Posted inଜାତୀୟ

ପ୍ରିୟଙ୍କାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ଅପରାଧରେ ଗିରଫ ହୋଇଥିବା ଭାଜପା କର୍ମୀ ପ୍ରିୟଙ୍କା ଶର୍ମାଙ୍କୁ ମୁକ୍ତ କରିବାରେ ବିଳମ୍ବ ହେବା ମାମଲାରେ ଦାୟର କରାଯାଇଥିବା ଅବମାନନା ମାମଲାରେ ସୋମବାର ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଚାରି ସପ୍ତାହ ମଧ୍ୟରେ ଏହାର ଜବାବ ଦେବାକୁ କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ପ୍ରିୟଙ୍କା ମମତାଙ୍କର ଏକ ବିବାଦୀୟ ଫଟୋ ପୋଷ୍ଟ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ହେଲେ ସୁପ୍ରିମକୋର୍ଟ ତାଙ୍କୁ ମୁକ୍ତ କରିବାକୁ ଆଦେଶ ଦେଇଥିଲେ ସୁଦ୍ଧା ଏହା ତୁରନ୍ତ କାର୍ଯ୍ୟକାରୀ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଭାଜପାକୁ ଟାର୍ଗେଟ୍‌ କଲେ ମାୟାବତୀ: ମୋଦିଙ୍କ ଶାସନରେ ଅର୍ଥ ବ୍ୟବସ୍ଥା ଶଯ୍ୟାଶାୟୀ, ଗରିବ କିଂକର୍ତ୍ତବ୍ୟମୂଢ଼

ଲକ୍ଷ୍ନୌ, ୧୫।୧: ବିଏସ୍‌ପି ମୁଖ୍ୟ ମାୟାବତୀ ବୁଧବାର ନିଜର ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିବସକୁ ଜନସାଧାରଣଙ୍କ କଲ୍ୟାଣ ଦିବସ ଭାବେ ପାଳନ କରାଯାଉଛି।...

କୋଟ୍‌ଲାରେ ଜେଟ୍‌ଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବେଦୀଙ୍କ ବିରୋଧ

ନୂଆଦିଲ୍ଲୀ,୨୪।୧୨(ପି.ଟି.): ଦିଲ୍ଲୀର ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ପୂର୍ବତନ ସଭାପତି ଅରୁଣ ଜେଟ୍‌ଲୀଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରିଛନ୍ତି ସ୍ପିନ୍‌ କିମ୍ବଦନ୍ତୀ ବିଶନ ସିଂ ବେଦୀ।...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ବୁରହାନ ଓ୍ବାନିଙ୍କ ସମ୍ପର୍କୀୟ ଭାଇ ନିହତ

ଶ୍ରୀନଗର,୯।୪: ଜମ୍ମୁ-କଶ୍ମୀରର ଶୋପିଆନ ଓ ତ୍ରାଲ ଅଞ୍ଚଳରେ ଗୁରୁବାରଠାରୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଶୋପିଆନରେ ୩ ଓ ତ୍ରାଲରେ ୨...

ରାଜସ୍ଥାନ କଂଗ୍ରେସ ସଙ୍କଟ: କପିଲଙ୍କ ପ୍ରଶ୍ନ, ଆମେ କେବେ ଜାଗି ଉଠିବୁ

ନୂଆଦିଲ୍ଲୀ,୧୨।୭: କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ରାଜସ୍ଥାନରେ କଂଗ୍ରେସ ସଙ୍କଟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ରାଜସ୍ଥାନ ମୁଖ୍ୟାମନ୍ତ୍ରୀ ଅଶୋକ ଗେହଲୋତ ରାଜ୍ୟରେ ଭାଜପା...

୨୭ରେ ଇଡିରେ ହାଜର ହେବେ ପାଓ୍ବାର

ନୂଆଦିଲ୍ଲୀ,୨୬ା୯(ପି.ଟି.): ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମ୍‌ଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ମୁଣ୍ଡ ନୂଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି...

ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ଠାକରେ ପରିବାରର ପ୍ରଥମ ସଦସ୍ୟ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଆଗାମୀ ବିଧାନ ସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ...

ଆଇନ ପ୍ରତ୍ୟାହାରକୁ କେନ୍ଦ୍ରର ନା

ନୂଆଦିଲ୍ଲୀ, ୯।୧: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନ ଦେଢ଼ ମାସ ହେଲା ଜାରି ରହିଥିବାବେଳେ ଶୁକ୍ରବାର ସରକାର ଓ...

ଏମ୍‌ସିଡି ଉପନିର୍ବାଚନ ଫଳାଫଳ: ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ନଗର ନିଗମ ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମୋଟ ୫ଟି ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି ୪ରେ ବିଜୟୀ ହୋଇଥିବାବେଳେ କଂଗ୍ରେସକୁ...

Advertisement


Archives

Model This Week