Posted inଜାତୀୟ

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ ପୂର୍ବରୁ ଏହି ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ନାଁ ନେଇଥିବା ବେଳେ ପୁଣିଥରେ ସୋମବାର ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଧ୍ୟ କହିଥିଲେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ପ୍ରିୟଙ୍କା ହେଉଛନ୍ତି ଜଣେ ଆଦର୍ଶ ପ୍ରାର୍ଥୀ। ହେଲେ ଏହାକୁ ସହଜରେ ଗ୍ରହଣ କରିପାରୁ ନାହାଁନ୍ତି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ପ୍ରିୟଙ୍କାଙ୍କ ଭାଇ ରାହୁଲ ଗାନ୍ଧୀ। କାରଣ ରାହୁଲ ଚାହୁଁଛନ୍ତି ଏଥର କଂଗ୍ରେସ ଅଧ୍ୟକ୍ଷ ପଦରେ ଗାନ୍ଧୀ ପରିବାରର କୌଣସି ସଦସ୍ୟ ନ ରୁହନ୍ତୁ ଏବଂ ଜଣେ ଯୁବ ନେତାଙ୍କୁ ଏଥିପାଇଁ ସୁଯୋଗ ଦିଆଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନଦାତାଙ୍କୁ ଟ୍ୟାକ୍ସି ମହାସଂଘର ସମର୍ଥନ: ଡିସେମ୍ବର ୩ରେ ‘ଦିଲ୍ଲୀ ଚଲୋ’ ଡ଼ାକରା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନକୁ ସର୍ବଭାରତୀୟ ଟ୍ୟାକ୍ସି ମହାସଂଘ ପକ୍ଷରୁ ସମର୍ଥନ କରାଯାଇଛି।...

ଭିଡିଓ କନ୍‌ଫରେନ୍ସ ଜରିଆରେ ରୋଗୀଙ୍କ ଜୀବନ ବଞ୍ଚାଇଲେ ଡାକ୍ତର

ନୂଆଦିଲ୍ଲୀ, ୩୦।୭: ଜାତୀୟ ରାଜଧାନୀ ଦିଲ୍ଲୀସ୍ଥିତ ସାର୍‌ ଗଙ୍ଗାରାମ ହସ୍ପିଟାଲର ଡାକ୍ତରମାନେ ଭିଡିଓ କନ୍‌ଫରେନ୍ସ ଜରିଆରେ ଜଣେ ରୋଗୀଙ୍କ ଜୀବନ ବଞ୍ଚାଇ ଦେଇଛନ୍ତି। ଲିଭର ଫେଲ୍ୟୁଅର...

ରାବ୍ରି ଦେବୀଙ୍କ ଘରେ ସିବିଆଇ ଟିମ୍‌

ପାଟନା,୬।୩: ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କ ଘରେ ସୋମବାର ସିବିଆଇ ଟିମ ପଚରାଉଚରା ପାଇଁ ପହଁଚିଛି। ଜମି ବଦଳରେ ଚାକିରି...

ନିର୍ଭୟା ମାମଲା: ମୁକେଶଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୧୬।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ମୁକେଶଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଗୁରୁବାର ଉପରାଜ୍ୟପାଳ ମୁକେଶଙ୍କ କ୍ଷମା ଆବେଦନକୁ ଖାରଜ କରି...

‘ବିନା ସହମତିରେ ମହିଳାଙ୍କୁ ଛୁଇଁବା ଅପରାଧ’

ମୁମ୍ବାଇ, ୨୬ା୧୨: ବିନା ସହମତିରେ ଜଣେ ମହିଳାଙ୍କ ଶରୀରକୁ ଜଣେ ଅଜଣା ବ୍ୟକ୍ତି ଛୁଇଁବା ଅର୍ଥ ତାଙ୍କ ମର୍ଯ୍ୟାଦା ହାନି କରିବା। ଏହା ଅପରାଧ ବୋଲି...

ଟ୍ରେନ୍‌ରେ ଗଞ୍ଜେଇ ଟାଣୁଥିବା ମହିଳା ଯାତ୍ରୀଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ, ୨୭।୨: ବିମାନ ଯାତ୍ରା ହେଉ ଅବା ରେଳ ଯାତ୍ରା, ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭାଗୀୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଅନେକ ନିୟମ ଲାଗୁ କରାଯାଇଛି।...

କାର୍ଯ୍ୟକାରୀ ସିଭିସି ଭାବେ ପ୍ରବୀଣ ଶ୍ରୀବାସ୍ତବ ନିଯୁକ୍ତ

ନୂଆଦିଲ୍ଲୀ,୨୮ା୧୨: ଭିଜିଲାନ୍ସ କମିଶନର ପ୍ରବୀଣ କୁମାର ଶ୍ରୀବାସ୍ତବଙ୍କୁ ବୁଧବାର କାର୍ଯ୍ୟକାରୀ କେନ୍ଦ୍ରୀୟ ଭିଜିଲାନ୍ସ କମିଶନର (ସିଭିସି) ଭାବେ ନିଯୁକ୍ତ କରାଯାଇଛି। ଦୁର୍ନୀତି ନିରୋଧୀ ଜଗୁଆଳି ସଂସ୍ଥାର...

ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା...

Advertisement
Archives

Model This Week