Posted inଜାତୀୟ

ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ: ଉମା ଭାରତୀ

ରାୟପୁର, ୧୭।୪: ଲୋକ ସଭା ନିର୍ବାଚନରେ ରାଜନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏହି ମର୍ମରେ ଭାଜପାର ଫାୟାର ବ୍ରାଣ୍ଡ୍‌ ନେତ୍ରୀ ଉମା ଭାରତୀ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଟାର୍ଗେଟ୍‌ କରିଛନ୍ତି। ପ୍ରିୟଙ୍କା ଜଣେ ଚୋରଙ୍କ ସ୍ତ୍ରୀ ବୋଲି ଉମା ଆକ୍ଷେପ କରିଛନ୍ତି। ଛତିଶଗଡ଼ ଦୁର୍ଗ ଲୋକ ସଭା ଆସନରେ ପ୍ରଚାର ସମୟରେ ଉମା ଏଭଳି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହା ସହିତ ସେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଆକ୍ଷେପ କରିଛନ୍ତି। ରାହୁଲ ଆମେଠି ସହିତ ବାୟନାଡରୁ ନାମାଙ୍କନ କରିବା ଉପରେ ଉମା କହିଛନ୍ତି ଯେ ସେ ଦଳର ଅଧ୍ୟକ୍ଷ ବୋଲି ନିଜ ଇଛା ଅନୁସାରେ ଏକାଧିକ ଆସନରୁ ନିର୍ବାଚନ ଲଢୁଛନ୍ତି। ଏହା ପରିବର୍ତ୍ତେ ରାହୁଲ ପରାଜୟ ସ୍ବୀକାର କରିନେବା ଉଚିତ ବୋଲି ଉମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକା-ଭାରତ ଟ୍ରେଡ ଡିଲକୁ ନେଇ ଟ୍ରମ୍ପଙ୍କ ସହ ୮ଥର କଥା ହୋଇଛନ୍ତି ମୋଦି’, ଆମେରକାକୁ ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯।୧: ଆମେରିକା ଏବଂ ଭାରତ ମଧ୍ୟରେ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ସମ୍ପର୍କରେ ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକଙ୍କ ବିବୃତ୍ତିକୁ ନେଇ ଏକ ଉଷ୍ମ...

ଛୁଟି ବଢ଼ିଲା: ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ ସ୍କୁଲ ଆସିବେନି ଛାତ୍ରୀଛାତ୍ର

ଚଣ୍ଡିଗଡ଼,୯ା୧: ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଜାରି ରହିଛି। ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ଶାସିତ ରାଜ୍ୟ ଚଣ୍ଡିଗଡ଼ର ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ...

ହିମାଚଳରେ ବଡ଼ ଧରଣର ସଡ଼କ ଦୁର୍ଘଟଣା

ନାହନ,୯।୧: ହିମାଚଳ ପ୍ରଦେଶରେ ଏକ ବସ ଦୁର୍ଘଟଣା ଘଟିଛି। ଏକ ଘରୋଇ ବସ ଗଭୀର ଗର୍ତ୍ତରେ ଖସିପଡ଼ିଛି। ଏପର୍ଯ୍ୟନ୍ତ ୮ ଜଣଙ୍କର ମୃତ୍ୟୁ ହୋଇଛି ଏବଂ...

ପ୍ରତୀକଙ୍କ ଫୋନ୍‌ ନିଜ ପାଖରେ ରଖିଲେ ମମତା, ଇଡି ଅଧିକାରୀଙ୍କୁ ଧମକାଇ ଡିଜିପି କହିଲେ…

କୋଲକାତା,୯ା୧: I-PAC ପରିସରରେ ଗୁରୁବାର ED ଚଢ଼ାଉ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହସ୍ତକ୍ଷେପ କରିଥିବା ଅଭିଯୋଗ ହୋଇଛି। ସୂତ୍ର ଅନୁସାରେ ସେ I-PAC...

ଆପଣ କାହିଁକି ଏତେ ଭୟ କରୁଛନ୍ତି? ମମତାଙ୍କୁ କଡ଼ା ପ୍ରଶ୍ନ କଲା ଭାଜପା

କୋଲକାତା,୯।୧: ଗୁରୁବାର କୋଲକାତାରେ ନିର୍ବାଚନ ପରାମର୍ଶଦାତା IPAC ର ମୁଖ୍ୟ ପ୍ରତୀକ ଜୈନଙ୍କ ଘରେ ଚଢାଉ ସମୟରେ ମମତା ବାନାର୍ଜୀ କ୍ରୋଧିତ ହୋଇଥିଲେ। ଘଟଣାସ୍ଥଳକୁ ପହଞ୍ଚି...

ମହୁଆ, ଡେରେକ ଓ’ବ୍ରାଏନ ସମେତ ୮ଜଣଙ୍କୁ ନେଇଗଲା ପୋଲିସ

ନୂଆଦିଲ୍ଲୀ,୯।୧: ଶୁକ୍ରବାର (୯ ଜାନୁଆରୀ, ୨୦୨୬) କେନ୍ଦ୍ର ସରକାରଙ୍କ ଦ୍ୱାରା ତଦନ୍ତକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର ବିରୋଧରେ ତୃଣମୂଳ କଂଗ୍ରେସ (ଟିଏମସି) ଏମପିମାନେ ଗୃହ ମନ୍ତ୍ରଣାଳୟ କାର୍ଯ୍ୟାଳୟ...

ମୁଁ ନେହେରୁଙ୍କ ଅନ୍ଧଭକ୍ତ ନୁହେଁ…କହୁ କହୁ ଏମିତି କହିଦେଲେ ଶଶି ଥରୁର

ନୂଆଦିଲ୍ଲୀ,୯।୧: କଂଗ୍ରେସ ଏମ୍‌ପି ଶଶି ଥରୁର ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ପ୍ରଶଂସା କରନ୍ତି, କିନ୍ତୁ ତାଙ୍କର ସମସ୍ତ ନୀତିକୁ ସମର୍ଥନ କରନ୍ତି ନାହିଁ।...

ବାରାଣସୀରେ ଶବଦାହକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ହିଟଲର; ନାଜି ବିଚାରଧାରା…

ନୂଆଦିଲ୍ଲୀ,୯।୧: ନାଜି ଶାସକ ଆଡଲଫ୍ ହିଟଲର ବନାରସରେ ଶବଦାହକୁ ନେଇ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ଏବେ ଚର୍ଚ୍ଚାରେ। ହିଟଲରଙ୍କ ଦ୍ୱାରା ଦିଆଯାଇଥିବା କିଛି ବ୍ୟକ୍ତିଗତ ମନ୍ତବ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri