ପ୍ରିୟଙ୍କାଙ୍କୁ ଭାରି ପଡ଼ିଲା ସମୁଦ୍ରକୂଳ ରୋମାନ୍ସ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କିଛିଦିନ ତଳେ ମିଆମୀରେ ତାଙ୍କ ଜନ୍ମଦିନ ପାଳିଥିଲେ। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଫଟୋରେ ପ୍ରିୟଙ୍କା-ନିକ୍‌ ସମୁଦ୍ର କୂଳରେ ରୋମାନ୍ସ କରୁଥିବା ନଜର ଆସିଥିଲା।

ଫଟୋକୁ କିଛି ଫ୍ୟାନ୍‌ ପସନ୍ଦ କରିଥିବାବେଳେ ଆଉ କିଛି ଟ୍ରୋଲ୍‌ ମଧ୍ୟ କରିଥିଲେ। କିଛି ଫ୍ୟାନ୍‌ ଲେଖିଥିଲେ, ପ୍ରିୟଙ୍କା ଆସାମର ବ୍ରାଣ୍ଡ ଆମ୍ବାସଡାର। କିନ୍ତୁ ଏମିତି ଖୁଲମଖୁଲା ରୋମାନ୍ସ କରିବା ତାଙ୍କଠାରେ ଶୋଭା ପାଉନି। ପ୍ରିୟଙ୍କା ପିଙ୍କ୍‌ ବିକ୍‌ନୀ ସହିତ ହାତରେ ଗ୍ଲୋଭ୍‌ସ ପିନ୍ଧିଥିଲେ। ଜଣେ ୟୁଜର ଲେଖିଥିଲେ, ପ୍ରିୟଙ୍କା ହାତରେ କାହିଁକି ଗ୍ଲୋଭସ ପିନ୍ଧିଛନ୍ତି। ଏହା ଆଜିର ଟ୍ରେଣ୍ଡ୍‌ ନୁହେଁ। ଆଉ ଜଣେ ୟୁଜର ଲେଖିଛନ୍ତି, ଆସାମରେ ବଢ଼ି ହୋଇ ଲୋକେ କ୍ଷତିଗ୍ରସ୍ତ ହେଉଥିବାବେଳେ ତୁମେ ରୋମାନ୍ସ କରୁଛ? ତୁମେ ଆମ୍ବାସଡାର ହେବା ଯୋଗ୍ୟ ନୁହଁ। ଏହିପରି ୟୁଜରମାନେ ଭିନ୍ନ କମେଣ୍ଟ କରିଛନ୍ତି।

କହିରଖୁଛୁ, ମିଆମୀରେ ପ୍ରିୟଙ୍କା ସ୍ବାମୀ ନିକ୍‌ ଏବଂ ମାଆଙ୍କ ସହିତ ସ୍ମୋକିଂ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ସମସ୍ତ ଫଟୋ ପ୍ରିୟଙ୍କାଙ୍କୁ ଭାରି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri