ପ୍ରିୟଙ୍କାଙ୍କ ଗୋଟିଏ ସ୍ବପ୍ନ ପୂରଣ ହେଲା, ବାକି ରହିଲା ଆଉ ଗୋଟିଏ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏକ ସାକ୍ଷାତକାରରେ କହିଥିଲେ, ମୋର ଦୁଇଟି ସ୍ବପ୍ନ ରହିଛି। ତାହା ପୂରଣ ହେଲେ ମୁଁ ସମସ୍ତଙ୍କୁ ଜଣାଇଦେବି। ସେଥିରୁ ଗୋଟିଏ ଏବେ ପୂରଣ ହୋଇଥିବାବେଳେ ଆଉ ଗୋଟିଏ ବାକି ରହିଛି। ତେବେ ତାଙ୍କ ସ୍ବପ୍ନ କ’ଣ ଥିଲା ଜାଣନ୍ତି? ଯଦି ନା ତେବେ ଘର ଏବଂ ମାଆ ହେବା ତାଙ୍କର ସ୍ବପ୍ନ ଥିଲା ବୋଲି ମାଆ ମଧୁ ଚୋପ୍ରା କହିଛନ୍ତି। ଏହି ସାକ୍ଷାତକାରରେ ପ୍ରିୟଙ୍କା କହିଥିଲେ ମୋ’ ପାଇଁ ଘର ସବୁଠୁ ପ୍ରିୟ। ଆଉ ଯେଉଁଠି ରହି ମୁଁ ଖୁସି ସାଉଁଟୁଛି। ସେହି ସ୍ବପ୍ନ ପୂରଣ କରିବାକୁ ଯାଇ ପ୍ରିୟଙ୍କା- ସ୍ବାମୀ ନିକ୍‌ ଜୋନାସ ଆମେରିକାର ଲସ୍‌ ଏଞ୍ଜେଲ୍‌ସରେ ବହୁ ଦାମୀ ଘରଟିଏ କିଣିଛନ୍ତି। ଯାହାର ଦାମ୍‌ ୧୪୪ କୋଟି। ୨୦ ହଜାର ବର୍ଗଫୁଟ ଜାଗାରେ ଏହି ଘର ରହିଛି। ଉକ୍ତ ବିଳାସମୟ ଘରେ ରହିଛି ୭ଟି ବେଡ୍‌ରୁମ୍‌, ୧୧ଟି ବାଥ୍‌ରୁମ୍‌, ଉଚ୍ଚା ଛାତ ଏବଂ ପର୍ଯ୍ୟାପ୍ତ ପରିମାଣର ଜାଗା। ପ୍ରିୟଙ୍କା ଏବଂ ନିକ୍‌ ୨୦୧୮ ଡିସେମ୍ବରରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିୟାଙ୍କ ପ୍ରେମରେ ଉବୁଟୁବୁ ସୁଶାନ୍ତ, ହେଲେ କହୁଛନ୍ତି ‘ସେ ମୋର ଭଲ ବନ୍ଧୁ’

ମୁମ୍ବାଇ: ଅଭିନେତ୍ରୀ କ୍ରିତି ସାନନ୍‌ଙ୍କ ସହ ବ୍ରେକ୍‌ଅପ୍‌ ପରେ ଅଭିନେତା ସୁଶାନ୍ତ ସିଂହ ରାଜପୁତ କୁଆଡ଼େ ରିୟା ଚକ୍ରବର୍ତ୍ତୀଙ୍କ ପ୍ରେମରେ ପଡ଼ିଛନ୍ତି। କଥାଟିକୁ ଉଭୟ ସ୍ପଷ୍ଟ...

ବଲିଉଡ୍‌ ମୁଭି ‘ଶିକାରା’ଦେଖି କାନ୍ଦି ପକାଇଲେ ଆଡଭାନୀ

ନୂଆଦିଲ୍ଲୀ,୮।୨: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ବିଧୁ ବିନୋଦ ଚୋପ୍ରାଙ୍କ ଫିଲ୍ମ ‘ଶିକାରା’ ରିଲିଜ୍‌ ହୋଇ ସାରିଛି। କଶ୍ମୀର ପଣ୍ଡିତଙ୍କ କାହାଣୀକୁ ନେଇ ତିଆରି ହୋଇଥିବା ଏହି...

ସଲମାନଙ୍କୁ ପ୍ରଶ୍ନ କଲେ କ୍ୟାଟ୍ରିନା ‘ମୋତେ କେବେ ବିବାହ କରିବ’

ଦବଙ୍ଗ ଖାନ୍‌ ସଲମାନ ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚାରେ ରହୁନାହାନ୍ତି ତା’ଠୁ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବିବାହକୁ ନେଇ। ସମସ୍ତେ ଚାହିଁ ରହିଛନ୍ତି ଭାଇଜାନ୍‌ କେବେ...

ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି।...

‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍‌ଙ୍କ ଭାଉଜ

ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍‌ସଙ୍ଗ୍‌ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍‌ଗନ୍‌ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ...

୭୫ ବର୍ଷରେ ସୁଭାଷ ଘାଇ: ଅଭିନେତା ହେବାକୁ ଆସି ପାଲଟି ଗଲେ ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌କୁ ଅଭିନେତା ହେବା ପାଇଁ ଆସି ଶେଷରେ ସୁଭାଷ ଘାଇ ପାଲଟି ଥିଲେ ନିର୍ଦ୍ଦେଶକ। ଶୁକ୍ରବାର ସେ ୭୫ତମ ଜନ୍ମ ଦିନ ପାଳନ କରୁଛନ୍ତି।...

ମାତ୍ର ୧୯ ବର୍ଷରେ ଅମିତାଭ ବଚ୍ଚନ ସହ କରିଥିଲେ ଡେବ୍ୟୁ, ୨୫ରେ ମୃତ୍ୟୁ, ଏମିତି ଥିଲା ଜିଆ ଖାନ୍‌ଙ୍କ ଫିଲ୍ମ କ୍ୟାରିୟର୍‌

ବଲିଉଡ୍‌ ଅଭିନେତ୍ରୀ ଜିଆ ଖାନ୍‌ଙ୍କ ଆଜି ୩୨ ତମ ଜନ୍ମଦିବସ। ୧୯୮୮ ମସିହା ଫେବୃୟାର ୨୦ରେ ନ୍ୟୁୟର୍କରେ ସେ ଜନ୍ମଗ୍ରହଣ କରିଥିଲେ ଜିଆ। ଜିଆ ବଲିଉଡ୍‌ର...

ରାମାୟଣ’ର ଲକ୍ଷଣଙ୍କୁ ନୂଆ ଲୁକ୍‌ ଦେଲେ ପ୍ରଶଂସକ

କରୋନା ଲକ୍‌ଡାଉନ୍‌ ଯୋଗୁ ରାମାନନ୍ଦ ସାଗରଙ୍କ ପୌରାଣିକ ଧାରାବାହିକ ‘ରାମାୟଣ’ ଏବେ ପୁଣିଥରେ ଟିଭିରେ ପ୍ରସାରିତ ହେଉଛି। ଏହା ଦ୍ୱାରା ପ୍ରଶଂସକଙ୍କ ସୃତି ପୁଣିଥରେ ଉଜ୍ଜୀବିତ...

Coronavirus Update


Archives

Model This Week

Why Dharitri