ପ୍ରିୟଙ୍କାଙ୍କୁ କିଛି ନ କହିବାକୁ ସଲମାନଙ୍କୁ ଅନୁରୋଧ କଲେ କ୍ୟାଟ୍ରିନା

କ୍ୟାଟ୍ରିନା କୈଫ ସବୁବେଳେ ବିବାଦଠାରୁ ଦୂରେଇ ରହିବାକୁ ଚେଷ୍ଟା କରିଥାନ୍ତି। ଦୁର୍ଭାଗ୍ୟବଶତଃ ତାଙ୍କ ଜୀବନରେ ବେଳେବେଳେ କିଛି ନା କିଛି ବିବାଦ ଉପୁଜିଥାଏ। ଯେଉଁଥିରେ କି ତାଙ୍କର କୌଣସି ଲେଣଦେଣ ନ ଥାଏ। ଏବେ ଏମିତି ଏକ ବିବାଦ ଉପୁଜିଛି ସେଥିରେ କ୍ୟାଟ୍‌ଙ୍କର କୌଣସି ଭୂମିକା ହିଁ ନାହିଁ। ଏହି ବିବାଦ ପ୍ରିୟଙ୍କା-ସଲମାନଙ୍କୁ ନେଇ ଉଠିଛି। ଯାହାକୁ ଆଦୌ ଗ୍ରହଣ କରିପାରୁନାହାନ୍ତି କ୍ୟାଟ୍‌। ପ୍ରିୟଙ୍କା ‘ଭାରତ’ ଫିଲ୍ମ ଛାଡ଼ିବା ପରେ ଆକ୍ଷେପ ପ୍ରତିଆକ୍ଷେପ ଚାଲିଛି। କେତେବେଳେ ସଲମାନ ପ୍ରିୟଙ୍କାଙ୍କୁ କହୁଛନ୍ତି ତ ଆଉ କେତେବେଳେ ପ୍ରିୟଙ୍କା ସଲମାନଙ୍କୁ। ପୁଣି କେବେ ସୋନା ମହାପାତ୍ର ତ ଆଉ କେବେ ସଲମାନଙ୍କ ଫ୍ୟାନ୍‌।

ଏହା ଶୁଣି ଶୁଣି କ୍ୟାଟ୍ରିନାଙ୍କୁ ଜମା ଭଲ ଲାଗୁନି। ଖାସ୍‌ ଏଥିପାଇଁ ସେ ସଲମାନଙ୍କୁ ପ୍ରିୟଙ୍କାଙ୍କ ବାବଦରେ କିଛି ନ କହିବାକୁ ଅନୁରୋଧ କରିଛନ୍ତି। କ୍ୟାଟ୍ରିନାଙ୍କ ମତରେ ସଲମାନ ପ୍ରିୟଙ୍କାଙ୍କୁ କିଛି ନ କହି ନିଜ କ୍ୟାରିୟର ପ୍ରତି ଧ୍ୟାନ ଦେଇ ଆଗକୁ ବଢ଼ିବା ଉଚିତ୍‌। ସଲମାନ ବି କ୍ୟାଟ୍‌ଙ୍କ ଏହି କଥାକୁ କୁଆଡ଼େ ମାନି ନେଇଛନ୍ତି। ଦେଖାଯାଉ ସଲମାନ ଏହି କଥା କେତେଦିନ ଯାଏ ମାନୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri