର ଯୋଜନା, ମୋଦିଙ୍କ ଶ୍ରେୟ

ନୂଆଦିଲ୍ଲୀ,୨୦ା୫: କଂଗ୍ରେସ ଏକ ଜନମଙ୍ଗଳକାରୀ ଢାଞ୍ଚାର ଉପାଦାନଗୁଡ଼ିକୁ ପ୍ରସ୍ତୁତ କରିଥିଲା। ପ୍ରଧାନମନ୍ତ୍ରୀ ସେଗୁଡ଼ିକୁ ଫେଣ୍ଟାଫେଣ୍ଟି କରି ସେଥିରେ ମୋଦି ‘ତଡ୍‌କା’ ଯୋଡ଼ିଦେଲେ କେବଳ ନିଜସ୍ବ ବୋଲି...

ବରଙ୍କୁ ବେଦୀରେ ଛାଡ଼ି କାଉନସେଲିଂକୁ ଗଲେ କନ୍ୟା, ଆଉ ତା’ ପରେ…

ଲକ୍ଷ୍ନୌ,୪ା୧୨: ବିବାହ ପାଇଁ ବେଦୀରେ ବସିଥିଲେ ବରକନ୍ୟା। ସକାଳ ୫ଟାରେ ବର କନ୍ୟାଙ୍କ ମୁଣ୍ଡରେ ସିନ୍ଦୁର ଦେବା ପରେ ବେଦୀ ଉପରୁ ଚାକିରି ପାଇଁ କାଉନସେଲିଂକୁ...

Advertisement


Archives

Model This Week